• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସେବା ମନୋଭାବ ନେଇ ସାରା ଓଡିଶାରେ ପାଳିତ ହେଲା ନବୀନଙ୍କ ୭୮ତମ ଜନ୍ମଦିନ

FNN WEB by FNN WEB
October 16, 2024
in ଓଡ଼ିଶା, ମୁଖ୍ୟ ଖବର
0
ସେବା ମନୋଭାବ ନେଇ ସାରା ଓଡିଶାରେ ପାଳିତ ହେଲା ନବୀନଙ୍କ ୭୮ତମ ଜନ୍ମଦିନ
0
SHARES
4
VIEWS

ରା ରାଜ୍ୟରେ ୩୫ଟି ସ୍ଥାନରେ ୩୦୦୦ରୁ ଉର୍ଦ୍ଧ୍ବ ୟୁନିଟ୍‌ ରକ୍ତ ସଂଗ୍ରହ

ଭୁବନେଶ୍ୱର: ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୮ତମ ଜନ୍ମଦିବସ ଅବସରରେ ଆଜି ଦଳ ତରଫରୁ ଶଙ୍ଖ ଭବନ ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ରକ୍ତଦାନ ଶିବିର ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ତରଫରୁ ଆୟୋଜନ କରାଯାଇଥିଲା। ଆଜି ଅନୁଷ୍ଠିତ ରକ୍ତଦାନ ଶିବିରରେ ୨୫୦ରୁ ଉଦ୍ଧ୍ୱର୍ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ବେଳେ ରାଜ୍ୟର ୩୫ଟି ସ୍ଥାନରେ ଅନୁଷ୍ଠିତ ହୋଇଥିବା ରକ୍ତଦାନ ଶିବିରରେ ସମୁଦାୟ ୩୦୦୦ରୁ ଊଦ୍ଧ୍ୱର୍ ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଥିଲା। ଏଥିରେ ଦଳର ଯୁବ, ଛାତ୍ର ଓ ମହିଳା ସଂଗଠନର କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ। ସେହିପରି, ନବୀନଙ୍କ ଜନ୍ମଦିନ ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି। ଦଳର ବରିଷ୍ଠ ନେତୃମଣ୍ଡଳୀଙ୍କ ସହ ଜନସାଧାରଣ ମଧ୍ୟ ଆଜି ନବୀନ ନିବାସ ଯାଇ ନବୀନଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଏହି ଅବସରରେ, ଦଳର ନେତୃମଣ୍ଡଳୀ ଗଣମାଧ୍ୟମରେ ନବୀନଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇବା ସଙ୍ଗେ ସଙ୍ଗେ ନବୀନଙ୍କ ଚବିଶ ବର୍ଷ ଶାସନ କାଳରେ ଓଡ଼ିଶାରେ ହୋଇଥିବା ସାମଗ୍ରୀକ ବିକାଶକୁ ସ୍ମରଣ କରିଥିଲେ। ନବୀନଙ୍କ ନେତୃତ୍ୱରେ ଓଡିଶା ଏକ ଅଭାବୀ ରାଜ୍ୟରୁ ପ୍ରଭାବୀ ରାଜ୍ୟରେ ପରିଣତ ହୋଇପାରିଥିଲା। ୨୦୦୦ ମସିହାରେ ଓଡ଼ିଶାର ଆର୍ଥିକ ସ୍ଥିତି ଏତେ ଦୟନୀୟ ଥିଲା ଯେ ରାଜ୍ୟର ସରକାରୀ କର୍ମଚାରୀଙ୍କୁ ଦରମା ଦେବା ପାଇଁ ରାଜ୍ୟକୁ ଓଭରଡ୍ରାଫ୍ଟର ସହାୟତା ନେବାକୁ ପଡିଥିଲା। ପରବର୍ତ୍ତୀ ସମୟରେ ନବୀନଙ୍କ ନେତୃତ୍ୱରେ ଓଡିଶା ଏକ ଆର୍ଥିକ ନିଅଣ୍ଟ ରାଜ୍ୟରୁ ଆର୍ଥିକ ବଳକା ରାଜ୍ୟରେ ପରିଣତ ହୋଇଥିଲା। ଗତ ନିର୍ବାଚନରେ ବିଜୁ ଜନତା ଦଳ ପରାଜୟ ବରଣ କରିଥିଲେ ମଧ୍ୟ ଆଜିବି ନବୀନ ଓଡିଶାବାସୀଙ୍କ ହୃଦୟରେ ଅଛନ୍ତି ଓ ସେ ହିଁ ଓଡ଼ିଶାର ସର୍ବାଧିକ ଲୋକପ୍ରିୟ ନେତା ବୋଲି ଦଳର ନେତାମାନେ ମତ ଦେଇଥିଲେ।

ଶଙ୍ଖ ଭବନ ଠାରେ ଆୟୋଜିତ ରକ୍ତଦାନ ଶିବିର ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ସଭାପତି ତଥା ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିବା ବେଳେ ଦଳର ବରିଷ୍ଠ ନେତୃମଣ୍ଡଳୀ ଯଥା, ଦେବୀ ପ୍ରସାଦ ମିଶ୍ର, ପ୍ରଣବ ପ୍ରକାଶ ଦାସ, ସଂତୃପ୍ତ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ସଞ୍ଜୟ ଦାସବର୍ମା, ମେୟର ଶ୍ରୀମତୀ ସୁଲୋଚନା ଦାସ, ରାଜ୍ୟସଭା ସଦସ୍ୟା ଶ୍ରୀମତୀ ସୁଲତା ଦେଓ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ମିଡ଼ିଆ ସଂଯୋଜକ ଡଃ ଲେନିନ ମହାନ୍ତି ଓ ଡଃ ପ୍ରିୟବ୍ରତ ମାଝୀ, ରାଜଶ୍ରୀ ମଲ୍ଲିକ, ଶର୍ମିଷ୍ଠା ସେଠୀ, ଲୋପାମୁଦ୍ରା ବକ୍ସିପାତ୍ର, ଶ୍ରୀମୟୀ ମିଶ୍ର, ମନ୍ମଥ ରାଉତରାୟ, ବିଜୟ ନାୟକ, ମୁଖପାତ୍ର ମିହିର ରାୟ, ତୁମ୍ୱନାଥ ପଣ୍ଡା ଇତ୍ୟାଦି ଉପସ୍ଥିତ ରହି କାର୍ଯ୍ୟକ୍ରମ ତଦାରଖ କରିବା ସହ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ।

Previous Post

କାର୍ତ୍ତିକ ବ୍ରତ ପାଇଁ ଶ୍ରୀମନ୍ଦିରରେ ପ୍ରସ୍ତୁତି: ୨ଟି ଦ୍ବାର ଦେଇ ପ୍ରବେଶ କରିବେ ଭକ୍ତ

Next Post

ଡେଲାଙ୍ଗ ପିପିଲି ଅଞ୍ଚଳର ଐତିହ୍ୟ ଅନନ୍ୟ: ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଡେଲାଙ୍ଗ ପିପିଲି ଅଞ୍ଚଳର ଐତିହ୍ୟ ଅନନ୍ୟ: ମୁଖ୍ୟମନ୍ତ୍ରୀ

ଡେଲାଙ୍ଗ ପିପିଲି ଅଞ୍ଚଳର ଐତିହ୍ୟ ଅନନ୍ୟ: ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026
SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

SCB ମେଡିକାଲ୍ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧ କୋଟି ୪୦ ଲକ୍ଷ ଟଙ୍କା ହେରଫେର କରିଥିବା ଅଭିଯୋଗ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.