• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଜେଏସ୍‌ଡବ୍ଲ୍ୟୁ ଓ ପୋସ୍କୋର ମିଳିତ ସହଯୋଗରେ କେନ୍ଦୁଝର ହେବ ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

FNN WEB by FNN WEB
November 1, 2024
in ଓଡ଼ିଶା, ମୁଖ୍ୟ ଖବର
0
ଜେଏସ୍‌ଡବ୍ଲ୍ୟୁ ଓ ପୋସ୍କୋର ମିଳିତ ସହଯୋଗରେ କେନ୍ଦୁଝର ହେବ ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ
0
SHARES
2
VIEWS

ଭୁବନେଶ୍ୱର: କେନ୍ଦୁଝରରେ ଜେଏସ୍‌ଡବ୍ଲ୍ୟୁ ଓ ପୋସ୍କୋ ମିଳିତ ଭାବେ ଏକ ଷ୍ଟିଲପ୍ଲାଣ୍ଟ କରିବେ। କେନ୍ଦୁଝର ଗସ୍ତ ଅବସରରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ଦିଲ୍ଲୀ ଓ ମୁମ୍ବାଇରେ ମେକ୍‌ ଇନ୍‌ ଓଡ଼ିଶା ରୋଡ୍‌ ଶୋ’ ବେଳେ ଉଭୟ ଜେଏସ୍‌ଡବ୍ଲ୍ୟୁ ଓ ପୋସ୍କୋ ସହ ଆଲୋଚନା କରିଥିଲି। ଏହା ଭିତରେ ସେମାନେ ମଧ୍ୟ ପରସ୍ପର ମଧ୍ୟରେ ଏମ୍‌ଓୟୁ କରିଛନ୍ତି। କେନ୍ଦୁଝର ଜିଲ୍ଲାରେ ସେମାନେ ପ୍ଲାଣ୍ଟ କରିବେ ବୋଲି ମେନ୍‌ସନ୍‌ କରିଛନ୍ତି। କେନ୍ଦୁଝରରେ ନିଶ୍ଚିତ ଭାବେ ଷ୍ଟିଲ ପ୍ଲାଣ୍ଟ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, କେନ୍ଦୁଝର ଜିଲ୍ଲା ବହୁତ ଦେଇଛି। କିନ୍ତୁ ପାଇଛି କମ୍‌। ଓଡ଼ିଶାର ବିକାଶ କେନ୍ଦୁଝରରୁ ଆରମ୍ଭ ହେବ। ଓଡ଼ିଶା ସୁନାର ଓଡ଼ିଶା ହେବ। ସୁନାର କେନ୍ଦୁଝର ହେଲା ପରେ ଯାଇ ଓଡ଼ିଶା ସୁନାର ଓଡ଼ିଶା ହେବ। ମା’ କାଳୀଙ୍କ ନିକଟରେ ଏନେଇ ଆଜି ପ୍ରାର୍ଥନା କରିଛି। କେନ୍ଦୁଝର ଲୋକଙ୍କ ସୁଖସମୃଦ୍ଧି ବୃଦ୍ଧି କରିବା ସହିତ ସେମାନେ କିଭଳି ସ୍ୱାବଲମ୍ବୀ ହେବେ, ସେମାନେ କିଭଳି ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ, ସେଥିପାଇଁ ମୁଁ ଆଜି ମା’ଙ୍କ ନିକଟରେ ପ୍ରାର୍ଥନା କରିଛି।

ହେଲେ ଖଣିଖାଦାନ ଭରା କେନ୍ଦୁଝର ଜିଲ୍ଲାର ନିର୍ଦ୍ଦିଷ୍ଟ ଭାବେ କେଉଁଠି ହେବ ଏହି ମେଗା ପ୍ଲାଣ୍ଟ। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଏଥିପାଇଁ ଦୁଇଟି ଜାଗା ଚିହ୍ନଟ ହୋଇଛି। ଗୋଟିଏ ହେଲା ପୂର୍ବରୁ ଷ୍ଟିଲ ପ୍ଲାଣ୍ଟ ପାଇଁ ଆର୍ସେଲର ମିତ୍ତଲକୁ ପାଟଣା ବ୍ଲକରେ ଦିଆଯାଇଥିବା 1956 ଏକରର ଜମି ଏବଂ ଅନ୍ୟଟି ବାଂଶପାଳ ବ୍ଲକର ତରମାକାନ୍ତ ସ୍ଥିତ ଓଡ଼ିଶା ଟି ପ୍ଲାଣ୍ଟେସନ୍ ଲିମିଟେଡ୍ (ଓଟିପିଏଲ)ର ଉଜୁଡ଼ିଯାଇଥିବା ଚା’ ବଗିଚାର 25 ଶହ ଏକର ଜାଗା। ଚା’ ବଗିଚା ବନ୍ଦ ହେବା ପରେ ଏବେ ଏହି ଜମି ସରକାରଙ୍କ ଅଧୀନରେ ରହିଛି। ତେଣୁ ଏଭିତରୁ ଯେକୌଣସି ଗୋଟିକୁ ବାଛିବା ପାଇଁ ଖୁବ୍‌ଶୀଘ୍ର ଉଭୟ କମ୍ପାନୀର ଏକ ଉଚ୍ଚସ୍ତରୀୟ ଟିମ୍ ଓଡ଼ିଶା ଆସୁଛି। ଉଭୟ କମ୍ପାନୀ ମଧ୍ୟରେ ବୁଝାମଣା ମୁତାବକ ପ୍ରାରମ୍ଭିକ ଭାବେ ପ୍ରସ୍ତାବିତ ଷ୍ଟିଲ ପ୍ଲାଣ୍ଟର ବାର୍ଷିକ ଉତ୍ପାଦନ କ୍ଷମତା 5 ନିୟୁତ ଟନ୍ ରହିବ। ପରବର୍ତ୍ତୀ ସମୟରେ ଏହାକୁ ବଢ଼ାଯାଇପାରେ। ତେବେ ଏନେଇ କେତେ ପୁଞ୍ଜିନିବେଶ ହେବ ତାହା 2025 ଜାନୁଆରୀରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଘୋଷଣା ହେବ ବୋଲି କୁହାଯାଉଛି। ହେଲେ ଜିଲ୍ଲାର ଯେଉଁଠି ବି ହେଉ, ମେଗା ଷ୍ଟିଲ୍ ପ୍ଲାଣ୍ଟ ବସିବା ଖବରରେ ବେଶ୍ ଉତ୍ସାହିତ ଅଛନ୍ତି ଜିଲ୍ଲାବାସୀ।

Previous Post

ବାଦ୍ ପଡ଼ିଥିବା ‘ସୁଭଦ୍ରା’ ହିତାଧିକାରୀଙ୍କ ପାଇଁ ଆସିବ ଗାଇଡଲାଇନ୍

Next Post

ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ: ଆଇନ ମନ୍ତ୍ରୀ

FNN WEB

FNN WEB

Next Post
ବେଆଇନ ମଦ କାରବାରରେ ସଂପୃକ୍ତଙ୍କ ବିରୁଦ୍ଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ : ମନ୍ତ୍ରୀ ଶ୍ରୀ ହରିଚନ୍ଦନ

ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ: ଆଇନ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.