• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭଲିବଲରେ ନୂଆ ଗିନିଜ୍‍ ବିଶ୍ୱ ରେକର୍ଡ କଲା କିସ୍‍

FNN WEB by FNN WEB
October 7, 2024
in ଓଡ଼ିଶା, ମୁଖ୍ୟ ଖବର
0
ଭଲିବଲରେ ନୂଆ ଗିନିଜ୍‍ ବିଶ୍ୱ ରେକର୍ଡ କଲା କିସ୍‍
0
SHARES
4
VIEWS

ଭୁବନେଶ୍ୱର: ପୁରୁଣା ଗିନିଜ ବିଶ୍ୱ ରେକର୍ଡକୁ ଭାଙ୍ଗିଛି କିସ୍‍ । ନିକଟରେ ଅନୁଷ୍ଠିତ ହୋଇଯାଇଥିବା କିସ୍‍ ଭଲିବଲ୍‍ ମହୋତ୍ସବରେ କିସ୍‍ ଏହି ରେକର୍ଡ ଭାଙ୍ଗିଛି । ଭଲିବଲ୍‍ ମହୋତ୍ସବ ଅବସରରେ ଆୟୋଜିତ ଏକ ବନ୍ଧୁତ୍ୱପୂର୍ଣ୍ଣ ପ୍ରଦର୍ଶନୀ ମ୍ୟାଚ୍‍ରେ ୪୩୦ ଖେଳାଳି ଦୀର୍ଘ ୮ଘଣ୍ଟା ଧରି ଗୋଟିଏ ମ୍ୟାଚ୍‍ ଖେଳି ମୋଟ ୭୩୬-୭୫୬ ପଏଣ୍ଟ ସ୍କୋର ସହ ଏହି ରେକର୍ଡ କରିଛନ୍ତି । କିଟ୍‍, କିସ୍‍ ଓ ଆନ୍ତର୍ଜାତିକ ଭଲିବଲ୍‍ ସଂଘ (ଏଫ୍‍ଆଇଭିବି)ର ମିଳିତ ଉଦ୍ୟମରେ ଏହି ରେକର୍ଡ ସମ୍ଭବ ହୋଇପାରିଛି । ପୂର୍ବରୁ ୨୦୧୧ରେ ଫ୍ରାନ୍‍ସରେ ଏହିପରି ଏକ ପ୍ରୟାସ କରାଯାଇଥିଲା। ଏହି ମ୍ୟାଚରେ ୨୯୪ ଖେଳାଳି ଅଂଶ ଗ୍ରହଣ କରି ସେତେବେଳେ ଏକ ବିଶ୍ୱ ରେକର୍ଡ କରିଥିଲେ। ଏହି ରେକର୍ଡକୁ କିସ୍‍ ଭାଙ୍ଗିବାରେ ସକ୍ଷମ ହୋଇଛି ।

ସୂଚନାଯୋଗ୍ୟ, ‘କିସ୍‍ ଭଲିବଲ୍‍ ମହୋତ୍ସବ’ରେ ସମଗ୍ର ଭାରତରୁ ୫ହଜାର ଛାତ୍ରଛାତ୍ରୀ ଖେଳାଳି ଭାବେ ଅଂଶଗ୍ରହଣ କରିଥିବା ବେଳେ ଗ୍ୟାଲେରୀରେ ୪୦ ହଜାର ଦର୍ଶକ ଏହାର ମଜା ନେଇଥିଲେ। କିସ୍‍ ଭଲିବଲ୍‍ କ୍ରୀଡ଼ା ମହୋତ୍ସବରେ ମୋଟ ୬୦ଟି ଆଉଟ୍‍ ଡୋର କୋର୍ଟ ଓ ବିଭିନ୍ନ ଇନଡୋର ଭେନ୍ୟୁରେ ଖେଳାଳିମାନେ ମ୍ୟାଚ୍‍ ଖେଳିଥିଲେ। ଏଥିରେ ଖୁସି ବ୍ୟକ୍ତ କରି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଏଫ୍‍ଆଇଭିବି ଓ ଏହାର ସଭାପତି ଆରି ଗ୍ରାସାଙ୍କୁ ଧନ୍ୟବାଦ ଦେବା ସହ ଏହି ରେକର୍ଡ ସବୁଦିନ ପାଇଁ କିସ୍‍ ଓ ଓଡ଼ିଶା ନାଁରେ ରହିଗଲା ବୋଲି କହିଛନ୍ତି। କ୍ରୀଡ଼ା କ୍ଷେତ୍ରରେ ଏହା କିସ୍‍ ଓ ଓଡ଼ିଶା ପାଇଁ ପ୍ରଥମ ଗିନିଜ୍‍ ବିଶ୍ୱ ରେକର୍ଡ ବୋଲି ଶ୍ରୀ ସାମନ୍ତ ପ୍ରକାଶ କରିଛନ୍ତି।

Previous Post

Next Post

ରପ୍ତାନୀ ଓ ଇ-କମର୍ସ କର୍ମଶାଳା: ଓରମାସ ସହ ଭାରତ ମସଲାର ଚୁକ୍ତିନାମା ସ୍ୱାକ୍ଷର

FNN WEB

FNN WEB

Next Post
ରପ୍ତାନୀ ଓ ଇ-କମର୍ସ କର୍ମଶାଳା: ଓରମାସ ସହ ଭାରତ ମସଲାର ଚୁକ୍ତିନାମା ସ୍ୱାକ୍ଷର

ରପ୍ତାନୀ ଓ ଇ-କମର୍ସ କର୍ମଶାଳା: ଓରମାସ ସହ ଭାରତ ମସଲାର ଚୁକ୍ତିନାମା ସ୍ୱାକ୍ଷର

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026
ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.