• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କୁ ହେୟଜ୍ଞାନ କରାଯାଉଛି ଅର୍ଥ ରାଜ୍ୟ ଅସହାୟ ସ୍ଥିତିରେ ଅଛି: ବିଜେଡି

FNN WEB by FNN WEB
October 28, 2024
in ଓଡ଼ିଶା, ମୁଖ୍ୟ ଖବର
0
ମୁଖ୍ୟମନ୍ତ୍ରୀଙ୍କୁ ହେୟଜ୍ଞାନ କରାଯାଉଛି ଅର୍ଥ ରାଜ୍ୟ ଅସହାୟ ସ୍ଥିତିରେ ଅଛି: ବିଜେଡି
0
SHARES
3
VIEWS

ଭୁବନେଶ୍ୱର: ଭିଜିଲାନ୍ସ ସଚେତନତା ସପ୍ତାହ ଆରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବକ୍ତବ୍ୟରେ ତାଙ୍କ କଥାକୁ ହେୟଜ୍ଞାନ କରିବେ ନାହିଁ ଓ ତାଙ୍କ ସରକାରଙ୍କ ଏବେ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ କେବଳ ଟ୍ରେଲର ଓ ପୁରା ଫିଲ୍ମ ଆସିବା ବାକି ଅଛିକୁ ବିଜୁ ଜନତା ଦଳ ତରଫରୁ ଦୃଢ଼ ସମାଲୋଚନା କରାଯାଇଛି। ଶଙ୍ଖଭବନ ଠାରେ ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମିଡିଆ ସଂଯୋଜକ ତଥା ମୁଖପାତ୍ର ଡ଼ଃ ଲେନିନ ମହାନ୍ତି କହିଥିଲେ, ମୁଖ୍ୟମନ୍ତ୍ରୀଙ୍କୁ ହେୟଜ୍ଞାନ କରାଯାଉଛି ବୋଲି ଜାଣି ଆମେ ଦୁଃଖିତ ।

ମୁଖ୍ୟମନ୍ତ୍ରୀକୁ ହେୟଜ୍ଞାନ କରାଯାଉଛି ଅର୍ଥ ସରକାର ଅସହାୟ ଅବସ୍ଥାରେ ଅଛନ୍ତି, ଆଉ ସରକାର ଅସହାୟ ରହିଲେ ରାଜ୍ୟ ମଧ୍ୟ ଅସହାୟ ହୋଇ ପଡିବ। ଏଣୁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିବା ଉଚିତ, କିଏ କେଉଁ ପରିସ୍ଥିତିରେ ତାଙ୍କୁ ହେୟଜ୍ଞାନ କରୁଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ଏବେ ପର୍ଯ୍ୟନ୍ତ କରାଯାଇଥିବା କାର୍ଯ୍ୟକ୍ରମ ଗୁଡିକ କେବଳ ଟ୍ରେଲର ଉକ୍ତି ଉପରେ ସେ କହିଥିଲେ, ଆମେ ଦେଖିଥିଲୁ, ମୁଖ୍ୟମନ୍ତ୍ରୀ ନିକଟରେ ଏକ ଯାତ୍ରା ପେଣ୍ଡାଲରେ ଡାଇଲଗ ବାଜି କରୁଥିଲେ। ସମ୍ଭବତଃ, ସେହି କାରଣରୁ ସେ ଟ୍ରେଲର ଓ ଫିଲ୍ମ ଉକ୍ତି ବାଢୁଛନ୍ତି। ଅନେକ ମିଥ୍ୟା ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଥିବା ରାଜ୍ୟ ବିଜେପି ସରକାର ବାସ୍ତବରେ ତାଙ୍କର ପ୍ରତିଶ୍ରୁତି ରକ୍ଷା କରିବାରେ ସଂପୂର୍ଣ୍ଣ ବିଫଳ ହୋଇଛନ୍ତି । ସେଇ ବିଫଳତାକୁ ଲୁଚାଇବାକୁ ଯାଇ ଡାଇଲଗ ବାଜି କରାଯାଉଛି ବୋଲି ଦଳର ମିଡିଆ ସଂଯୋଜକ ତଥା ମୁଖପାତ୍ର ଡ଼ଃ ଲେନିନ ମହାନ୍ତି କହିଥିଲେ।

ଦଳର ଅନ୍ୟତମ ମୁଖପାତ୍ର ତୁମ୍ବନାଥ ପଣ୍ଡା କହିଥିଲେ, ରାଜ୍ୟରେ ଭିଜିଲାନ୍ସ ସଚେତନ ସପ୍ତାହ ପାଳନ କରାଯାଉଛି, ଯାହା ଏକ ବାର୍ଷିକ କାର୍ଯ୍ୟକ୍ରମ। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନ କାଳରେ ରାଜ୍ୟରେ ଏକ ସୁଦୃଢ଼ ଦୁର୍ନୀତି ନିବାରଣ ବ୍ୟବସ୍ଥା ପ୍ରତିଷ୍ଠା ହୋଇଥିଲା। ଦୁର୍ନୀତି ବିରୋଧରେ ଶୁନ୍ୟ ସହନଶୀଳତା ନୀତି ଅବଲଂବନ କରା ଯାଇଥିଲା। ଓଡ଼ିଶାର ଦୁର୍ନୀତି ନିବାରଣ ବ୍ୟବସ୍ଥାକୁ ଏକାଧିକ ଥର କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଶଂସିତ ହୋଇଥିଲା। ଆୟ ବହିର୍ଭୁତ ସମ୍ପତ୍ତି ଜବତ କରିବାରେ ସାରା ଭାରତରେ ଓଡିଶା ତୃତୀୟ ସ୍ଥାନ ଅଧିକାର କରିଥିଲା। ଦୁର୍ନୀତିଖୋର ଅଧିକାରୀ ମାନଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନେବା ପାଇଁ ରାଜ୍ୟରେ ଏକୋଇଶ ଜଣ ପ୍ରସିକ୍ୟୁସନ ଲିଆସନ ଅଫିସର ନିଯୁକ୍ତି ଦିଆ ଯାଇଥିଲା, ଯାହା ଯୋଗୁ ପ୍ରସିକ୍ୟୁସନ କ୍ଷେତ୍ରରେ ଓଡିଶା ଏକ ନମ୍ବର ସ୍ଥାନ ହାସଲ କରିବାରେ ସକ୍ଷମ ହୋଇଥିଲା। ଦୁର୍ନୀତି ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା କ୍ଷେତ୍ରରେ ନବୀନଙ୍କ ପଦକ୍ଷେପ ଯୋଗୁ ଓଡିଶା ସାରା ଭାରତରେ ସୁନାମ ହାସଲ କରିଥିଲା ଓ ଅନେକ ରାଜ୍ୟ ଏହି କାର୍ଯ୍ୟକ୍ରମକୁ ଆପଣେଇଥିଲେ ବୋଲି ଶ୍ରୀ ପଣ୍ଡା କହିଥିଲେ।

Previous Post

ଖୁବ୍‌ଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

Next Post

ଓଏଏସ୍‌ ସ୍ତରରେ ଅଦଳ ବଦଳ, ମନୋରଞ୍ଜନ ସାହୁ ଭୁବନେଶ୍ୱର ଉପଜିଲ୍ଲାପାଳ

FNN WEB

FNN WEB

Next Post
ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଓଏଏସ୍‌ ସ୍ତରରେ ଅଦଳ ବଦଳ, ମନୋରଞ୍ଜନ ସାହୁ ଭୁବନେଶ୍ୱର ଉପଜିଲ୍ଲାପାଳ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.