• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୨୦୨୬ ମାର୍ଚ୍ଚ ସୁଦ୍ଧା ମାଓମୁକ୍ତ ହେବ ଭାରତ

FNN WEB by FNN WEB
October 7, 2024
in ଓଡ଼ିଶା, ମୁଖ୍ୟ ଖବର
0
୨୦୨୬ ମାର୍ଚ୍ଚ ସୁଦ୍ଧା ମାଓମୁକ୍ତ ହେବ ଭାରତ
0
SHARES
3
VIEWS

ଭୁବନେଶ୍ୱର: ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମୂଳପୋଛ ହେବ ମାଓ ସମସ୍ୟା । ଦିଲ୍ଲୀରେ ମାଓ ମୁକାବିଲା ସମୀକ୍ଷା ବୈଠକରେ ଆଜି ପୁଣି ଏ ଟାର୍ଗେଟ୍‌କୁ ଦୋହରାଇବା ସହ ନକ୍ସଲ ପ୍ରଭାବିତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଡିଜିପିଙ୍କୁ ଟାସ୍କ ବି ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କହିଛନ୍ତି, ଦେଶକୁ ବାମପନ୍ଥୀ ଉଗ୍ରବାଦରୁ ମୁକ୍ତ କରିବାକୁ ଏବେ ଅନ୍ତିମ ପ୍ରହାରର ଆବଶ୍ୟକତା ରହିଛି ।

ଅପରପକ୍ଷେ ରାଜ୍ୟରେ ମାଓମୁକ୍ତ ଅପରେସନକୁ ତୀବ୍ର କରିବାକୁ ଓଡ଼ିଶା ପକ୍ଷରୁ ୧୨ କଂପାନୀ CAPF ଓ ହେଲିକପ୍ଟର ମଗାଯାଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମିଶନ୍ ୨୬ ର ଦମ୍ଭୋକ୍ତି ଦୋହରାଇଲେ… ରୋଡମ୍ୟାପ୍ ବତେଇଲେ । ସେହିପରି ନକ୍ସଲ ଉପଦ୍ରବ ଅଞ୍ଚଳରେ ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଉପରେ ମଧ୍ୟ ସେ ଜୋର ଦେଇଛନ୍ତି। ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମାସକୁ ଥରେ ଲେଖାଏଁ ଏବଂ ଡିଜିପିମାନେ ପ୍ରତି ୧୫ ଦିନରେ ଥରେ ନକ୍ସଲ ମୁକାବିଲା ସ୍ଥିତିର ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏପରିକି ଜିଲ୍ଲାସ୍ତରରେ ଡିଜିପିମାନେ ମାସକୁ ଥରେ ନକ୍ସଲ ପ୍ରଭାବିତ ଅଞ୍ଚଳକୁ ଯାଇ ରାତ୍ରିଯାପନ କରିବାକୁ ପରାମର୍ଶ ଦେଇଛନ୍ତି।

ଛତିଶଗଡ଼ ଅବୁଝମାଡ଼ ଜଙ୍ଗଲରେ ୩୧ ନକ୍ସଲ ନିପାତ ଘଟଣାର ମାତ୍ର ୩ ଦିନ ପରେ ଆଜି ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ସମୀକ୍ଷା ବୈଠକରେ ଓଡ଼ିଶା, ଛତିଶଗଡ଼ ସମେତ ନକ୍ସଲ ପ୍ରଭାବିତ ୮ଟି ରାଜ୍ୟର ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ଡିଜିପି ଯୋଗ ଦେଇଥିଲେ। ଏହି ଅବସରରେ ରାଜ୍ୟରେ ନକ୍ସଲ ବିରୋଧୀ ଅପରେସନକୁ ତୀବ୍ର କରିବାକୁ କେନ୍ଦ୍ର ପାଖରେ ୧୨ କଂପାନୀ ସିଏପିଏଫ୍ ଓ ହେଲିକପ୍ଟର ପାଇଁ ଦାବି କରାଯାଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଯଦିଓ ରାଜ୍ୟରେ ନକ୍ସଲଙ୍କ ସେଭଳି ପ୍ରଭାବ ନାହିଁ, ପଡ଼ୋଶୀ ଛତିଶଗଡ଼ରେ ନକ୍ସଲ ଅପରେସନ ଯୋଗୁଁ ସେଠାକାର ନକ୍ସଲ ଓଡ଼ିଶାକୁ ପଶି ଆସିବାର ଆଶଙ୍କା ରହିଛି। ସେ ଦୃଷ୍ଟିରୁ ସେମାନଙ୍କ ମୁକାବିଲା ପାଇଁ ଫୋର୍ସ ସାଙ୍ଗକୁ ବିକାଶମୂଳକ କାମ ପାଇଁ ଓଡ଼ିଶା ସହଯୋଗ ଚାହୁଁଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Previous Post

ବଦଳିବ ସରକାରୀ କୋଠାର ରଙ୍ଗ

Next Post

ମେଡିସିନରେ ଦୁଇ ଜଣଙ୍କୁ ନୋବେଲ

FNN WEB

FNN WEB

Next Post
ମେଡିସିନରେ ଦୁଇ ଜଣଙ୍କୁ ନୋବେଲ

ମେଡିସିନରେ ଦୁଇ ଜଣଙ୍କୁ ନୋବେଲ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026
ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ମିଳିଲା ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି , ୧.୩ କୋଟି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.