• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନିର୍ମାଣାଧିନ ରାସ୍ତା ଉପରୁ ବିଦ୍ୟୁତ୍ ଖୁଂଟ ସ୍ଥାନାନ୍ତର ନକରି ଚାଲିଛି କାର୍ଯ୍ୟ

FNN WEB by FNN WEB
November 7, 2024
in ଓଡ଼ିଶା
0
ନିର୍ମାଣାଧିନ ରାସ୍ତା ଉପରୁ ବିଦ୍ୟୁତ୍ ଖୁଂଟ ସ୍ଥାନାନ୍ତର ନକରି ଚାଲିଛି କାର୍ଯ୍ୟ
0
SHARES
0
VIEWS

ଭଦ୍ରକ: ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଂଚାୟତ ଅଧିନ ନିଳୋକ ଠାରୁ ପଡିଆପଡା ଭାୟା ଘରପଦା ୫ କିମି ଦୈର୍ଘ୍ୟ ବିଶିଷ୍ଟ ରାସ୍ତାରେ ନିଳୋକ ଗ୍ରାମ ମଧ୍ୟରେ ରାସ୍ତା କାର୍ଯ୍ୟ ଚାଲିଥିବା ବେଳେ ନିଳୋକ ମଝି ସାହି ରାସ୍ତା ଉପରେ ପୂର୍ବରୁ ଥିବା ବିଦ୍ୟୁତ୍ ଖୁଂଟକୁ ସ୍ଥାନାନ୍ତର କରା ନଯାଇ ରାସ୍ତା କାର୍ଯ୍ୟ ଚାଲିଥିବା ଦେଖାଯାଇଛି । ଫଳରେ ଉକ୍ତ ରାସ୍ତା ଉପରେ ବିଦ୍ୟୁତ୍ ଖୁଂଟ ରହିଲେ ଆଗକୁ ବହୁ ଦୁର୍ଘଟଣା ଘଟିବାର ଆଶଙ୍କା ପ୍ରକାଶ ପାଇଛି । ପ୍ରକାଶ ଯେ, ଗତ କିଛି ମାସ ହେବ ବନ୍ତ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିଳୋକ ଠାରୁ ପଡିଆପଡା ରାସ୍ତାର ନିର୍ମାଣ କାର୍ଯ୍ୟ ଚାଲିଛି । ଏହି ରାସ୍ତାର ନିଳୋକ ମଝି ସାହି ଠାରେ ରାସ୍ତା ଉପରେ ଦୁଇଟି ବିଦ୍ୟୁତ୍ ଖୁଂଟ ରହିଥିବା ବେଳେ ବିଦ୍ୟୁତ୍ ବିଭାଗ ପକ୍ଷରୁ ଏହି ଖୁଂଟକୁ ରାସ୍ତା ବାହାରକୁ ସ୍ଥାନାନ୍ତର କରାଯାଇନାହିଁ । ଏପରିସ୍ଥଳେ ସଂପୃକ୍ତ ଠିକାଦାର ରାସ୍ତା ମଝିରେ ବିଦ୍ୟୁତ୍ ଖୁଂଟ ଥିବା ସତ୍ୱେ ରାସ୍ତା କାର୍ଯ୍ୟ ଜାରି ରଖିଛନ୍ତି । ଏନେଇ ଗ୍ରାମବାସୀ ମାନେ ସଂପୃକ୍ତ ଠିକାଦାର ସମେତ ବିଭାଗୀୟ ଅଧିକାରୀଙ୍କ ଠାରେ ଅଭିଯୋଗ କରିଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି । ରାସ୍ତା ମଝିରେ ବିଦ୍ୟୁତ୍ ଖୁଂଟ ରହିଲେ ଆଗକୁ ବହୁ ଦୁର୍ଘଟଣା ମାନ ଘଟିବ ବୋଲି ଗ୍ରାମବାସୀ ମାନେ କହିଛନ୍ତି । ଏହି ରାସ୍ତା ଦେଇ ବିଭିନ୍ନ ଯାନବାହାନ ଚଳାଚଳ କରୁଥିବା ବେଳେ ବହୁ ସମୟରେ ଆମ୍ବୁଲାନ୍ସ, ଦମକଳ ଗାଡି ଯାତାୟତ କରୁଛି । ତେବେ ଗ୍ରାମ୍ୟ ଉନ୍ନୟନ ଓ ବିଦ୍ୟୁତ୍ ବିଭାଗର ମିଳିତ ଉଦ୍ୟମରେ ଉକ୍ତ ବିଦ୍ୟୁତ୍ ଖୁଂଟ ସ୍ଥାନାନ୍ତର କାର୍ଯ୍ୟ ହେବାକୁ ଥିବା ବେଳେ ଉଭୟ ବିଭାଗ ସେଥିପ୍ରତି ଗୁରୁତ୍ୱ ଦେଉନଥିବା ଅଭିଯୋଗ ହୋଇଛି । ଉକ୍ତ ରାସ୍ତା କାର୍ଯ୍ୟକୁ ବନ୍ଦ କରାଯାଇ ପ୍ରଥମେ ଖୁଂଟି ଗୁଡିକୁ ରାସ୍ତା ସୀମା ବାହାରେ ପୋତିବାର ବନ୍ଦୋବସ୍ତ କରି ପରେ ରାସ୍ତା ନିର୍ମାଣ କାର୍ଯ୍ୟ କରିବାକୁ ଗ୍ରାମବାସୀ ମାନେ ଦାବୀ କରିଛନ୍ତି । ନହେଲେ ଗ୍ରାମବାସୀ ମାନେ ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ବିଦ୍ୟୁତ୍ ବିଭାଗ କାର୍ଯ୍ୟାଳୟ ଆଗରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି । ଏନେଇ ଗ୍ରାମର ସୁରଜ କୁମାର ମହାନ୍ତି, ସନ୍ତୋଷ କୁମାର ମିଶ୍ର, ହରେକୃଷ୍ଣ ଦାଶ, ପ୍ରଶାନ୍ତ ଦାଶ, ଅଭିମନ୍ୟୁ ଦାଶ, ଜୟଦେବ ମିଶ୍ର, ନନ୍ଦ କିଶୋର ସାହୁଙ୍କ ସମେତ ବହୁ ଗ୍ରାମବାସୀ ଗ୍ରାମ୍ୟ ଉନ୍ନୟନ ବିଭାଗର କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଓ ବିଦ୍ୟୁତ୍ ବିଭାଗର ଅଧିକ୍ଷଣ ଯନ୍ତ୍ରୀଙ୍କ ଠାରେ ଲିଖିତ ଅଭିଯୋଗ କରିଥିବା ଜଣାଯାଇଛି ।

Previous Post

ଧାମନଗର-ଦୋବଲ-ସଣ୍ଡପୁର ପୂର୍ତ ବିଭାଗ ରାସ୍ତା କାର୍ଯ୍ୟ ଅଧାରୁ ବନ୍ଦ

Next Post

୫୫ ଗୋଟି ହସ୍ତଶିଳ୍ପକୁ ମିଳିଲା ବିଭାଗୀୟ ଅନୁମୋଦନ

FNN WEB

FNN WEB

Next Post
୫୫ ଗୋଟି ହସ୍ତଶିଳ୍ପକୁ ମିଳିଲା ବିଭାଗୀୟ ଅନୁମୋଦନ

୫୫ ଗୋଟି ହସ୍ତଶିଳ୍ପକୁ ମିଳିଲା ବିଭାଗୀୟ ଅନୁମୋଦନ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.