• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କାଳୀପୂଜା ଉପଲକ୍ଷେ ଆକର୍ଷଣୀୟ ହେଉଛି ମା’ ଭଦ୍ରକାଳୀ ପୀଠ

FNN WEB by FNN WEB
October 28, 2024
in ଓଡ଼ିଶା
0
କାଳୀପୂଜା ଉପଲକ୍ଷେ ଆକର୍ଷଣୀୟ ହେଉଛି ମା’ ଭଦ୍ରକାଳୀ ପୀଠ
0
SHARES
0
VIEWS

ଭଦ୍ରକ- ପୁରାଣ ପ୍ରସିଦ୍ଧ ଶକ୍ତି ପୀଠ ମା’ ଭଦ୍ରକାଳୀ ପୀଠ କାଳୀପୂଜା ଉପଲକ୍ଷେ ଉତ୍ସବ ମୁଖର ହୋଇ ଉଠିଛି। ଭଦ୍ରକର ଅôଧଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ କାଳୀପୂଜା ଅବସରରେ ସପ୍ତଦିବସ ବ୍ୟାପୀ ମହାଯଜ୍ଞ ଓ ମା’ଙ୍କର ସପ୍ତମାତୃକା ବେଶ ଅନୁଷ୍ଠିତ ହୋଇଥାଏ। ଚଳିତ ମାସ ୩୧ ତାରିଖ ଠାରୁ ମା’ଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞର ଶୁଭାରମ୍ଭ ହୋଇ ଆସନ୍ତା ନଭେମ୍ବର ମାସ ୬ ତାରିଖରେ ପୂର୍ଣ୍ଣାହୁତି ହେବ। ଏହି ସପ୍ତଦିବସ ବ୍ୟାପୀ ମହାଯଜ୍ଞରେ ମା’ ପ୍ରତ୍ୟେକ ଦିନ ଗୋଟିଏ ଗୋଟିଏ ନୂଆ ବେଶରେ ପୂଜା ପାଇବାର ପରମ୍ପରା ରହିଛି। ମହାଯଜ୍ଞର ଶୁଭାରମ୍ଭ ତିଥିରେ ପବିତ୍ର ସାଳନ୍ଦୀ ନଦୀର ଆହାରପଦା ଘାଟରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଦ୍ୱାରା ବିଭିନ୍ନ ବାଦ୍ୟ, ସଂକୀର୍ତନ ସହ ଏକ ବିଶାଳ ମାନସିକ କଳସ ଶୋଭାଯାତ୍ରାର ଆୟୋଜନ କରାଯାଇଛି। ମାନସିକଧାରୀ ଭକ୍ତମାନେ କଳସ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ନିଜ ନାମ ପଞ୍ଜିକରଣ ଆରମ୍ଭ ହୋଇଛି। ମା’ ଭଦ୍ରକାଳୀ ସପ୍ତଦିବସ ମଧ୍ୟରେ ବେଦମାତା, ମହାକାଳୀ, ରାଜରାଜେଶ୍ୱରୀ, ସିଂହବାହିନୀ, ଜଗଦ୍ଧାତ୍ରୀ, ମହାସରସ୍ୱତୀ ଏବଂ ମହାଲକ୍ଷ୍ମୀ ବେଶ ଧାରଣ କରି ଭକ୍ତମାନଙ୍କୁ ଦର୍ଶନ ଦେବେ। ଭକ୍ତମାନଙ୍କ ଉଦ୍ଦେଶ୍ୟରେ ମନ୍ଦିର ପ୍ରଶାସନ ତଥା ସେବାୟତମାନଙ୍କ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମନ୍ଦିରର ସିଂହଦ୍ୱାର ଠାରୁ ଯଜ୍ଞ ମଣ୍ଡପ ଓ ମା’ଙ୍କର ପୂଜା ମଣ୍ଡପ ଆକର୍ଷଣୀୟ ହୋଇଛି। ମହାଯଜ୍ଞ ନିମନ୍ତେ ଆଲୋକ ସଜ୍ଜା, ତୋରଣ, ପାନୀୟ ଜଳ, ରାସ୍ତାଘାଟ ପରିଷ୍କାର ପରିଚ୍ଛନ୍ନତା, ପୂଜା ରୀତିନୀତି ଓ ସମୟ ନିର୍ଘଂଟ ତଥା ପୂର୍ଣ୍ଣାହୁତି ଅବସରରେ ଭକ୍ତମାନଙ୍କ ନିମନ୍ତେ ପହୁଡ଼ ଭୋଗ ସମ୍ପନ୍ନ କରିବା ପାଇଁ ମନ୍ଦିର ତରଫରୁ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ସପ୍ତମାତୃକା ବେଶ ଓ ସପ୍ତଦିବସ ମହଯଜ୍ଞ ଅବସରରେ ମନ୍ଦିର ମଧ୍ୟରେ ଶତଚଣ୍ଡୀ ପାଠ, ହୋମଯଜ୍ଞ, ଭାଗବତ ପାଠ, ନାମ ସଂକୀର୍ତନ ଓ ଗୀତା ପାଠ ସପ୍ତଦିବସ ବ୍ୟାପୀ ଚାଲୁ ରହିବ ବୋଲି ପୂଜା କମିଟି ପକ୍ଷରୁ ସୂଚନା ଦିଆଯାଇଛି।

Previous Post

ଜିଲାପାଳଙ୍କୁ ଭେଟିଲେ ଅଲ୍ ଓଡ଼ିଶା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ

Next Post

ଦୀପାବଳିରେ ବାଣଫୁଟା ପାଇଁ ପାଇଁ ଆସିଲା ଗାଇଡ୍‌ଲାଇନ୍‌ : ସନ୍ଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.