• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଲିଙ୍ଗରାଜ ମନ୍ଦିରରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଭିଡିଓ ଭାଇରାଲ ଘଟଣା, ସମ୍ପୃକ୍ତ ସେବାୟତଙ୍କୁ ଜାରିହେବ କାରଣ ଦର୍ଶାଅ ନୋଟିସ…

FNN WEB by FNN WEB
October 29, 2024
in ଓଡ଼ିଶା
0
ଲିଙ୍ଗରାଜ ମନ୍ଦିରରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଭିଡିଓ ଭାଇରାଲ ଘଟଣା, ସମ୍ପୃକ୍ତ ସେବାୟତଙ୍କୁ ଜାରିହେବ କାରଣ ଦର୍ଶାଅ ନୋଟିସ…
0
SHARES
2
VIEWS

ଭୁବନେଶ୍ବର: ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଭିଡିଓ ଭାଇରାଲ ଘଟଣା । ସମ୍ପୃକ୍ତ ସେବାୟତଙ୍କୁ ଜାରିହେବ କାରଣ ଦର୍ଶାଅ ନୋଟିସ । ୭ ଦିନ ମଧ୍ୟରେ ଉତ୍ତର ରଖିବାକୁ ହେବ ନୋଟିସ । ଉତ୍ତର ମିଳିବା ପରେ ନିଆଯିବ କାର୍ଯ୍ୟାନୁଷ୍ଠାନ । ସେବାୟତ ସୁପରଭାଇଜର ରାଜକିଶୋର ମହାପାତ୍ରଙ୍କୁ ଜାରି ହେବ ନୋଟିସ୍। ଶିଳ୍ପାଙ୍କ ସହ ଭିଡିଓରେ ରହିଛନ୍ତି ସଂପୃକ୍ତ ସେବାୟତ। ଟ୍ରଷ୍ଟବୋର୍ଡ ବୈଠକରେ ଏ ନେଇ ଆଲୋଚନା ହେବ । ଏଣିକି ସିଂହଦ୍ବାର ନିକଟରେ ହେବ କଡା ଚେକିଂ । ଭିତରକୁ ଆଣ୍ଡ୍ରଏଡ୍ ଫୋନ ନ ନେବା ପାଇଁ କଡା ଚେକିଂ ହେବ। ସେବାୟତମାନେ ମଧ୍ୟ ଭିତରକୁ ଆଣ୍ଡ୍ରଏଡ୍ ଫୋନ ନ ନେବା ପାଇଁ ପ୍ରସ୍ତାବ ଦିଆଯିବ। ଏ ନେଇ ସୂଚନା ଦେଇଛନ୍ତି ମନ୍ଦିର ପରିଚାଳନା ଅଧିକାରୀ ରୂଦ୍ରନାରାୟଣ ମହାନ୍ତି।

ସୂଚନା ଅନୁଯାୟୀ, ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିସରରେ ଫଟୋ ଓ ଭିଡିଓ ସୁଟିଂ କରି ବିବାଦରେ ରହିଥିଲେ ବଲିଉଡ୍‌ର ଚର୍ଚ୍ଚିତ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଶିଳ୍ପା ଗତକାଲି ସଂଧ୍ୟାରେ ଭୁବନେଶ୍ବର ଆସିଥିବା ବେଳେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ମନ୍ଦିର ଯାଇଥିଲେ। ମନ୍ଦିର ଭିତରକୁ ମୋବାଇଲ୍‌ ଓ କ୍ୟାମେରା ନେବାକୁ ବାରଣ ଥିଲେ ହେଁ ସେଠାରେ ଶିଳ୍ପାଙ୍କ ଫଟୋ ଉତ୍ତୋଳନ କରାଯିବା ସହ ଭିଡିଓ କରାଯାଇଥିଲା। ତେବେ ସାମାଜିକ ଗଣମାଧ୍ୟମରେ ଏହା ଭାଇରାଲ୍‌ ହେବା ପରେ ବିବାଦ ଦେଖାଦେଇଛି। ଏହାକୁ ନେଇ ଶ୍ରଦ୍ଧାଳୁଙ୍କମହଲ‌ରେ ମଧ୍ୟ ପ୍ରତିକ୍ରିୟା ପ୍ରକାଶ ପାଇଛି।

ସେମାନଙ୍କ କହିବା କଥା, ଶିଳ୍ପା ବାହାର ରାଜ୍ୟର ହୋଇଥିବାରୁ ସେ ହୁଏତ ଏ କଟକଣା ସଂପର୍କ‌ରେ ଜାଣି ନଥିବେ। କିନ୍ତୁ ମନ୍ଦିରର ସୁରକ୍ଷା ଦାୟିତ୍ବ‌ରେ ଥିବା ପୁଲିସ୍‌ ଓ ମନ୍ଦିର ପ୍ରଶାସନ କ’ଣ କରୁଥିଲା। ଏନେଇ ତାଙ୍କୁ କାହିଁକି ବାରଣ କରାଗଲା ନାହିଁ। ବାରଣ ତ ଦୂରର କଥା, ମନ୍ଦିର ଭିତରକୁ ମୋବାଇଲ୍‌ ବା କ୍ୟାମେରା ଯିବା ବେଳେ ତାହା କାହିଁକି ଯାଞ୍ଚ କରାଗଲା ନାହିଁ। ଖାଲି ସେତିକି ନୁହେଁ, ଫଟୋ ଓ ଭିଡିଓରେ ଶିଳ୍ପାଙ୍କ ସହ ଜଣେ ସେବାୟତ ନଜର ଆସୁଛନ୍ତି। ସେ ଶିଳ୍ପାଙ୍କୁ ମହାପ୍ରଭୁ ଶ୍ରୀଲିଙ୍ଗରାଜ ଓ ମନ୍ଦିର ସଂପର୍କରେ ସୂଚନା ଦେଉଛନ୍ତି। ତେବେ ସଂପୃକ୍ତ ସେବାୟତଜଣଙ୍କ କ’ଣ ମନ୍ଦିରର ଏହି କଟକଣା ସଂପର୍କରେ ଜାଣିନାହାନ୍ତି ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଖାଲି ଏହି ଗୋଟିଏ ଘଟଣା ନୁହେଁ, ଅତୀତରେ ମଧ୍ୟ ଅନେକଥର ଶ୍ରୀଲିଙ୍ଗରାଜ ମନ୍ଦିରର ଫଟୋ ଭାଇରାଲ ହେବାର ନଜିର ରହିଛି।

Previous Post

ଦୀପାବଳିରେ ବାଣଫୁଟା ପାଇଁ ପାଇଁ ଆସିଲା ଗାଇଡ୍‌ଲାଇନ୍‌ : ସନ୍ଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି

Next Post

ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ୨୦୨୪

FNN WEB

FNN WEB

Next Post
ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ୨୦୨୪

ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ୨୦୨୪

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.