• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନଭେମ୍ବର ୨୪ରେ ମିଳିବ ‘ସୁଭଦ୍ରା’ ଟଙ୍କା

FNN WEB by FNN WEB
November 9, 2024
in ଓଡ଼ିଶା, ମୁଖ୍ୟ ଖବର
0
ଅଙ୍ଗନବାଡ଼ି କର୍ମୀ ପାଇବେ ସୁଭଦ୍ରା ଟଙ୍କା
0
SHARES
1
VIEWS

ଭୁବନେଶ୍ବର: ଲଣ୍ଡନ ଗସ୍ତ ଶେଷ କରି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆଗାମୀ ୨୪ ତାରିଖରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏହି ଦିନ୨୦ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ ୫ ହଜାର ଟଙ୍କା ଦିଆଯିବ। ଏଥିଲାଗି ସୁନ୍ଦରଗଡ଼ରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହେବ। ସେଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିବେ। ସେ ଆହୁରି କହିଛନ୍ତି ଯେ ଡିସେମ୍ବର ମାସରେ ଅବଶିଷ୍ଟ ମହିଳାଙ୍କୁ ‘ସୁଭଦ୍ରା’ ଯୋଜନା’ର ଟଙ୍କା ପ୍ରଦାନ କରାଯିବ। ଅଯୋଗ୍ୟ ତାଲିକାରେ ଥିବା ମହିଳାମାନଙ୍କୁ ଚିନ୍ତା କରିବାର କିଛି ନାହିଁ। ସେମାନଙ୍କର ପୁନର୍ବିଚାର କରାଯାଉଛି।
ସୁନ୍ଦରଗଡ଼ରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଆଗାମୀ ୨୪ ତାରିଖରେ ‘ସୁଭଦ୍ରା’ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଦେବେ। ଏହି ଦିନ୨୦ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ଦିଆଯିବ।। ସେ ଆହୁରି କହିଛନ୍ତି ଯେ ଡିସେମ୍ବର ମାସରେ ଅବଶିଷ୍ଟ ମହିଳାଙ୍କୁ ‘ସୁଭଦ୍ରା’ ଯୋଜନା’ର ଟଙ୍କା ପ୍ରଦାନ କରାଯିବ।

ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଥିଲେ ଯେ ଡିସେମ୍ବର ସୁଦ୍ଧା କୋଟିଏ ୨ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି ଟଙ୍କା। ଏଣେ ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ତିନିଜଣିଆ କମିଟି ଗଠିତ ହୋଇଛି। ଏହି କମିଟି ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ ଗାଇଡଲାଇନ୍ ଆଣିଛନ୍ତି। ସେ ଆହୁରି କହିଥିଲେ, ନଭେମ୍ବର ଶେଷ ସୁଦ୍ଧା ଆହୁରି ୨୦ ଲକ୍ଷ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ ସାମିଲ କରାଯିବ। ଏମାନଙ୍କୁ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ।
ଏଣେ ପୁଣି ତିଆରି ହୋଇଛି ସୁଭଦ୍ରା ଯୋଜନାର ଗାଇଡଲାଇନ୍। ତେବେ ଅଯୋଗ୍ୟ ହୋଇଥିବା ହିତାଧିକାରୀଙ୍କୁ କେମିତି ପୁଣି ଥରେ ସୁଭଦ୍ରା ଯୋଜନାରେ ସାମିଲ କରାଯିବ,ସେନେଇ ନୂଆ ଗାଇଡ଼ ଲାଇନ ଆସିଛି।

Previous Post

ରାଜ୍ୟରେ ଗୋଚର ଜମିକୁ ଜବର ଦଖଲ ମୁକ୍ତ କରାଯିବ: ମୁଖ୍ୟମନ୍ତ୍ରୀ

Next Post

୧୫ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ମୋଦୀ

FNN WEB

FNN WEB

Next Post
ମୋଦୀ ସରକାର ୩.୦: ପ୍ରଧାନମନ୍ତ୍ରୀଙ୍କ ଆଗରେ ୫ ବଡ ଆହ୍ବାନ, ନୂଆ ସେନାଧ୍ୟକ୍ଷ-ଆଇବି ମୁଖ୍ୟଙ୍କ ହେବ ଚୟନ

୧୫ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ମୋଦୀ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.