• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଓଡ଼ିଶାରେ ହେବ NSDର ଆଞ୍ଚଳିକ ଶାଖା: ଚଳିତ ବର୍ଷ ନାମ ଲେଖାଇବେ ୨୮ ଛାତ୍ରଛାତ୍ରୀ

FNN WEB by FNN WEB
November 1, 2024
in ଓଡ଼ିଶା, ମୁଖ୍ୟ ଖବର
0
ଓଡ଼ିଶାରେ ହେବ NSDର ଆଞ୍ଚଳିକ ଶାଖା: ଚଳିତ ବର୍ଷ ନାମ ଲେଖାଇବେ ୨୮ ଛାତ୍ରଛାତ୍ରୀ
0
SHARES
2
VIEWS

ଭୁବନେଶ୍ବର : ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରେ ପ୍ରତିଷ୍ଠା ହେବ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟ (ଏନଏସଡି)ର ଆଞ୍ଚଳିକ ଶାଖା। ଏନେଇ ଓଡ଼ିଶା ରାଜ୍ୟ ସରକାର ବିଧିବଦ୍ଧ ଭାବେ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରାଥମିକ ସ୍ତରରେ ଏହା ଭୁବନେଶ୍ୱର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଅସ୍ଥାୟୀ ଭାବେ କାର୍ଯ୍ୟକାରୀ ହେବ ବୋଲି ସୂଚନା ମିଳିଛି। ଚଳିତ ବର୍ଷ ୨୮ ଛାତ୍ରଛାତ୍ରୀ ନାମ ଲେଖାଇବେ । ୨୫ରୁ ନାମଲେଖା ଆରମ୍ଭ । ଅଭିନୟ , ଲିଖନ , ନିର୍ଦ୍ଦେଶନା , ଡିଜାଇନ , କୋର୍ସ ଶିକ୍ଷା ଦିଆଯିବ । ଚଣ୍ଡୀଗଡ , ବାରଣାସୀ , ଗ୍ୟାଙ୍ଗଟକ ପରେ ଓଡିଶାରେ ପ୍ରତିଷ୍ଠା ହେବ

ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା ଓଡ଼ିଶାରେ ପ୍ରତିଷ୍ଠା କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା କରି ଏଥିପାଇଁ ପ୍ରସ୍ତାବ ରଖିଥିଲେ।ଏହାପରେ ସରକାରଙ୍କ ତରଫରୁ ଆଞ୍ଚଳିକ ଶାଖା ପ୍ରତିଷ୍ଠା ପାଇଁ ବିଧିବଦ୍ଧ ଭାବେ ଅନୁମୋଦନ ମିଳିବା ପରେ ମନ୍ତ୍ରୀ ଶ୍ରୀ ସୂରଜ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା ଓଡ଼ିଶାରେ ପ୍ରତିଷ୍ଠା ହେବା ଆମ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ମତପ୍ରକାଶ କରିଛନ୍ତି।

ସେ କହିଛନ୍ତି ଯେ, ଓଡ଼ିଶାର ଇତିହାସ, ସାହିତ୍ୟ, କଳା ଓ ସଂସ୍କୃତିର ପ୍ରଚାର ପ୍ରସାର କରିବା ଦିଗରେ ଓଡ଼ିଆ ନାଟ୍ୟ ପରମ୍ପରାର ଭୂମିକା ଅତୀବ ଗୁରୁତ୍ୱପୂର୍ଣ୍ଣ। ପୁରାଣକାଳରୁ ବର୍ତ୍ତମାନ ପର୍ଯ୍ୟନ୍ତ ନାଟକ ପ୍ରସ୍ତୁତି ଏବଂ ପ୍ରଦର୍ଶନ ମାଧ୍ୟମରେ ଓଡ଼ିଆ ମାଟିର କାହାଣୀ, ଗୌରବମୟ ଇତିହାସ ଏବଂ ସଂସ୍କୃତି ଲୋକମାନଙ୍କ ନିକଟରେ ପହଞ୍ଚିପାରିଛି । ଭୁବନେଶ୍ୱରରେ ପ୍ରତିଷ୍ଠା ହେବାକୁ ଥିବା ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା ନିଚ୍ଛକ ଓଡ଼ିଆ ନାଟକ ପ୍ରଦର୍ଶନ, ଏହାର ପ୍ରଚାରପ୍ରସାର ଏବଂ ସଂପ୍ରସାରଣ କ୍ଷେତ୍ରରେ ଏକ ପ୍ରମୁଖ ଭୂମିକା ନିର୍ବାହ କରିବ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ନାଟକ ଏବଂ ଅଭିନୟ କ୍ଷେତ୍ରରେ ଭବିଷ୍ୟତ ନିର୍ମାଣ କରିବାକୁ ଚାହୁଁଥିବା ସମସ୍ତ ଛାତ୍ରଛାତ୍ରୀମାନଙ୍କପାଇଁ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟ, ଭୁବନେଶ୍ୱର ଆଞ୍ଚଳିକ ଶାଖା ଏକ ସୁବର୍ଣ୍ଣ ସୁଯୋଗ ପ୍ରଦାନ କରିବ। ଏଠାରେ ଉଚ୍ଚକୋଟୀରର ପ୍ରଶିକ୍ଷଣ ଲାଭ କରିସାରିବା ପାରେ ଛାତ୍ରଛାତ୍ରୀମାନେ ଅର୍ନ୍ତରାଷ୍ଟ୍ରୀୟ ସ୍ତରରେ ନାଟକ ପ୍ରଦର୍ଶନ ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ, କଳା, ସଂସ୍କୃତି ଓ ଇତିହାସର ବହୁଳ ପ୍ରଚାରପ୍ରସାର କରିପାରିବେ ବୋଲି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ।

ପ୍ରକାଶଯୋଗ୍ୟ ଯେ, ୧୯୫୯ ମସିହାରେ ପ୍ରତିଷ୍ଠିତ ଦିଲ୍ଲୀ ସ୍ଥିତ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟ, ୧୯୭୫ ମସିହାରୁ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ଏକ ସ୍ୱୟଂ ଶାସିତ ଅନୁଷ୍ଠାନ ରୂପେ କାର୍ଯ୍ୟ କରିଆସୁଛି। ବିଶିଷ୍ଟ ଅଭିନେତା ପରେଶ୍ ରାୱଲ ଏହାର ଅଧ୍ୟକ୍ଷ ଓ ଓଡ଼ିଶାର ବିଶିଷ୍ଟ ଅଭିନେତା ଚିତ୍ତରଞ୍ଜନ ତ୍ରିପାଠୀ ଏହାର ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରୁଛନ୍ତି। ଓଡ଼ିଶାର ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି, ଅଜିତ ଦାସ, ସୂର୍ଯ୍ୟ ମହାନ୍ତି ଆଦି ଏହି ବିଦ୍ୟାଳୟର ପ୍ରମୁଖ ଛାତ୍ର ରହି ଆସିଛନ୍ତି। ଓଡ଼ିଶାରେ ରାଷ୍ଟ୍ରୀୟ ନାଟ୍ୟ ବିଦ୍ୟାଳୟର ଆଞ୍ଚଳିକ ଶାଖା ପ୍ରତିଷ୍ଠା ହେବା ଦ୍ୱାରା ଓଡ଼ିଆ ସଂସ୍କୃତି ଏବଂ ବିଶେଷ ଭାବେ ଓଡ଼ିଆ ନାଟ୍ୟ ପରମ୍ପରାର ବହୁଳ ପ୍ରଚାର ଓ ପ୍ରସାର ହୋଇପାରିବ ବୋଲି ଲକ୍ଷ୍ୟ ରଖାଯାଇଛି

Previous Post

‘ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା’ ଲୋଗୋ ଏବଂ ୱେବ୍ ପୋର୍ଟାଲ ଉନ୍ମୋଚନ

Next Post

ଜନ୍ମମାଟିରେ କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ଜନ୍ମମାଟିରେ କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ

ଜନ୍ମମାଟିରେ କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

June 25, 2026
ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.