• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଖୁବ୍‌ଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

FNN WEB by FNN WEB
October 28, 2024
in ଓଡ଼ିଶା, ମୁଖ୍ୟ ଖବର
0
୪ ସନ୍ଧ୍ୟାରୁ ସୁଭଦ୍ରା ଯୋଜନା ଫର୍ମ ଦାଖଲ ଆରମ୍ଭ
0
SHARES
5
VIEWS

ଭୁବନେଶ୍ବର: ରାଜ୍ୟରେ ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନସୁଦ୍ଧା ୧ କୋଟି ୬୦ହଜାର ମହିଳା ଆବେଦନ କରିସାରିଲେଣି। ୨ଟି ପର୍ୟ୍ୟାୟରେ ମୋଟ ୬୦ଲକ୍ଷ ମହିଳାଙ୍କୁ ସହାୟତା ପ୍ରଦାନ କରାଯାଇଛି। ଖୁବଶୀଘ୍ର ତୃତୀୟ ପର୍ଯ୍ୟାୟରେ ବାକି ରହିଥିବା ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ। ଶେଷ ହିତାଧିକାରୀ ‘ସୁଭଦ୍ରା ‘ଟଙ୍କା ପାଇବା ଯାଏଁ ଏହି ପ୍ରକ୍ରିୟା ଜାରି ରହିବ । ଏବେ ବି ଯାଞ୍ଚ ପ୍ରକ୍ରିୟା ଚାଲିଛି । ଏଯାଏଁ ପ୍ରାୟ ୬୦ ଲକ୍ଷ ମହିଳା ‘ସୁଭଦ୍ରା’ ଟଙ୍କା ପାଇସାରିଲେଣି । ଆହୁରି ୪୦ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇବାକୁ ଅପେକ୍ଷା କରିଛନ୍ତି । ତୃତୀୟ ପର୍ୟ୍ୟାୟରେ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

ସେପଟେ ଗତ ୨୩ ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ‘ସୁଭଦ୍ରା’ ଗାଇଡଲାଇନରେ ସଂଶୋଧନ ନେଇ ଆଲୋଚନା ହେବା ସହ ୨.୬୭ଲକ୍ଷ ଖାରଜ ଆବେଦନର ପୁନଃବିଚାର କରାଯିବା ନେଇ ନିଷ୍ପତ୍ତି ହୋଇଛି। ସୁଭଦ୍ରା ଯୋଜନାର ଗାଇଡଲାଇନରେ ‘ଇ-କେୱାଇସି’ ପାଇଁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନ(ଏନଏଫଏସଏ ଓ ଏସଏଫଏସଏ)ର ଡାଟାବେସକୁ ବିଚାରକୁ ନିଆଯାଉଥିଲା । ତେଣୁ ଖାଦ୍ୟ ସୁରକ୍ଷା ବା ରାସନାକାର୍ଡ ପାଇନଥିବା ବହୁ ଯୋଗ୍ୟ ହିତାଧିକାରୀ ‘ସୁଭଦ୍ରା’ ପାଇଁ ଆବେଦନ କରିବାବେଳେ ସେମାନଙ୍କର ଆବେଦନ ଖାରଜ ହୋଇଯାଇଥିଲା । ଯାହାକୁ ନେଇ ମହିଳାମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ଏବେ ରାଜ୍ୟ ସରକାର ଓକାକ୍ ଦେଇଥିବା ଯୋଗ୍ୟ ହିତାଧିକାରୀଙ୍କ ତାଲିକାକୁ ରାସନକାର୍ଡ ଡାଟାବେସରେ ମେଳ କରିବାର ମାନଦଣ୍ଡକୁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ୨୦୨୪ ସେପ୍ଟେମ୍ବର ୮ରୁ ୧୩ତାରିଖ ପର୍ଯ୍ୟନ୍ତ ‘ଆଧାର’ ଇ-କେୱାଇସି ମଡ୍ୟୁଲରୁ ସୁଭଦ୍ରା ପୋର୍ଟାଲକୁ ଅଲଗା କରି ରାସନକାର୍ଡ ଡାଟାବେସ ମାଧ୍ୟମରେ ଇ-କେୱାଇସି ଯାଂଚ କରାଯାଇଥିଲା । ଏବେ ହିତାଧିକାରୀ ଚୟନ ପାଇଁ ‘ଆଧାର’ ଇ-କେୱାଇସି ମଡ୍ୟୁଲକୁ ସରକାର ବ୍ୟବହାର କରିବେ । ଏହି ବୈଷୟିକ କାରଣ ପାଇଁ ଖାରଜ ହୋଇଥିବା ୨.୬୭ଲକ୍ଷ ଆବେଦନକାରୀଙ୍କ ଆବେଦନର ପରୀକ୍ଷାନିରୀକ୍ଷା କରାଯାଇ ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରାଯିବ ।

Previous Post

ଦାଦନ ଜନିତ ବିସ୍ଥାପନ ସମସ୍ୟାର ନିରାକରଣ ନେଇ ଗଠିତ ଟାସ୍କଫୋର୍ସର ପ୍ରଥମ ବୈଠକ

Next Post

ମୁଖ୍ୟମନ୍ତ୍ରୀଙ୍କୁ ହେୟଜ୍ଞାନ କରାଯାଉଛି ଅର୍ଥ ରାଜ୍ୟ ଅସହାୟ ସ୍ଥିତିରେ ଅଛି: ବିଜେଡି

FNN WEB

FNN WEB

Next Post
ମୁଖ୍ୟମନ୍ତ୍ରୀଙ୍କୁ ହେୟଜ୍ଞାନ କରାଯାଉଛି ଅର୍ଥ ରାଜ୍ୟ ଅସହାୟ ସ୍ଥିତିରେ ଅଛି: ବିଜେଡି

ମୁଖ୍ୟମନ୍ତ୍ରୀଙ୍କୁ ହେୟଜ୍ଞାନ କରାଯାଉଛି ଅର୍ଥ ରାଜ୍ୟ ଅସହାୟ ସ୍ଥିତିରେ ଅଛି: ବିଜେଡି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.