• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆଦିବାସୀଙ୍କର ବିକାଶ ପାଇଁ ଆହୁରି ଆମକୁ ସଂଗ୍ରାମ କରିବାକୁ ପଡିବ: ନବୀନ

FNN WEB by FNN WEB
September 28, 2024
in ଓଡ଼ିଶା, ମୁଖ୍ୟ ଖବର
0
ଆଦିବାସୀଙ୍କର ବିକାଶ ପାଇଁ ଆହୁରି ଆମକୁ ସଂଗ୍ରାମ କରିବାକୁ ପଡିବ: ନବୀନ
0
SHARES
4
VIEWS

ରାଜ୍ୟ ବିଜେଡି ଅନୁସୂଚିତ ଜାତି ଓ ଜନଜାତି ସାଂଗଠନିକ ସମ୍ମିଳନୀ

ଭୁୁବନେଶ୍ୱର : ଶଙ୍ଖ ଭବନରେ ଆୟୋଜିତ ରାଜ୍ୟ ବିଜେଡି ଅନୁସୂଚିତ ଜାତି ଓ ଜନଜାତି ସାଂଗଠନିକ ସମ୍ମିଳନୀରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଯୋଗ ଦେଇ ରାଜ୍ୟ ଆଦିବାସୀ ନେତୃ ମଣ୍ଡଳୀଙ୍କ ସହ ସଂଗଠନ ବିଷୟରେ ସିଧାସଳଖ ଆଲୋଚନା କରିଛନ୍ତି। ଏହି ସଭାରେ ପୂର୍ବତନ ମନ୍ତ୍ରୀ ମଙ୍ଗଳା କିଷାନ, ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି, ବିଧାୟକ ମନୋହର ରାନ୍ଧାରୀ, ପୂର୍ବତନ ସାଂସଦ ପ୍ରଦୀପ ମାଝୀ, ପୂର୍ବତନ ମନ୍ତ୍ରୀ ରମେଶ ମାଝୀ, ରାଜ୍ୟସଭା ସାଂସଦ ନିରଂଜନ ବିଶି, ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ସାରକା, ପୂର୍ବତନ ବିଧାୟକ ଝିନ୍ନ ହିକାକା, ପୂର୍ବତନ ବିଧାୟକ ସାନନ୍ଦ ମାରାଣ୍ଡି, ଦେବାଶିଷ ମାରାଣ୍ଡି, ପୂର୍ବତନ ମନ୍ତ୍ରୀ ସରୋଜିନୀ ହେମ୍ବ୍ରମ, ବାସନ୍ତୀ ହେମ୍ବ୍ରମ ପ୍ରମୁଖ ଯୋଗଦେଇ ଆଦିବାସୀମାନେ କିଭଳି ଦଳ ସହ ଅଧିକରୁ ଅଧିକ ଯୋଡି ହେବେ ସେ ନେଇ ନିଜ ନିଜର ମତାମତ ପ୍ରକାଶ କରିଥିଲେ।

ଏହି ସଭାରେ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରି ବିଭିନ୍ନ ନେତାମାନେ କହିଥିଲେ ଯେ, ଆଦିବାସୀ ପରାମ୍ପରାକୁ ରକ୍ଷା କରିବା ପାଇଁ ଆପଣ ବହୁତ କାମ କରିଛନ୍ତି। ୬ଲକ୍ଷ ୫୦ ହଜାର ପିଲା ଆଜି ହଷ୍ଟେଲରେ ରହି ପାଠ ପଢୁଛନ୍ତି। ୨୩ଟି ଜିଲ୍ଲାରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଥିଲେ। ଯାହା ଦ୍ୱାରା ଆଦିବାସୀମାନେ ସେମାନଙ୍କ ସଂସ୍କୃତି ଓ ପରାମ୍ପରାକୁ ବଜାୟ ରଖିବା ପାଇଁ ବହୁ ସହଯୋଗ କରିଥିଲା।

ଏହି ସଭାରେ ନବୀନ ପଟ୍ଟନାୟକ କହିଥିଲେ, ଆମର ଲମ୍ବା ସରକାର ସମୟରେ ଆଦିବାସୀ ଭାଇଭଉଣୀମାନଙ୍କ ପାଇଁ ବହୁତ କାମ କରିଥିଲେ। ହସ୍ପିଟାଲ, ସ୍କୁଲ, କଲେଜ, କୃଷକମାନଙ୍କ ପାଇଁ ବହୁତ କାମ କରାଯାଇଛି। ଯାହାକି ଆଦିବାସୀ ଭାଇଭଉଣୀମାନେ ବିଜେଡିକୁ ସବୁ ବେଳେ ପାଇଁ ମନେ ରଖିବେ। ଆହୁରି ଅଧିକ କିଭଳି ଆଦିବାସୀ ଲୋକଙ୍କ ଉନ୍ନତି ହେବ ତାହା ମୋ ହୃଦୟରେ ରହିଛି। ଆପଣମାନେ ଏକାଠି ହୋଇ ରହି ବହୁତ ପରିଶ୍ରମ କଲେ ସବୁ ଠିକ୍‌ ହେବ।

ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର କହିଥିଲେ “ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଆପଣମାନେ ବିଜୁ ଜନତା ଦଳ ସଂଗଠନକୁ କିଭଳି ଅଧିକରୁ ଅଧିକ ମଜଭୁତ କରିବେ। ସେଥିପାଇଁ ରୋଡମ୍ୟାପ ପ୍ରସ୍ତୁତ କରନ୍ତୁ। ସମସ୍ତ ପ୍ରକାର ସହଯୋଗ ରାଜ୍ୟ ବିଜୁ ଜନତା ଦଳ ପକ୍ଷରୁ ଯୋଗାଇ ଦିଆଯିବ। । ଏହିସଭାକୁ ବିଜୁ ଜନତା ଦଳ ଗଣମାଧ୍ୟମ ସଂଯୋଜକ ଡଃ ପ୍ରିୟବ୍ରତ ମାଝୀ ସଂଚାଳନା କରିବା ସହ ଆଦିବାସୀମାନଙ୍କ ପାଇଁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକୁ ଗ୍ରାଫିକ୍ସ ଜରିଆରେ ସୂଚନା ପ୍ରଦାନ କରିଥିଲେ।

Previous Post

ଭାରତ ମସଲା ପକ୍ଷରୁ ମେଗା ସ୍ୱାସ୍ଥ୍ୟ ଶିବିର ,୪୦୦ ଜଣଙ୍କ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା

Next Post

ସଂଗଠନକୁ ମଜଭୁତ କର, ଲୋକଙ୍କ ସେବା ଜାରି ରଖ: ନବୀନ

FNN WEB

FNN WEB

Next Post
ଆଦିବାସୀଙ୍କର ବିକାଶ ପାଇଁ ଆହୁରି ଆମକୁ ସଂଗ୍ରାମ କରିବାକୁ ପଡିବ: ନବୀନ

ସଂଗଠନକୁ ମଜଭୁତ କର, ଲୋକଙ୍କ ସେବା ଜାରି ରଖ: ନବୀନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.