• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆମ୍ୱ ଟାକୁଆ ଯାଉ ଖାଇ ୨ ମୃତ୍ୟୁ ଘଟଣା: ଡବଲ ଇଞ୍ଜିନ ସରକାର କେବଳ ପ୍ରଚାର ପ୍ରସାରରେ ରହି ଯାଇଛି: ବିଜେଡି

FNN WEB by FNN WEB
November 2, 2024
in ଓଡ଼ିଶା, ମୁଖ୍ୟ ଖବର
0
ଆମ୍ୱ ଟାକୁଆ ଯାଉ ଖାଇ ୨ ମୃତ୍ୟୁ ଘଟଣା: ଡବଲ ଇଞ୍ଜିନ ସରକାର କେବଳ ପ୍ରଚାର ପ୍ରସାରରେ ରହି ଯାଇଛି: ବିଜେଡି
0
SHARES
0
VIEWS

ଭୁବନେଶ୍ବର: ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲାରେ ଖାଦ୍ୟାଭାବରୁ ଭୋକ ବିକଳରେ ଆମ୍ବ ଟାକୁଆ(କୋଇଲି)ର ଯାଉ ଖାଇ ୨ଟି ପରିବାରର ୨ଜଣଙ୍କ ଅକାଳରେ ମୃତ୍ୟୁ ଘଟିଥିବାବେଳେ ଆଉ ୬ଜଣ ମରଣ ସହ ସଂଗ୍ରାମ କରୁଛନ୍ତି। ଏହି ଘଟଣକୁ ନେଇ ଆଜି ବିଜେପି ସରକାର ଉପରେ ବର୍ଷିଛି ବିଜେଡ଼ି। ଆଜି ରାଜ୍ୟର ଏହି ଗୁରୁତର ଓ ସମ୍ବେଦନଶୀଳ ଘଟଣା ଗଣମାଧ୍ୟମରେ ବାହାରିଛି। ଦାରିଙ୍ଗବାଡିର ୬ ପରିବାରର ଆଠ ଜଣ ଆମ୍ବ ଟାକୁଆ ଖାଇ ଗୁରୁତର ହୋଇଥିଲେ। ସେ ଭିତରୁ ଦୁଇ ଜଣ ମୃତ୍ୟୁବାରଣ କରିଛନ୍ତି। ଏହାକୁ ଗୁରୁତର ସହ ନେବା ବଦଳରେ ମନ୍ତ୍ରୀ କହୁଛନ୍ତି ଆମ୍ବ ଟାକୁଆ ଅଞ୍ଚଳର ନିୟମିତ ଖାଦ୍ୟ। ନୂଆ ସରକାର ଲକ୍ଷ୍ୟ ହାସଲ କରିବାରେ ବିଫଳ ହୋଇଛନ୍ତି।

୨୦୧୪ ରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ କାର୍ଯ୍ୟକାରୀ କରାଗଲା । କେହି ଯେମିତି ଅନାହାରରେ ମାରିବେ ନାହିଁ। ଅନେକ ଲୋକ ଏଥିରୁ ବଞ୍ଚିତ ହେବାରୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସୁରକ୍ଷା ଆଇନ ଆରମ୍ଭ କଲେ। ଯେଉଁମାନେ ଜାତୀୟ ଖାଦ୍ୟ ସୁରକ୍ଷାରେ ସାମିଲ ହୋଇ ନ ଥିଲେ, ସେମାନଙ୍କୁ ଏଥିରେ ସାମିଲ କରାଗଲା। ୨୫ ଲକ୍ଷ ସାମିଲ ହେଲେ। ଡବଲ ଇଞ୍ଜିନ ସରକାର କେବଳ ପ୍ରଚାର ପ୍ରସାରରେ ରହି ଯାଇଛି। ଏହା ସ୍ପଷ୍ଟ ହୋଇଛି ଯେ ଆଦିବାସୀ ପରିବାର ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ତାହା ବଣ୍ଟନ ବ୍ୟବସ୍ଥାର ବିପର୍ଯ୍ୟସ୍ତ ଅବସ୍ଥା ଦେଖାଉଛି।

ଜିଲ୍ଲାପାଳ କହିଲେ, ସେମାନେ ଖାଦ୍ୟ ସୁରକ୍ଷା ଆଇନରେ ସାମିଲ ଅଛନ୍ତି। ହେଲେ ଗତ ଚାରି ମାସରୁ ସେମାନେ ରାସନ ପାଇ ନାହାନ୍ତି। ଏଠି ଉପ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନେ ବିବୃତି ଦେଉଛନ୍ତି ତଦନ୍ତ କରାଯିବ ଓ ପଦକ୍ଷେପ ନିଆଯିବ। ଏଭଳି ଘଟଣାର ପୁନରାବୃତି ନ ଘଟିବା ପାଇଁ ଦାବି କରିଛ ବିଜେଡ଼ି। ଏହା ଓଡ଼ିଶା ପାଇଁ ଲଜ୍ଜା ଓ ନୂଆ ସରକାର ପାଇଁ ଆହ୍ୱାନ। କେବଳ ପ୍ରଚାରରେ ନ ମାତି ବଣ୍ଟନ ବ୍ୟବସ୍ଥା ଉପରେ ତୀକ୍ଷ୍ଣ ଦୃଷ୍ଟି ଦେବା ଉଚିତ ବୋଲି ବିଜେଡ଼ି କହିଛି।

ଯେତେବେଳେ ଏହି ଘଟଣା ଦୃଷ୍ଟିକୁ ଆସିଲା ତୁରନ୍ତ ଖାଦ୍ୟ ଦେବାକୁ BDO ଯେଉଁ ମତ ଦେଇଛନ୍ତି ତାକୁ ଅନୁଧ୍ୟାନ କରାଯାଉ । ଉପ ମୁଖ୍ୟମନ୍ତ୍ରୀ କହିଲେ ଏହା ଅପପୃଷ୍ଟି ନୁହେଁ। ତାହାଲେ ଅପପୃଷ୍ଟି ଓ ମୃତ୍ୟୁ କେମିତି ହେଲେ ସରକାର ଏହାକୁ ମାନିବେ। ମୁଁ ଆଜି ବିଭାଗୀୟ ଅଧିକାରୀଙ୍କ ସହ କଥା ହୋଇଛି। ଗ୍ରାଉଣ୍ଡ ରିପୋର୍ଟ ହେଉଛି, ଖାଦ୍ୟ ସୁରକ୍ଷା କାର୍ଡ ଧରିଛନ୍ତି। ହେଲେ ଚାରି ମାସ ହେବ ରାସନ ପାଇ ନାହାନ୍ତି। ଯେଉଁଥି ପାଇଁ ଆମ୍ବ ଟାକୁଆ ଖାଉଛନ୍ତି। ଏହା ରାଜ୍ୟ ସରକାରଙ୍କ ଅସଲ ମୁଖା ଖୋଲି ଦେଇଛି। ପ୍ରଶାସନ ଓ ବ୍ୟବସ୍ଥା ଆଜି ଯେଉଁଭଳି କାଠଗଡାରେ ଠିଆ ହୋଇଛି ଦୃଢ ଆଇନଗତ ପଦକ୍ଷେପ ନିଆଯାଉ। ରାସନ ବ୍ୟବସ୍ଥାରେ ବିଭ୍ରାଟ କରିଥିବା ଲୋକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଉ ଓ ରାଜ୍ୟ ସରକାର ସତର୍କ ରହିବା ଦରକାର ବୋଲି ସଞ୍ଜୟ ଦାସବର୍ମା କହିଛନ୍ତି।

Previous Post

ନଭେମ୍ବର ଶେ‌ଷ ସୁଦ୍ଧା ଆହୁରି ୨୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

Next Post

ବଲାଙ୍ଗିର ଜିଲ୍ଲାରେ ୮୯୦ କୋଟି ଟଙ୍କାର ୮୩ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

FNN WEB

FNN WEB

Next Post
ବଲାଙ୍ଗିର ଜିଲ୍ଲାରେ ୮୯୦ କୋଟି ଟଙ୍କାର ୮୩ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର ଜିଲ୍ଲାରେ ୮୯୦ କୋଟି ଟଙ୍କାର ୮୩ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.