• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବକୁ ମଞ୍ଜୁରୀ

FNN WEB by FNN WEB
September 28, 2024
in ଓଡ଼ିଶା, ମୁଖ୍ୟ ଖବର
0
ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବକୁ ମଞ୍ଜୁରୀ
0
SHARES
0
VIEWS

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବ ଉପରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ସମେତ ୭ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ପ୍ରଦାନ କରିଥିବା ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୮ ଟି ବିଭିନ୍ନ ଦିଗ ଉପରେ ଗୁରୁତ୍ବ ଦିଆଯିବ। ଯେପରିକି ଗୋପାଳନ, ସୁରକ୍ଷା, ଦୁଗ୍ଧ ଉପାଦାନକୁ ଜାତୀୟ ସ୍ତରରେ ପହଞ୍ଚାଇବା, ମଇଁଷି ପାଳନ, ଗୋ ସମ୍ପଦ ବୀମା (୮୫% ସରକାର ଦେବେ, ୧୫%ଚାଷୀ ଦେବେ ), ବାଛୁରୀ ମାନଙ୍କୁ ଖାଦ୍ୟ ଯୋଗାଣ, ଦୁଗ୍ଧ ଉତ୍ପାଦନକୁ ସହାୟତା, ଓମଫେଡକୁ ସଶକ୍ତ ପାଇଁ ସହାୟତା, ଫଡର ଚାଷ ପାଇଁ ଇନସେଟିଭ ପାଇଁ ପ୍ରସ୍ତାବ ରହିଛି। ଆଗାମୀ ୫ ବର୍ଷରେ ଏଥି ପାଇଁ ୧୪୨୩ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ ପାଇଁ କ୍ୟାବିନେଟ ଅନୁମୋଦନ ମିଳିଛି।

ସେହିପରି ଓଡ଼ିଶା ଉଚ୍ଚ ନିୟାଳୟର କର୍ମଚାରୀଙ୍କ ପାଇଁ ୫୫୦ଟି ଷ୍ଟାଫ କ୍ବାଟର ନିର୍ମାଣ ନେଇ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏହି ଷ୍ଟାଫ କ୍ବାଟର ୩୦ ମାସ ମଧ୍ୟରେ ନିର୍ମାଣ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ୨୦୦ଗୋଟି ଡି-ଟାଇପ ଏବଂ ୩୫୦ ଗୋଟି ଇ-ଟାଇପ) ନିର୍ମାଣ ସହ କମ୍ୟୁନିଟି ହଲ ଏବଂ ଖେଳ ପଡ଼ିଆ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ବାସଗୃହ କଟକ ସିଡିଏ ସ୍ଥିତ ସେକ୍ଟର -୧୩ ଅଞ୍ଚଳରେ ନିର୍ମାଣ କରାଯିବ । ଏଥି ସହିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଘରୋଇ ଡିଲରଙ୍କୁ ସୁବିଧା ମିଳିଛି। ସେମାନଙ୍କ ଲାଇସେନ୍ସ ଅବଧି ଆଉ ଦେଢ଼ ବର୍ଷ ବଢ଼ାଯାଇଛି। ୨୦୨୬ରେ ସେମାନଙ୍କ ପ୍ରଦର୍ଶନ ଭିତ୍ତିରେ ଲାଇସେନ୍ସ ଅବଧି ବଢିବ କି ନାହିଁ ତାହାର ନିଷ୍ପତ୍ତି ନିଆଯିବ।

ସେହିପରି ନୂତନ ଅପରାଧିକ ଆଇନ ପ୍ରଣୟନ ପ୍ରରିପେକ୍ଷୀରେ ଜୁଡିସିଆଲ୍‌ ଅଧିକାରୀମାନଙ୍କର ନୈତିକ ଓ ଆଇନଗତ କର୍ତ୍ତବ୍ୟ, କୋର୍ଟ ପରିଚାଳନା ଏବଂ ପ୍ରଶାସନିକ ଦକ୍ଷତାକୁ ଆଲୋକିତ କରିବା ପାଇଁ ଓଡ଼ିଶା ସୁପ୍ରିମୋ ଜୁଡିସିଲଆଲ୍‌ ସର୍ଭିସ ଏବଂ ଓଡ଼ିଶା ଜୁଡିସିଆଲ୍‌ ସର୍ଭିସ୍‌ ନିୟମ, ୨୦୦୭କୁ ସଂଶୋଧନ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସରକାର କହିଛନ୍ତି। ସେହିପରି ରାଜ୍ୟ କ୍ୟାବିନେଟ ସରକାରୀ ପରିସଂଖ୍ୟାନ ସମ୍ପର୍କିତ ପ୍ରସ୍ତାବିତ ତଥ୍ୟ ପ୍ରସାରଣ ନୀତି, ୨୦୨୪ରେ ଉପସ୍ଥାପିତ ହୋଇ ଅନୁମୋଦନ ପ୍ରାପ୍ତ ହୋଇଛି।

Previous Post

ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଲୋକଙ୍କୁ ସାଙ୍ଗରେ ନେଇ ଚାଲନ୍ତୁ

Next Post

ବଡ଼ଚଣା ମାଟିରୁ ପୂର୍ବ ସରକାରଙ୍କୁ ସମା‌ଲୋଚନା କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ବଡ଼ଚଣା ମାଟିରୁ ପୂର୍ବ ସରକାରଙ୍କୁ ସମା‌ଲୋଚନା କଲେ ମୁଖ୍ୟମନ୍ତ୍ରୀ

ବଡ଼ଚଣା ମାଟିରୁ ପୂର୍ବ ସରକାରଙ୍କୁ ସମା‌ଲୋଚନା କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.