• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କନ୍ଧମାଳରେ ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା, ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ମାନବାଧିକାର କମିଶନ

FNN WEB by FNN WEB
November 7, 2024
in ଓଡ଼ିଶା, ମୁଖ୍ୟ ଖବର
0
କନ୍ଧମାଳରେ ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା, ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ମାନବାଧିକାର କମିଶନ
0
SHARES
0
VIEWS

ଭୁବନେଶ୍ବର: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକରେ ଆଦିବାସୀ ମାଆ ଓ ଭଉଣୀମାନେ ଭୋକ ବିକଳରେ ବିଷାକ୍ତ ଅଖାଦ୍ୟ ଆମ୍ବ ଟାକୁଆ ଖାଇ ମୃତ୍ୟୁ ବରଣ କରିବା ଅତ୍ୟନ୍ତ ଦୁଃଖଦ ଘଟଣାକୁ ଗୁରୁତର ସହିତ ନେଇଛନ୍ତି ରାଜ୍ୟ ମାନବାଧିକାର କମିଶନ। ବିଶିଷ୍ଟ ମାନବାଧିକାର କର୍ମୀ ପ୍ରଦୀପ୍ତ ନାୟକ ଦ୍ୱାରା ଆବେଦନ କରାଯାଇଥିବା ଅଭିଯୋଗପତ୍ର ସମେତ ତିନୋଟି ଅଭିଯୋଗକୁ ତ୍ୱରିତ ବିଚାର କରିବାକୁ ଗ୍ରହଣ କରି ଆୟୋଗଙ୍କ ଅଧକ୍ଷ ଜଷ୍ଟିସ ଶତ୍ରୁଘ୍ନ ପୂଜାରୀ ରାଜ୍ୟ ସରକାରଙ୍କୁ ଚାରି ସପ୍ତାହ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଆୟୋଗଙ୍କ କୋର୍ଟରେ ବ୍ୟକ୍ତିଗତ ଭାବରେ ହାଜର ହୋଇ ଉପରୋକ୍ତ ଘଟଣାର ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ ସହିତ କ୍ଷୁଧାରେ ପୀଡିତ ଆଦିବାସୀମାନଙ୍କୁ ଉତ୍କୃଷ୍ଟ ଚିକିତ୍ସା ଓ ମାଗଣା ପୃଷ୍ଟିଯୁକ୍ତ ଖାଦ୍ୟ ଯୋଗାଣ ନିମନ୍ତେ ମଧ୍ୟବର୍ତ୍ତୀ କାଳୀନ ନିର୍ଦ୍ଧେଶ ଦେବାକୁ ନିଜ ପକ୍ଷ ରଖିଥିଲେ।

ଗତ ଏକ ତାରିଖ ଦିନ ଏକ ଦୈନିକ ଖବର କାଗଜ ସମେତ ଅନ୍ୟାନ୍ୟ ସମସ୍ତ ଦୈନିକ କାଗଜରେ ଉକ୍ତ ଘଟଣା ପ୍ରକାଶ ପାଇବା ପରେ ସରକାରଙ୍କ ଅପାରଗତା ଜଣାପଡିଥିଲା। ରାସନ କାର୍ଡ ନବୀକରଣ ନିମନ୍ତେ ନିରୀହ ଲୋକମାନଙ୍କୁ ପୁଣି ଥରେ ଆଧାର ସଂଯୋଗ ନାମରେ ରାସନ ଡିଲର ଚାଉଳ ଦେବା ଗତ ତିନି ମାସ ହେଲା ବନ୍ଦ କରିଛି । ଗରିବ ଆଦିବାସୀ ଖଟିଖିଆମାନେ ବଞ୍ଚିବା ପାଇଁ ମାସକୁ ୧୫ କିଲୋ ଚାଉଳ ଆବଶ୍ୟକ କରୁଥିବାବେଳେ ୫କିଲୋ ଚାଉଳ ଦଶ ଦିନ ଯାଉଛି । ପରିବାର ଚଳାଇବା ନିମନ୍ତେ ସରକାରୀ କିମ୍ବା ଘରୋଇ କାମ ଧନ୍ଦା ମିଳୁନାହିଁ । ଲୋକେ ଅବଶିଷ୍ଟ ୨୦ ଦିନ ପେଟ ପୁରାଇବାକୁ ବଣ ଜଙ୍ଗଲର ଫଳ ମୂଳ କନ୍ଦା, ଆମ୍ବ ଟାକୁଆ, କଇଁଆ ମଞ୍ଜି ବିଭିନ୍ନ ପତ୍ର ଲଟିର ଶାଗ ଭଳି ଅଖାଦ୍ୟ ଖାଇବାକୁ ବାଧ୍ୟ ହେଉଛନ୍ତି। ଲୋକମାନେ ମିଡ଼ିଆ ଆଗରେ ଖୋଲାଖୋଲି ଏହା କହୁଛନ୍ତି । ସରକାରୀ ବାବୁ ଏବଂ ଖୋଦ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏହା ଆଦିବାସୀଙ୍କ ପୁଷ୍ଟିକର ଖାଦ୍ୟ ବୋଲି କହିବା ସମ୍ପୂର୍ଣ ବେଖାତିର ଓ ହାସ୍ୟାସ୍ପଦ କଥା । ସେହିପରି ଖାଦ୍ୟ ଯୋଗାଣ ମନ୍ତ୍ରୀ ଗୋଦାମରେ ପ୍ରଚୁର ଚାଉଳ ମହଜୁଦ ରହିଥିବା କହିବା ମଧ୍ୟ ଭୁଭୁକ୍ଷିତଙ୍କ ପ୍ରତି ଉପହାସ ସଦୃଶ। ଲୋକତ ଭୋକରେ ପଡି ଅଖାଦ୍ୟ ଖାଇ ମରୁଛନ୍ତି, ଯେତେ ଚାଉଳ ମହଜୁଦ ଥିଲେ ଦରିଦ୍ର କି ଯାଏ ବୋଲି ଆବେଦନକାରୀ ପ୍ରଶ୍ନ କରିଛନ୍ତି ।

Previous Post

ଆମର ବାର ବର୍ଷର ତପସ୍ୟାକୁ ବିଜେପି ଶୁଖୁଆ ପୋଡ଼ାରେ ସାରିଦେଲା : ନବୀନ

Next Post

ସମ୍ବଲପୁରରେ ବୃହତ୍ତର ପାନୀୟ ଜଳ ଯୋଜନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି

FNN WEB

FNN WEB

Next Post
ସମ୍ବଲପୁରରେ ବୃହତ୍ତର ପାନୀୟ ଜଳ ଯୋଜନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି

ସମ୍ବଲପୁରରେ ବୃହତ୍ତର ପାନୀୟ ଜଳ ଯୋଜନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.