• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରେଭିନ୍ୟୁ ସୁପରଭାଇଜରଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ

FNN WEB by FNN WEB
October 28, 2024
in ଓଡ଼ିଶା
0
0
SHARES
0
VIEWS

ବାତ୍ୟା ‘ଦାନା’ ସମୟରେ ସରକାରୀ କାର୍ଯ୍ୟ ସମ୍ପାଦନରେ ଗୁରୁତର ଅବହେଳା

ଭଦ୍ରକ: ବନ୍ୟା, ବାତ୍ୟା ଭଳି ଯେ କୌଣସି ପ୍ରାକୃତିକ ଦୁର୍ବିପାକ ର ମୁକାବିଲା କ୍ଷେତ୍ରରେ ପ୍ରଶାସନ କଳର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥାଏ। ପ୍ରଶାସନିକ ଅଧିକାରୀ କର୍ମଚାରୀ ମାନଙ୍କୁ ଦିନରାତି ଏକ କରି ପୀଡ଼ିତ ଜନସାଧାରଣଙ୍କୁ ସେବା ଯୋଗାଇଦେବା ଦିଗରେ ନିଜ ନିଜର ଦାୟିତ୍ୱ ନିଭାଇବାକୁ ପଡ଼ିଥାଏ। ମାତ୍ର ଏଭଳି ସଙ୍ଗୀନ୍ ସମୟରେ କାର୍ଯ୍ୟରେ ଗୁରୁତର ଅବହେଳା ପାଇଁ ସଂପୃକ୍ତ କର୍ମଚାରୀ ବିରୁଦ୍ଧରେ ସରକାରଙ୍କ ତରଫରୁ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ପଡ଼ିଥାଏ। ନିକଟରେ ଭଦ୍ରକ ଜିଲ୍ଲାକୁ କ୍ଷତି ପହଂଚାଇଥିବା ବାତ୍ୟା ‘ଦାନା’ର ମୁକାବିଲା ସମୟରେ ସରକାରୀ କାର୍ଯ୍ୟ ସମ୍ପାଦନ ନେଇ ନିଜ କର୍ତବ୍ୟରେ ଅକ୍ଷମଣୀୟ ଅବହେଳା କରିଥିବା ତିହିଡ଼ି ତହସିଲର ରେଭିନ୍ୟୁ ସୁପରଭାଇଜର ବିକାଶ କୁମାର ଦାସଙ୍କ ବିରୁଦ୍ଧରେ ଜିଲ୍ଲା ପ୍ରଶାସନ ତରଫରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସରକାରୀ କାର୍ଯ୍ୟାବଧି ମଧ୍ୟରେ ମଦ୍ୟପାନ କରି ଉଚ୍ଚ ପ୍ରଶାସନିକ ଅଧିକାରୀଙ୍କୁ ବେଖାତିରି କରିବା, ଅଶାଳୀନ ଏବଂ ହିଂସାତ୍ମକ ଆଚରଣ ପ୍ରଦର୍ଶନ କରିବା ଭଳି ଗୁରୁତର ଅଭିଯୋଗ ଓ ରିପୋର୍ଟ ଆଧାରରେ ଜିଲ୍ଲାପାଳ ଦିଲୀପ ରାଉତରାଏ ଶ୍ରୀ ଦାସଙ୍କୁ ସରକାରୀ ଚାକିରୀରୁ ନିଲମ୍ବନ କରିଛନ୍ତି। ବାତ୍ୟା ‘ଦାନା’ର ସଫଳ ମୁକାବିଲା ନେଇ ଭଦ୍ରକ ଜିଲ୍ଲା ପ୍ର।।ସନିକ ଟିମ୍‌ର ସମସ୍ତ ଅଧିକାରୀ, କର୍ମଚାରୀଙ୍କ ଦିନରାତି ପରିଶ୍ରମ କରିବାରେ ନିଷ୍ଠା ପାଇଁ ଜିଲ୍ଲାପାଳ ସମସ୍ତଙ୍କୁ ପ୍ରଶଂସା କରିଛନ୍ତି। ମାତ୍ର ଜରୁରୀ ସମୟରେ କର୍ତବ୍ୟ ସମ୍ପାଦନରେ ଅବହେଳା ପାଇଁ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ପଡ଼ିଥାଏ ବୋଲି ସେ ପ୍ରକାଶ କରିଛନ୍ତି। ଚାକିରୀ ରୁ ନିଲମ୍ବିତ ତିହିଡ଼ି ତହସିଲର ଅଧିକାରୀ ରେଭିନ୍ୟୁ ସୁପର ଭାଇଜର ଶ୍ରୀ ଦାସଙ୍କ ପାଇଁ ନିଲମ୍ବନ ସମୟରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାପାଇଁ ନିର୍ଦ୍ଦେଶ ପ୍ରଦାନ କରାଯାଇଛି।

Previous Post

ଦୁର୍ନୀତିକୁ କୌଣସି ସ୍ତରରେ ବରଦାସ୍ତ କରାଯିବ ନାହିଁ: ମୁଖ୍ୟମନ୍ତ୍ରୀ

Next Post

ଜିଲାପାଳଙ୍କୁ ଭେଟିଲେ ଅଲ୍ ଓଡ଼ିଶା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ

FNN WEB

FNN WEB

Next Post
ଜିଲାପାଳଙ୍କୁ ଭେଟିଲେ ଅଲ୍ ଓଡ଼ିଶା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ

ଜିଲାପାଳଙ୍କୁ ଭେଟିଲେ ଅଲ୍ ଓଡ଼ିଶା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.