• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ: ଆଇନ ମନ୍ତ୍ରୀ

FNN WEB by FNN WEB
November 1, 2024
in ଓଡ଼ିଶା, ମୁଖ୍ୟ ଖବର
0
ବେଆଇନ ମଦ କାରବାରରେ ସଂପୃକ୍ତଙ୍କ ବିରୁଦ୍ଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ : ମନ୍ତ୍ରୀ ଶ୍ରୀ ହରିଚନ୍ଦନ
0
SHARES
2
VIEWS

ଭୁବନେଶ୍ୱର: ରତ୍ନଭଣ୍ଡାର ଭିତରେ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ ପ୍ରାୟତଃ ନାହିଁ। ପ୍ରାଥମିକ ଆଲୋଚନାରୁ କୌଣସି ସୁଡ଼ଙ୍ଗ ବା ଗୁପ୍ତ କୋଠରୀ ନ ଥିବା ଜଣାପଡ଼ିଛି। ରତ୍ନଭଣ୍ଡାର ସଂପର୍କରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆଜି ଏହି ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, ରତ୍ନଭଣ୍ଡାର ଭିତରେ ଫାଟ ଗୁଡ଼ିକ ଥିବା ଜଣାପଡ଼ିଛି। ସେହି ଫାଟ ଗୁଡ଼ିକୁ ମରାମତି କରାଯିବ। ମରାମତି ପାଇଁ ପ୍ରାୟ ଦେଢ଼ ମାସ ସମୟ ଲାଗିବ। ସର୍ଭେ ରିପୋର୍ଟ ଆସିବାକୁ ସମୟ ଲାଗୁଛି। ଅଫିସିଆଲି ସର୍ଭେ ରିପୋର୍ଟ ଆସିବା ପରେ ତୁରନ୍ତ ମରାମତି କାମ ଆରମ୍ଭ କରାଯିବ। ରତ୍ନଭଣ୍ଡାର ମରାମତି ପାଇଁ ASI ପ୍ରସ୍ତୁତ ଅଛି। ଏଏସ୍‌ଆଇ ରତ୍ନଭଣ୍ଡାର ମରାମତି କାମ କରି ସାରିବା ପରେ ଗଣତି ମଣତି କରିବାକୁ ଯେତେ ଶୀଘ୍ର ଚେଷ୍ଟା କରିବୁ। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ରହିଛି। କାର୍ତ୍ତିକ ପୂର୍ଣ୍ଣମୀ ପରେ ମରାମତି କାମ ଆରମ୍ଭ କରାଯିବ।

ରତ୍ନଭଣ୍ଡାର ମରାମତି କାମ ସରିବା ପରେ ଅସ୍ଥାୟୀ ରତ୍ନ ଭଣ୍ଡାରରୁ ଅଳଙ୍କାର ଗୁଡ଼ିକ ରତ୍ନ ଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ତା’ପରେ ରତ୍ନ ଭଣ୍ଡାର ଭିତରେ ଗଣତିମଣତି କରାଯିବ। ୧୯୭୮ ମସିହାରେ ରତ୍ନ ଭଣ୍ଡାରରେ ଥିବା ରତ୍ନାଳଙ୍କାରର ଗଣତି ମଣତି ହୋଇଥିଲା। ସେହି ଡାଟାବେସ୍ ଅନୁଯାୟୀ ଅଳଙ୍କାର ଗୁଡ଼ିକ ମେଳକ କରାଯିବ। ଯାହା ପୂର୍ବରୁ ଥିଲା ଏବେ ତାହା ଅଛି କି ନାହିଁ ମେଳ କରାଯିବ। ପ୍ରାୟ ଗୋଟିଏ ସପ୍ତାହ ଭିତରେ ଗଣତି ମଣତି ପ୍ରକ୍ରିୟା ସରିଯିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ବାହାର ଓ ଭିତର ରତ୍ନ ଭଣ୍ଡାର ଖୋଲାଯିବା ପରେ ମାଟି ତଳେ କିମ୍ବା କାନ୍ଥ ଭିତରେ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡ଼ଙ୍ଗ ଥିବା ଚର୍ଚ୍ଚା ହେଉଥିଲା।

Previous Post

ଜେଏସ୍‌ଡବ୍ଲ୍ୟୁ ଓ ପୋସ୍କୋର ମିଳିତ ସହଯୋଗରେ କେନ୍ଦୁଝର ହେବ ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

Next Post

ମା’ ଭଦ୍ରକାଳୀ ବେଦମାତା ଓ ମହାକାଳୀ ବେଶରେ ପୂଜା ପାଇଛନ୍ତି

FNN WEB

FNN WEB

Next Post
ମା’ ଭଦ୍ରକାଳୀ ବେଦମାତା ଓ ମହାକାଳୀ ବେଶରେ ପୂଜା ପାଇଛନ୍ତି

ମା’ ଭଦ୍ରକାଳୀ ବେଦମାତା ଓ ମହାକାଳୀ ବେଶରେ ପୂଜା ପାଇଛନ୍ତି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.