• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜନ୍ମମାଟିରେ କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ

FNN WEB by FNN WEB
November 1, 2024
in ଓଡ଼ିଶା, ମୁଖ୍ୟ ଖବର
0
ଜନ୍ମମାଟିରେ କାଳୀ ପୂଜା ଓ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ
0
SHARES
7
VIEWS

ଭୁବନେଶ୍ୱର: କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଥମ ଦିନରେ ନିଜ ଗାଁ ରାଇକଳାରେ କାଳୀ ପୂଜା ଓ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀ ପୂଜା ଓ ଦୀପାବଳି ଉତ୍ସବ ଏବଂ ଏହାକୁ ସେ ନିଜ ଗାଁରେ ପାଳନ କଲେ। ପ୍ରଥମେ ସେ ନିଜ ଗାଁ ମୁଣ୍ଡ ପଡ଼ିଆରେ ଗୋଠାଣି ପୂଜାରେ ଯୋଗ ଦେବାପରେ ନିଜ ପରିବାର ଓ ଆତ୍ମୀୟ ସ୍ୱଜନଙ୍କ ସହିତ ଦୀପାବଳି ପାଳନ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସ୍ଵାଗତ ପାଇଁ ସଜାଇ ହେଇଥିଲା ରାଇକଳା ଗାଁ । ଗାଁ ଦାଣ୍ଡରେ ଝିଅ, ବୋହୁ ମାନେ ମୁରୁଜ ପକାଇଥିଲେ । ଏଥି ସହିତ କଳସ ସଜାଯାଇଥିଲା । ମୁଖ୍ୟମନ୍ତ୍ରୀ ଗାଁକୁ ଆସିଲା‌ ପରେ ଆରମ୍ଭ ହେଇଥିଲା ସ୍ଵାଗତ ସମ୍ବର୍ଦ୍ଧନାର ପର୍ବ । କାଳୀପୂଜାରେ ଘରେ ପୂଜା କରିବା ସହ , ଗାଁରେ ଲୋକଙ୍କ ସହିତ ନିଜକୁ ଏଥିରେ ସାମିଲ୍ କରିଥିଲେ ମୁଖ୍ୟମନ୍ତ୍ରୀ । କାଳୀ ପୂଜାକୁ ସାନ୍ତାଳୀ ଭାଷା ରେ ‘ ସହରାଇ ‘ (ପେ ମାହଁଆ ) ବୋଲି କୁହାଯାଏ। ସହରାଇ (ପେ ମାହଁଆ) ୩ଦିନ ଧରି ପାଳନ କରାଯାଏ ।

ପ୍ରଥମ ଦିନ କୁ ‘ଗୋଟବଙ୍କା ‘ ନାମରେ ପାଳନ କରାଯାଏ। ସେହିଦିନ ଅଣ୍ଡା ପୂଜା କରି ସାହି ର ସବୁ ବଳଦ ଗାଇ କୁ ନେ଼ଇ ଅଣ୍ଡା ମଡାଯାଏ, ଦ୍ୱିତୀୟ ଦିନ କୁ ଗୋବର୍ଦ୍ଧନ ପୂଜା । ସାନ୍ତାଳୀ ଭାଷା ରେ ତାକୁ ‘ଖଳା ବଙ୍କା ‘ବୋଲି କୁହାଯାଏ, ଏହି ଦିନ କୁକୁଡା ପୂଜା କରାଯାଏ। ତୃତୀୟ ଦିନ ‘ବୁଢ଼ୀ ବନ୍ଦନା ‘ ତାକୁ ସାନ୍ତାଳୀ ଭାଷାରେ ‘ଗାଏ ଖୁଣ୍ଟଉ ‘ ବୋଲି କୁହାଯାଏ, ସେହିଦିନ ବଳଦ ଗାଇ ମାନଙ୍କୁ ବନ୍ଦାପନା କରାଯାଇଥାଏ, ତାକୁ ସାନ୍ତାଳୀ ଭାଷା ରେ ‘ଚୁମାଣା ‘ବୋଲି କୁହାଯାଏ, ଏହିପରି ୩ ଦିନ ସହରାଇ ପାଳନ କରାଯାଏ । ଏହା ଅବସରରେ ମୁଖ୍ୟମନ୍ତ୍ରୀ ମାଦଳ ବଜାଇ ଗ୍ରାମବାସୀଙ୍କ ସହ ସହରାଇ ପୂଜା ମନାଇଥିଲେ । ଶେଷରେ ଝିରିଝିରି ବାଣ ଫୂଟାଇ ଦୀପାବଳିମନାଇବା ସହିତ ରାଜ୍ୟବାସୀଙ୍କୁ ଶୁଭେଛା ଓ ଶୁଭକାମନା ଜଣାଇଥିଲେ ।

Previous Post

ଓଡ଼ିଶାରେ ହେବ NSDର ଆଞ୍ଚଳିକ ଶାଖା: ଚଳିତ ବର୍ଷ ନାମ ଲେଖାଇବେ ୨୮ ଛାତ୍ରଛାତ୍ରୀ

Next Post

ବାଦ୍ ପଡ଼ିଥିବା ‘ସୁଭଦ୍ରା’ ହିତାଧିକାରୀଙ୍କ ପାଇଁ ଆସିବ ଗାଇଡଲାଇନ୍

FNN WEB

FNN WEB

Next Post
କାଲି ଆସିବେ ପ୍ରଧାନମନ୍ତ୍ରୀ, ଜନ୍ମ ଦିନରେ ଜନତା ମଇଦାନରେ ଦେବେ ସୁଭଦ୍ରା ଭେଟି

ବାଦ୍ ପଡ଼ିଥିବା ‘ସୁଭଦ୍ରା’ ହିତାଧିକାରୀଙ୍କ ପାଇଁ ଆସିବ ଗାଇଡଲାଇନ୍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

ପୁରୀରେ ନିର୍ମାଣ ହେବ ୧୦୦୦ ଆସନ ବିଶିଷ୍ଟ ଅତ୍ୟାଧୁନିକ ବହୁମୁଖୀ ସମ୍ମିଳନୀ କେନ୍ଦ୍ର

June 25, 2026
ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ସହ ଆଶ୍ରମ ଶ୍ରେଷ୍ଠ ଚଳଚ୍ଚିତ୍ର

June 25, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

ଆଗାମୀ ନିର୍ବାଚନରେ ମୁଁ ହିଁ ବିଜେଡିର ନେତୃତ୍ବ ନେବି: ନବୀନ ପଟ୍ଟନାୟକ

June 25, 2026
ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

ବିଜେଡିରେ ଯୋଗ ଦେଲେ ସୁଜାତା ରାଉତ କାର୍ତ୍ତିକେୟନ

June 25, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.