• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କୁ ସବୁ ସୁବିଧା ମିଳିବ: ମୁଖ୍ୟମନ୍ତ୍ରୀ

FNN WEB by FNN WEB
October 18, 2024
in ଓଡ଼ିଶା, ମୁଖ୍ୟ ଖବର
0
ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କୁ ସବୁ ସୁବିଧା ମିଳିବ: ମୁଖ୍ୟମନ୍ତ୍ରୀ
0
SHARES
6
VIEWS

ପୁରୀ: ଧର୍ମର ମାସ କାର୍ତ୍ତିକରେ ବ୍ରତ ପାଳିବାକୁ ଶ୍ରୀକ୍ଷେତ୍ର ଆସି ଦହଗଞ୍ଜ ହେଉଥିଲେ ହବିଷ୍ୟାଳି। ରହଣୀକୁ ନେଇ ଦେଖାଦେଇଥିଲା ବିବାଦ। ମୁଣ୍ଡ ଗୁଞ୍ଜିବାକୁ ଜାଗା ନପାଇ ହବିଷ୍ୟାଳିମାନେ ବୃନ୍ଦାବତୀ ନିବାସ ଆଗରେ ଧାରଣାରେ ବସିଥିଲେ। ଏହି ଖବର ପ୍ରକାଶ ପାଇବା ପରେ ବିଭିନ୍ନ ମହଲରେ ଉଦ୍‌ବେଗ ପ୍ରକାଶ ପାଇଥିଲା। ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘଟଣାରେ ହସ୍ତକ୍ଷେପ କରିଥିଲେ। ସେ ବ୍ୟକ୍ତିଗତ ଭାବେ ବିଭାଗୀୟ ଅଧିକାରୀ, ଶ୍ରୀମନ୍ଦିର ପ୍ରଶାସନ ତଥା ଜିଲ୍ଲାପାଳଙ୍କ ସହିତ ଆଲୋଚନା କରିଥିଲେ। ହବିଷ୍ୟାଳିଙ୍କ ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏ ନେଇ ମୁଖ୍ୟମନ୍ତ୍ରୀ ସୋଶାଲ୍‌ ମଡିଆରେ ଲେଖିଛନ୍ତି, ଶ୍ରୀଜଗନ୍ନାଥ ଧାମ ପୁରୀଠାରେ ବାହାର ଜିଲ୍ଲାରୁ ଆସି ହବିଷ୍ୟବ୍ରତ ପାଳନ କରୁଥିବା ହବିଷ୍ୟାଳି ମା’ମାନଙ୍କୁ ସବୁ ପ୍ରକାର ସୁବିଧା ସୁଯୋଗ ଯୋଗାଇଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ପ୍ରଭୁ ଜଗନ୍ନାଥ ଆପଣ ସମସ୍ତଙ୍କ ବ୍ରତ ସଫଳ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି। ସେପଟେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ବୃନ୍ଦାବତୀ ଶିବିର ଯାଇ ହବିଷ୍ୟାଳୀଙ୍କ ସହ ଆଲୋଚନା କରିଛନ୍ତି। ପରେ ଗଣମାଧ୍ୟମକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଏଥର ହବିଷ୍ୟାଳି ଯୋଜନା ପାଇଁ ୨ କୋଟି ୫୬ ଲକ୍ଷ ବ୍ୟୟବରାଦ ହୋଇଛି। ଆରମ୍ଭରୁ ଯାହା ତ୍ରୁଟି ବିଚ୍ୟୁତି ଥିଲା ତାକୁ ଆମେ ସୁଧାରି ଦେଇଛୁ। ଆସନ୍ତା ବର୍ଷ ଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଉଦ୍ୟମ କରିବୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

Previous Post

କାର୍ଯ୍ୟ କ୍ଷେତ୍ରରେ ହିନ୍ଦୀ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକ

Next Post

ମୁମ୍ୱାଇରେ ଶିଳ୍ପପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ମୁମ୍ୱାଇରେ ଶିଳ୍ପପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ମୁମ୍ୱାଇରେ ଶିଳ୍ପପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.