• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା’ ଲୋଗୋ ଏବଂ ୱେବ୍ ପୋର୍ଟାଲ ଉନ୍ମୋଚନ

FNN WEB by FNN WEB
October 30, 2024
in ଓଡ଼ିଶା, ମୁଖ୍ୟ ଖବର
0
‘ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା’ ଲୋଗୋ ଏବଂ ୱେବ୍ ପୋର୍ଟାଲ ଉନ୍ମୋଚନ
0
SHARES
1
VIEWS

ଭୁବନେଶ୍ୱର : ଲୋକସେବା ଭବନ ଠାରେ ‘ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା’ ଲୋଗୋ ଏବଂ ୱେବ୍ ପୋର୍ଟାଲ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵରେ ଦେଶ ଆଜି ବିକାଶର ରାସ୍ତାରେ ଆଗେଇ ଚାଲିଛି। ‘ପୂର୍ବୋଦୟ’ ପରିକଳ୍ପନାରେ ଓଡ଼ିଶାକୁ ବିଶେଷ ଗୁରୁତ୍ଵ ଦିଆଯାଉଛି। ୨୦୩୬ ରେ ଓଡ଼ିଶା ସ୍ଵତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂର୍ତ୍ତି ପାଳନ କରିବ। ବିକଶିତ ଓଡ଼ିଶା ନିର୍ମାଣର ସ୍ଵପ୍ନ ସାକାର ହେବା ସହିତ ୨୦୪୭ ସୁଦ୍ଧା ବିକଶିତ ଭାରତ ନିର୍ମାଣରେ ଏକ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରିବ।

ଆମ ସରକାର ବୁଦ୍ଧିଜୀବୀ, ସଂଗଠନ, ଶିକ୍ଷାବିତ, ପ୍ରବାସୀ ଓଡ଼ିଆ ସାଧାରଣ ଜନତାଙ୍କ ଠାରୁ ରାଜ୍ୟର ବିକାଶ ନିମନ୍ତେ ପ୍ରସ୍ତାବ ଏବଂ ମତାମତ ଦେବା ପାଇଁ ଅନୁରୋଧ କରୁଅଛୁ। ଯାହାକି ଆଗାମୀ ଦିନରେ ‘ଭିଜନ ଡକ୍ୟୁମେଣ୍ଟ’ ରେ ସ୍ଥାନ ପାଇବ ଏବଂ ଏହା ଉପରେ ବିଚାର ବିମର୍ଶ କରାଯିବ। ଲୋକଙ୍କ ସରକାର ଭିଜନ ଡକ୍ୟୁମେଣ୍ଟ କେବଳ ଏକ ସରକାରୀ ତଥ୍ୟ ହେବ ନାହିଁ, ଏହା ଓଡ଼ିଶାର ଲୋକମାନଙ୍କର, ଲୋକ ମାନଙ୍କ ଦ୍ଵାରା ଏବଂ ଲୋକମାନଙ୍କ ପାଇଁ ସମର୍ପିତ ହେବ। ପ୍ରସ୍ତାବ ଉପରେ ଆଲୋଚନା କରାଯିବ ସହିତ ରାଜ୍ଯର ବିକାଶ ପାଇଁ କାର୍ଯ୍ୟକାରୀ ହେବ। ଆମ ସମସ୍ତଙ୍କ ପ୍ରୟାସରେ ଓଡ଼ିଶା ଏକ ଆର୍ଥିକ ସମୃଦ୍ଧ ରାଜ୍ୟରେ ପରିଣତ ହେବ ଏବଂ ‘ବିକଶିତ ଓଡ଼ିଶା’ ର ସ୍ଵପ୍ନ ସାକାର ରୂପ ନେବ।

Previous Post

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ ସଂସ୍ଥା ପକ୍ଷରୁ ସହାୟତା ପ୍ରଦାନ

Next Post

ଓଡ଼ିଶାରେ ହେବ NSDର ଆଞ୍ଚଳିକ ଶାଖା: ଚଳିତ ବର୍ଷ ନାମ ଲେଖାଇବେ ୨୮ ଛାତ୍ରଛାତ୍ରୀ

FNN WEB

FNN WEB

Next Post
ଓଡ଼ିଶାରେ ହେବ NSDର ଆଞ୍ଚଳିକ ଶାଖା: ଚଳିତ ବର୍ଷ ନାମ ଲେଖାଇବେ ୨୮ ଛାତ୍ରଛାତ୍ରୀ

ଓଡ଼ିଶାରେ ହେବ NSDର ଆଞ୍ଚଳିକ ଶାଖା: ଚଳିତ ବର୍ଷ ନାମ ଲେଖାଇବେ ୨୮ ଛାତ୍ରଛାତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

June 25, 2026
ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.