• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
October 29, 2024
in ଓଡ଼ିଶା, ମୁଖ୍ୟ ଖବର
0
ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ
0
SHARES
3
VIEWS

ଭୁବନେଶ୍ଵର : ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ କଳିଙ୍ଗ ଷ୍ଟାଡିୟମ ଠାରେ ‘ଏକତା ଦୌଡ’ ବା Run For Unityକୁ ପତକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଛାତ୍ରଛାତ୍ରୀ ଓ ଯୁବକ ଯୁବତୀ ମାନଙ୍କୁ ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦୦୦ ଛୋଟ ପିଲା, କ୍ରୀଡା ହଷ୍ଟଲର ଛାତ୍ରଛାତ୍ରୀ ଓ ବିଭିନ୍ନ କ୍ରୀଡା ସଂଗଠନର ପିଲାମାନେ ଯୋଗଦେଇ ଦୌଡରେ ଭାଗ ନେଇଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ନେତୃତ୍ବ ନେଇ ଏହି ଦୌଡରେ ସାମିଲ ହୋଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଦେଶର ଏକତା ଓ ଅଖଣ୍ଡତା ପାଇଁ ସର୍ଦ୍ଦାର ପଟେଲଙ୍କ ସଂକଳ୍ପ ଓ ଦୃଢ ପଦକ୍ଷେପର ତୁଳନା ନାହିଁ। ଦେଶର ଏକତା ପାଇଁ ସର୍ଦ୍ଦାର ପଟେଲ ସମର୍ପିତ ହୋଇ ଏକ ଅଖଣ୍ଡ ଭାରତର ମୂଳଦୁଆ ସ୍ଥାପନ କରି ଦେଶୀୟ ରାଜ୍ୟ ମାନଙ୍କର ସମ୍ମିଶ୍ରଣରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସେଥିପାଇଁ ତାଙ୍କୁ ଲୌହ ମାନବର ଆଖ୍ୟା ଦିଆଯାଏ। ତାଙ୍କ ଆଦର୍ଶରେ ଦେଶର ଏକତା ଓ ଅଖଣ୍ଡତା ପାଇଁ ଦେଶର ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ କାମ କରିବା ଉଚିତ୍ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ରାଜ୍ୟ ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟ ଗଣ, ବିଧାୟକ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, କ୍ରୀଡା ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଯେ ଭାରତର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅକ୍ଟୋବର ୩୧ ତାରିଖକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତ ରବିବାର ଦିନ ‘ମନ୍‌ କି ବାତ୍’ କାର୍ଯ୍ୟକ୍ରମରେ ୨୯ ତାରିଖ ଠାରୁ ରାଷ୍ଟ୍ରୀୟ ଏକତାର ସୂତ୍ରରେ ସମସ୍ତଙ୍କୁ ବାନ୍ଧି ରଖିବା ପାଇଁ Run For Unity କାର୍ଯ୍ୟକ୍ରମ କରିବା ପାଇଁ ଆହ୍ବାନ ଦେଇଥିଲେ। ୨୦୧୪ ମସିହାରୁ ସାରା ଦେଶରେ ଏହି କାର୍ଯ୍ୟକ୍ରମ ପାଳନ କରାଯାଉଛି।

Previous Post

ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ୨୦୨୪

Next Post

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଓଡିଶାରେ ୩ଟି ପ୍ରକଳ୍ପର ଶୁଭାରମ୍ଭ

FNN WEB

FNN WEB

Next Post
ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଓଡିଶାରେ ୩ଟି ପ୍ରକଳ୍ପର ଶୁଭାରମ୍ଭ

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଓଡିଶାରେ ୩ଟି ପ୍ରକଳ୍ପର ଶୁଭାରମ୍ଭ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.