• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡିଶାରେ ପୁଞ୍ଚିନିବେଶ ପାଇଁ ସକରାତ୍ମକ ଆଲୋଚନା ହୋଇଛି: ମୁଖ୍ୟମନ୍ତ୍ରୀ

FNN WEB by FNN WEB
October 3, 2024
in ଓଡ଼ିଶା, ମୁଖ୍ୟ ଖବର
0
ଓଡିଶାରେ ପୁଞ୍ଚିନିବେଶ ପାଇଁ ସକରାତ୍ମକ ଆଲୋଚନା ହୋଇଛି: ମୁଖ୍ୟମନ୍ତ୍ରୀ
0
SHARES
5
VIEWS

ଭୁବନେଶ୍ୱର: ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆମ୍ବାସଡର ସମ୍ମିଳନୀରେ ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ହାଇ କମିସନର, କନ୍‌ସଲ୍‌ ଜେନେରାଲ୍‌, ଟ୍ରେଡ୍‌ କମିସନର ଓ କୂଟନୀତିଜ୍ଞମାନଙ୍କୁ ଭେଟିବା ପରେ କହିଛନ୍ତି ଯେ କମିଶନର, ହାଇକମିଶନର ଏବଂ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା ହୋଇଛି। ଓଡିଶାରେ ଶିଳ୍ପ ବାତାବରଣ ଏବଂ ପୁଞ୍ଚିନିବେଶ ପାଇଁ ସକରାତ୍ମକ ଆଲୋଚନା ହୋଇଛି। ଏଥିରେ ଆନ୍ତର୍ଜାତିକ ସହଭାଗୀତା ଭିତ୍ତିରେ ଓଡିଶାରେ କିପରି ବିଦେଶୀ ପୁଞ୍ଜି ନିବେଶ ହୋଇ ପାରିବ ଆଜିର ଆଲୋଚନା ଫଳପ୍ରଦ ହୋଇଛି। ମୁଁ ଆଶା କରୁଛି ୨୦୨୫ କନକ୍ଲେଭ ଏକ ସର୍ବବୃହତ୍ତ ଶିଳ୍ପ ସମାବେଶ ଅନୁଷ୍ଠିତ ହେବାକୁ ଯାଉଛି ।

ଆଗାମୀ ଦିନରେ ସେମିକଣ୍ଡକ୍ଟର, ଆଇଟି, ଗ୍ରୀନ ଏନର୍ଜି, ପେଟ୍ରୋ କେମିକାଲସ, ଇଲେକ୍ଟ୍ରୋନିକସ, ଫୁଡ ପ୍ରୋସେସିଙ୍ଗ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ ହେବାର ସମ୍ଭାବନା ରହିଛି। ଏହା ୨୦୩୬ରେ ସମୃଦ୍ଧ ଓଡିଶା ଏବଂ ୨୦୪୭ ରେ ବିକଶିତ ଓଡିଶା ଗଠନରେ ନିଶ୍ଚିନ୍ତ ସୁଦୃଢ ମୂଳଦୁଆ ପକାଇବ । ଯାହା ପ୍ରଧାନମନ୍ତ୍ରୀ କହିଥିଲେ ପୂର୍ବୋଦୟର ବିକାଶ ହେଲେ ଭାରତର ବିକାଶ ହେବ, ତାହା ସଫଳ ହେବ।

ଓଡିଶାରେ ଯେଉଁ ଡବଲ ଇଞ୍ଜିନ ସରକାର ହୋଇଛି, କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଓଡିଶା ଏକ ଶିଳ୍ପ ହବ ରେ ପରିଣତ ହେବାକୁ ଯାଉଛି। ଏଥିନେଇ ନିଶ୍ଚିତ ରୂପରେ ଆମକୁ ଆଜି ଏକ ସଫଳ ସଙ୍କେତ ମିଳି ପାରିଛି। ଉଲ୍ଲେଖ ଥାଉ କି ୨୦୨୫ ଜାନୁଆରି ୨୮ ଓ ୨୯ରେ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଯାଉଥିବା ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌ ୨୦୨୫ରେ ଅଂଶଗ୍ରହଣ କରିବା ଲାଗି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିବେଶକମାନଙ୍କୁ ମଧ୍ୟ ଆମନ୍ତ୍ରଣ କରିଛନ୍ତି ।

Previous Post

ଜନଜାତି ସ୍ୱାସ୍ଥ୍ୟ ବିକାଶ ଓ ଯୁବ ସଶକ୍ତିକରଣ ନେଇ କିଟ୍‍, କିସ୍‍ ଓ ଜାପାଇଗୋ ମଧ୍ୟରେ ବୁଝାମଣା

Next Post

ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଆମକୁ ଏକାଠି ହେବାକୁ ପଡ଼ିବ : ନବୀନ

FNN WEB

FNN WEB

Next Post
ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଆମକୁ ଏକାଠି ହେବାକୁ ପଡ଼ିବ : ନବୀନ

ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଆମକୁ ଏକାଠି ହେବାକୁ ପଡ଼ିବ : ନବୀନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.