• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆସୁଛି ବାତ୍ୟା ‘ଦାନା’: ବାତିଲ ହେଲା ୧୭୮ଟି ଟ୍ରେନ୍‌

FNN WEB by FNN WEB
October 22, 2024
in ଓଡ଼ିଶା, ମୁଖ୍ୟ ଖବର
0
ରେଳ ମନ୍ତ୍ରଣାଳୟ ଦ୍ୱାରା ଟିଟିଲାଗଡ ଠାରେ ରେଳ ଫ୍ଲାଏ ଓଭର ନିର୍ମାଣ ପାଇଁ 183.89 କୋଟି ଟଙ୍କା ମଞ୍ଜୁର:
0
SHARES
3
VIEWS

ଭୁବନେଶ୍ବର : ସମ୍ଭାବ୍ୟ ବାତ୍ୟା ପାଇଁ ବହୁ ଟ୍ରେନକୁ ବାତିଲ କରିଛି ରେଲଓ୍ୱେ। ମୋଟ ୧୭୮ଟି ଟ୍ରେନ୍‌ ବାତିଲ ନେଇ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି। ୨୩, ୨୪ ଏବଂ ୨୫ ମଧ୍ୟରେ ଅପ୍‌ ଟ୍ରେନ୍‌ ୮୫ ଏବଂ ଡାଉନ୍‌ ଟ୍ରେନ୍‌ ୯୩ଟି ବାତିଲ କରାଯାଇଛି। ଯାତ୍ରୀଙ୍କ ସୁରକ୍ଷା ଓ ରେଳବାଇର ବୃହତ୍‌ ସ୍ବାର୍ଥକୁ ଦୃଷ୍ଟିରେ ରଖି ୧୭୮ଟି ଟ୍ରେନ୍‌ ବାତିଲ ହୋଇଛି। ହାୱଡା ସିକନ୍ଦରାବାଦ, ସାଲିମାର-ପୁରୀ, ନୂଆଦିଲ୍ଲୀ-ଭୁବନେଶ୍ୱର, ହାୱଡା-ଭୁବନେଶ୍ୱର, ହାୱଡା-ପୁରୀ, ନୂଆଦିଲ୍ଲୀ-ପୁରୀ, ଖଡଗପୁର-ଖୋର୍ଦ୍ଧା, ସମ୍ବଲପୁର-ପୁରୀ, ରାଉରକେଲା-ଭୁବନେଶ୍ୱର, ସିକନ୍ଦରାବାଦ-ଭୁବନେଶ୍ୱର, ପୁଡୁଚେରୀ-ହାୱଡା, ପୁଡୁଚେରୀ-ଭୁବନେଶ୍ୱର, ବ୍ରହ୍ମପୁର-ଭୁବନେଶ୍ୱର, ବିଶାଖାପାଟନା-ଭୁବନେଶ୍ୱର, ବିଶାଖାପାଟନା-ଦୀଘା ଆଦି ଟ୍ରେନ ବାତିଲ ହୋଇଛି ।

ସୂଚନାଯୋଗ୍ୟ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ପୁରୀ-ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ। ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି ଅବପାତ। ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।

ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ। ଏହାପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଆହୁରି ସିଭିୟର ହେବ। ସିଭିୟର ସାଇକ୍ଲୋନିକ ଷ୍ଟିମ ବା ଭୀଷଣ ବାତ୍ୟା ୨୪ ରାତି ଓ ୨୫ ସକାଳ ଭିତରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳର ପୁରୀରୁ ସାଗର ଦ୍ବୀପ ଭିତରେ ଉପକୂଳ ଅତିକ୍ରମ କରିବ। ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ।

Previous Post

ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ OSSSC ଅଧ୍ୟକ୍ଷ

Next Post

ବଳୁଆ ହେଉଛି ସମ୍ଭାବ୍ୟ ବାତ୍ୟା ‘ଦାନା’, କାଲି ନେବ ବାତ୍ୟା ରୂପ

FNN WEB

FNN WEB

Next Post
ବଳୁଆ ହେଉଛି ସମ୍ଭାବ୍ୟ ବାତ୍ୟା ‘ଦାନା’, କାଲି ନେବ ବାତ୍ୟା ରୂପ

ବଳୁଆ ହେଉଛି ସମ୍ଭାବ୍ୟ ବାତ୍ୟା 'ଦାନା', କାଲି ନେବ ବାତ୍ୟା ରୂପ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.