• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପଂଚମ ଦିବସରେ ଜଗଦ୍ଧାତ୍ରୀ ବେଶରେ ପୂଜା ପାଇଲେ ମା’ ଭଦ୍ରକାଳୀ

FNN WEB by FNN WEB
November 4, 2024
in ଓଡ଼ିଶା
0
ପଂଚମ ଦିବସରେ ଜଗଦ୍ଧାତ୍ରୀ ବେଶରେ ପୂଜା ପାଇଲେ ମା’ ଭଦ୍ରକାଳୀ
0
SHARES
1
VIEWS

ଭଦ୍ରକ: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ବିଷ୍ଣୁ ମାତା ଆଦ୍ୟାଶକ୍ତି ମା’ ଭଦ୍ରକାଳୀ ଆଜି ସପ୍ତ ମାତୃକା ବେଶ ର ପଂଚମ ଦିବସ ରେ ଜଗଦ୍ଧାତ୍ରୀ ବେଶରେ ପୂଜା ପାଇଛନ୍ତି। ମା ଙ୍କ ର ଜଗଦ୍ଧାତ୍ରୀ ବେଶକୁ ଦର୍ଶନ କରିବା ପାଇଁ ପୀଠରେ ଭକ୍ତ ମାନଙ୍କର ଗହଳି ଲାଗିଥିଲା। ଜଗଦ୍ଧାତ୍ରୀ ବେଶ ରେ ମା ଙ୍କର ମୁଖ ମଣ୍ଡଳ କୃଷ୍ଣ ବର୍ଣ୍ଣ ଥିବା ବେଳେ ମା ନାଲି ପାଟ ବସ୍ତ୍ର ପରିଧାନ କରିଥିଲେ। ଦକ୍ଷିଣ ହସ୍ତ ଯୁଗଳ ରେ ଶଙ୍ଖ, ଚକ୍ର ଧାରଣ କରିଥିବା ବେଳେ ବାମ ହସ୍ତ ଯୁଗଳ ରେ ତ୍ରିଶୂଳ ଓ ଗଦା ଧାରଣ କରିଥିଲେ। ବ୍ୟାଘ୍ର ବାହନ ରେ ବିରାଜମାନ କରି ମା ଭକ୍ତ ମାନଙ୍କୁ ଚତୁର୍ଦ୍ଧା ମୂର୍ତି ରେ ଦର୍ଶନ ଦେଇଥିଲେ। ମା ଜଗତ କୁ ଧାରଣ କରିଛନ୍ତି, ସେ ପୋଷଣ କରୁଛନ୍ତି ପୁଣି ପାଳନ ମଧ୍ୟ କରୁଛନ୍ତି ।ସେ ଆଦି ପୁଣି ସେ ଅନାଦି,ସେ ଆରମ୍ଭ ପୁଣି ସେ ଅନନ୍ତ। ସୃଷ୍ଟି ର ଜୀବ ଜଗତ, ପ୍ରାଣୀ ଜଗତ, ଉଦ୍ଭିଦ ଜଗତ ସବୁଠି ତାଙ୍କର ଶକ୍ତି ଓ ସତା ଅନୁଭୂତ ହୁଏ। ମା ଙ୍କ ବିନା ନିର୍ଦ୍ଦେଶରେ ଗଛ ରୁ ପତ୍ର ଟିଏ ମଧ୍ୟ ହଲି ନ ଥାଏ। ଜଗଦ୍ଧତ୍ରି ବେଶ ରେ ମା ଙ୍କୁ ଦର୍ଶନ କଲେ ଭକ୍ତର ସମସ୍ତ ମନସ୍କାମନା ପୂର୍ଣ୍ଣ ହେବା ସହ ଭକ୍ତ ବହୁ ଶକ୍ତି ର ଅଧିକାରୀ ହୋଇଥାଏ। ଶାସ୍ତ୍ର ମତାନୁସାରେ ଦେବତା ମାନେ ମଧ୍ୟ ମାଙ୍କୁ ଜଗଦ୍ଧାତ୍ରୀ ରୂପ ରେ ପୂଜା କରି ଶକ୍ତି ପ୍ରାପ୍ତ ହୋଇଥାନ୍ତି। ମହାଯଜ୍ଞ ର ପଞ୍ଚମ ଦିବସ ରେ ପୀଠରେ ନମଃ ଭଗବତେ ବାସୁଦେବାୟଃ ମନ୍ତ୍ର ରେ ଆହୂତି ସହିତ ଗୀତା ପାଠ, ଶତ ଚଣ୍ଡିପାଠ, ବେଦ ପାଠ ରେ ମା ଙ୍କ ପୀଠ ପ୍ରକମ୍ପିତ ହେଉଛି।ସନ୍ଧ୍ୟା ଆଳତି ପରେ ଆରମ୍ଭ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ। ଭଜନ ସନ୍ଧ୍ୟା ରେ ଆଧ୍ୟାତ୍ମିକ ଭଜନ ଶ୍ରୋତା ମାନଙ୍କ ମନ ମୋହିଥିଲା। ମଙ୍ଗଳ ବାର ମା ଭକ୍ତ ମାନଙ୍କୁ ମହସରସ୍ୱତି ବେଶରେ ଦର୍ଶନ ଦେବାକୁ ଥିବା ବେଳେ ବୁଧବାର ମା ଙ୍କର୍ ମହାଲକ୍ଷ୍ମୀ ବେଶ ସହ ମହାଯଜ୍ଞ ର ପୂର୍ଣ୍ଣାହୁତି ହେବ। ପୂର୍ଣ୍ଣାହୁତି ଅବସରରେ ପ୍ରାୟ ପନ୍ଦର ହଜାର ଭକ୍ତ ମାନଙ୍କ ନିମନ୍ତେ ପ୍ରାସାଦ ଓ ପହୁଡ଼ ଭୋଗ ର ବ୍ୟବସ୍ଥା ମନ୍ଦିର ପ୍ରଶାସନ ଏବଂ ସେବାୟତ ମାନଙ୍କ ତରଫରୁ କରାଯାଇ ଅଛି।

Previous Post

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା ଧାମନଗରରେ ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ

Next Post

ପର୍ବତକୁ ଢେଲା ମାରିଲା ଭଳି କହୁଛନ୍ତି ବିଜେପି ନେତା: ବିଜେଡ଼ି

FNN WEB

FNN WEB

Next Post
ପର୍ବତକୁ ଢେଲା ମାରିଲା ଭଳି କହୁଛନ୍ତି ବିଜେପି ନେତା: ବିଜେଡ଼ି

ପର୍ବତକୁ ଢେଲା ମାରିଲା ଭଳି କହୁଛନ୍ତି ବିଜେପି ନେତା: ବିଜେଡ଼ି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.