• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜଟଣୀ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବରେ ଶିଶୁ ସଂକଳନ “ସୁରଭି” ଉନ୍ମମୋଚନ

FNN WEB by FNN WEB
October 4, 2024
in ଓଡ଼ିଶା, ମୁଖ୍ୟ ଖବର
0
ଜଟଣୀ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବରେ ଶିଶୁ ସଂକଳନ “ସୁରଭି” ଉନ୍ମମୋଚନ
0
SHARES
4
VIEWS

ଜଟଣୀ : ଜଟଣୀ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” – ୨୦୨୪ ସରକାରୀ ଉଚ୍ଚ ବିଦ୍ୟାଳୟ ଗଙ୍ଗପଡା ଠାରେ ଗୋଷ୍ଠୀ ଶିକ୍ଷାଧିକାରୀ ରଶ୍ମିବାଳା ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ” ସୁରଭି ୨୦୨୪ “ର ମୁଖ୍ୟ ଅତିଥି ମାନ୍ୟବର ବିଧାୟକ ବିଭୁତି ଭୂଷଣ ବଳବନ୍ତରାୟ, ମୁଖ୍ୟ ବକ୍ତା ବ୍ଳକ ଅଧ୍ୟକ୍ଷା ଜୟନ୍ତୀ ଛୋଟରାୟ, ସମ୍ମାନିତ ଅତିଥି ଗଙ୍ଗପଡା ସରପଞ୍ଚ ସୁଧାଂଶୁ ଶେଖର ମହାରଣା, ବିଜୟ ଲକ୍ଷ୍ମୀ ସାମନ୍ତରାୟ, ଭାସ୍କର ଦାସ, ଏବଂ ସୌମ୍ୟ ରଞ୍ଜନ ମହାରଥୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମର ସଂଗଠକ ଥିଲେ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ପୂର୍ଣ୍ଣ ଚନ୍ଦ୍ର ବେହେରା ଓ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଵିଷ୍ଣୁ ପ୍ରିୟା ରଥ । ଉକ୍ତ କାର୍ଯ୍ୟକ୍ରମରେ ୧୦ଟି କ୍ଳଷ୍ଟରର ୨୩୪ ଜଣ ପ୍ରତିଯୋଗୀ ୧୭ ଟି ପ୍ରତିଯୋଗୀତାରେ ଅଂଶ ଗ୍ରହଣକରିଥିଲେ । ପ୍ରଥମ ସ୍ଥାନ ଅଧିକାର କରଥିବା ଛାତ୍ର /ଛାତ୍ରୀ ମାନେ ବରିଷ୍ଠ ବିଭାଗର ଅନୁଷ୍କା ମିଶ୍ର, ଶୁଭଲଷ୍ମୀ ଜେନା, ନନ୍ଦିନୀ ରାଓ, ରୁଦ୍ରନାରାୟଣ ବେହେରା, ସୁଭଦ୍ରା ମହାକୁଡ଼, କୃଷଣତନ୍ୟ ମହାରଣା, ଅଞ୍ଜଳି ଭୂୟାଁ ଏବଂ କନିଷ୍ଠ ବିଭାଗର ସର୍ବେଶ୍ୱର ମହାରଣା, ସୁମନ୍ତ ବାରିକ, ସାଇଲଷ୍ମୀ ମହାରଣା, ସ୍ବଦେଶ କୁମାର ସାହୁ, ସୁଚିସ୍ମିତା ସାହୁ, ସ୍ୱର୍ଣ୍ଣ ପ୍ରିୟା ସାହୁ ପ୍ରମୁଖ ଜିଲ୍ଲା ସ୍ତରୀୟ “ସୁରଭି”କୁ ଉନ୍ନୀତ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜିକା ରଶ୍ମିତା ନାୟକଙ୍କ ଶିଶୁ ସଂକଳନ “ସୁରଭି” ବରଣ୍ୟ ଅତିଥି ଓ ଶିଶୁଙ୍କ କରକମଳରେ ସମ୍ପୂର୍ଣ ଆତ୍ମ ପ୍ରକାଶ କରିଥିଲା ।

ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଅଜୟ ବେହେରା । ସୁରଭି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ ଯାହା କୃଷ୍ଣଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟର ବିଦ୍ୟାର୍ଥିମାନଙ୍କ ଦ୍ୱାର ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ସହଗୋଷ୍ଠୀ ଶିକ୍ଷାଅଧିକାରୀ ସବିତା ମହାପାତ୍ର ଏବଂ ପ୍ରମିଳା ସାହୁ ଉପସ୍ଥିତ ରହି, ବ୍ଳକର ସମସ୍ତ ସି.ଆର.ସି.ସି ଓ ସମସ୍ତ ଶିକ୍ଷକ / ଶିକ୍ଷୟତ୍ରୀ ସହଯୋଗ କରିଥିଲେ । ପରିଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ଣୁ ପ୍ରିୟା ରଥ ଧନ୍ୟବାଦ ଅର୍ପଣ କରିଥିଲେ ।

Previous Post

ରାଜା ବଜାର କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି ୨୦୨୪”

Next Post

୬ରୁ ହବିଷ୍ୟାଳୀ ଯୋଜନାରେ ନାମ ପଞ୍ଜୀକରଣ

FNN WEB

FNN WEB

Next Post
୬ରୁ ହବିଷ୍ୟାଳୀ ଯୋଜନାରେ ନାମ ପଞ୍ଜୀକରଣ

୬ରୁ ହବିଷ୍ୟାଳୀ ଯୋଜନାରେ ନାମ ପଞ୍ଜୀକରଣ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.