• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସମ୍ବଲପୁରରେ ବୃହତ୍ତର ପାନୀୟ ଜଳ ଯୋଜନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି

FNN WEB by FNN WEB
November 7, 2024
in ଓଡ଼ିଶା, ମୁଖ୍ୟ ଖବର
0
ସମ୍ବଲପୁରରେ ବୃହତ୍ତର ପାନୀୟ ଜଳ ଯୋଜନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି
0
SHARES
2
VIEWS

ସମ୍ବଲପୁର: ସମ୍ବଲପୁର ସହରରେ ସ୍ୱଚ୍ଛତା, ପାନୀୟ ଜଳ, ଡ୍ରେନେଜ, ସ୍ୱାସ୍ଥ୍ୟସେବା, ରାସ୍ତାଘାଟ, ଷ୍ଟ୍ରିଟ୍ ଲାଇଟ୍ ସମସ୍ୟାର ସମାଧାନ ସହ ରେଳ ଷ୍ଟେସନ ଆଦିର ଉନ୍ନତି ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ଯୋଜନା ଆରମ୍ଭ କରି ଦେଇଛନ୍ତି। ସମ୍ବଲପୁରକୁ ଏକ ଅତ୍ୟାଧୁନିକ ସହର ରୂପେ ଗଢି ତୋଳିବା ଆମର ଦାୟିତ୍ୱ ବୋଲି ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଆଜି ସମ୍ବଲପୁର ଗସ୍ତ କାଳରେ ମାଆ ସମଲେଶ୍ୱରୀଙ୍କ ଦର୍ଶନ ସହ କ୍ଷେତରାଜପୁର ଠାରେ ‘କ୍ଷେତରାଜପୁର ନାଗରିକ ମଞ୍ଚ’ ପକ୍ଷରୁ ଆୟୋଜିତ ଦୀପାବଳି ବନ୍ଧୁମିଳନ, ଛଟ୍‌ ପୂଜା ଏବଂ ଅଁଳା ନବମୀ ସମାରୋହ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ବିଜେପି ନେତୃତ୍ୱାଧୀନ ରାଜ୍ୟ ସରକାର ସମ୍ବଲପୁରକୁ ଏକ ଅଗ୍ରଣୀ ସହର ରୂପେ ଗଢି ତୋଳିବା ପାଇଁ ପ୍ରତିଶ୍ରୁତିବଦ୍ଧ। ୨୦୫୦ ସୁଦ୍ଧା ସମ୍ବଲପୁରରେ ବଢୁଥିବା ଜନସଂଖ୍ୟାକୁ ଦୃଷ୍ଟିରେ ରଖି ୨୦୦ ନିୟୁତ ଲିଟର କ୍ଷମତା ବିଶିଷ୍ଟ ଓ୍ୱାଟର ପ୍ଲାଣ୍ଟ୍ ତଥା ବୃହତ୍ତର ପାନୀୟ ଜଳ ଯୋଜନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ପ୍ରାରମ୍ଭିକ ଡିପିଆର୍ କାମ ପାଇଁ ‘ଓ୍ୱାଟକୋ ଓଡ଼ିଶା’ କମ୍ପାନିକୁ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଏବଂ ବିଭାଗୀୟ ସଚିବଙ୍କ ସହ ଏ ନେଇ ଆଲୋଚନା ସରିଛି।

ଏହାବ୍ୟତିତ ସହରରେ ଡ୍ରେନେଜ, ସ୍ୱେରେଜ, ରାସ୍ତା ସମ୍ପ୍ରସାରଣ, ଷ୍ଟ୍ରିଟ୍ ଲାଇଟ ଓ ସ୍ୱଚ୍ଛତା ସମସ୍ୟାର ସମାଧାନ ପାଇଁ ନୂଆ କଳ୍ପନା କରାଯାଇଛି। ସମ୍ବଲପୁରରେ ଏକ ରିଙ୍ଗ ରୋଡ କରାଯିବାର ଯୋଜନା ହୋଇଛି। ସହରରେ ଥିବା ତିନି ରେଳ ଷ୍ଟେସନ ଯଥା ସମ୍ବଲପୁର ରୋଡ୍ ରେଳ ଷ୍ଟେସନ, ହୀରାକୁଦ ଷ୍ଟେସନ ଓ ସମ୍ବଲପୁର ସିଟି ରେଳ ଷ୍ଟେସନର ଉନ୍ନତିକରଣ କରିବା ନେଇ ଭାରତ ସରକାର କାମ ଆରମ୍ଭ ଦେଇଛନ୍ତି । ଏହି ସବୁ କାର୍ଯ୍ୟ ଦ୍ୱାରା ସହର ସ୍ୱଚ୍ଛ ଓ ସୁନ୍ଦର ହେବା ସହ ସମ୍ପ୍ରସାରଣ ହେବ ବୋଲି ସେ କହିଛନ୍ତି। ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀ ସମ୍ବଲପୁର କ୍ଷେତରାଜପୁର ସ୍ଥିତ ଜଗନ୍ନାଥ ମନ୍ଦିର ଓ ରାଣୀ ସତୀ ଦାଦୀ ମନ୍ଦିରରେ ମଧ୍ୟ ଦର୍ଶନ କରିଥିଲେ।

Previous Post

କନ୍ଧମାଳରେ ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା, ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ମାନବାଧିକାର କମିଶନ

Next Post

ସମ୍ବଲପୁରରେ ବିଜେପିର ମିଶ୍ରଣ ପର୍ବ: ବିଜେଡି ଛାଡ଼ିଲେ ୧୮ ସରପଞ୍ଚ-ନାଏବ ସରପଞ୍ଚ

FNN WEB

FNN WEB

Next Post
ସମ୍ବଲପୁରରେ ବିଜେପିର ମିଶ୍ରଣ ପର୍ବ: ବିଜେଡି ଛାଡ଼ିଲେ ୧୮ ସରପଞ୍ଚ-ନାଏବ ସରପଞ୍ଚ

ସମ୍ବଲପୁରରେ ବିଜେପିର ମିଶ୍ରଣ ପର୍ବ: ବିଜେଡି ଛାଡ଼ିଲେ ୧୮ ସରପଞ୍ଚ-ନାଏବ ସରପଞ୍ଚ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.