• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଉଚ୍ଚ ଶିକ୍ଷା କ୍ଷେତ୍ରରେ ଚଳିତ ଶିକ୍ଷା ବର୍ଷରୁ ପ୍ରଚଳନ ହେବ ଜାତୀୟ ଶିକ୍ଷା ନୀତି

FNN WEB by FNN WEB
November 9, 2024
in ଓଡ଼ିଶା, ମୁଖ୍ୟ ଖବର
0
ଅଗ୍ନିବୀରଙ୍କୁ ରାଜ୍ୟର ୟୁନିଫର୍ମ ସେବାରେ ମିଳିବ ୧୦% ସଂରକ୍ଷଣ: ମୁଖ୍ୟମନ୍ତ୍ରୀ
0
SHARES
0
VIEWS

ଭୁବନେଶ୍ୱର : ଉଚ୍ଚ ଶିକ୍ଷା କ୍ଷେତ୍ରରେ  ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ ମହାବିଦ୍ୟାଳୟ ଗୁଡିକରେ ଏହି ନୂତନ ଶିକ୍ଷାନୀତି ପ୍ରବର୍ତ୍ତନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ପଦକ୍ଷେପ ରାଜ୍ୟର ଶିକ୍ଷା ପ୍ରଣାଳୀରେ ଅନେକ ପରିବର୍ତ୍ତନ ଆଣିବାକୁ ଉଦ୍ଦିଷ୍ଟ ।

ନୂତନ ଶିକ୍ଷା ନୀତି 2020 ଅନୁସାରେ ଓଡିଶାରେ ଚାରି ବର୍ଷର ସ୍ନାତକ କୋର୍ସ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ପ୍ରତ୍ୟେକ ବର୍ଷ ପରେ ଯୋଗ୍ୟ ଛାତ୍ରମାନଙ୍କୁ  ସାର୍ଟିଫିକେଟ୍ , ଡିପ୍ଲୋମା , ଡିଗ୍ରି , ଏବଂ ଡିଗ୍ରି ଅନର୍ସ୍  ପ୍ରଦାନ କରା ଯିବ | ୟୂ.ଜି.ସି. ଦ୍ୱାରା ପ୍ରଦତ୍ତ କ୍ରେଡିଟ୍ ଫ୍ରେମ୍‌ୱର୍କ୍ ଆଧାରରେ  ରାଜ୍ୟସ୍ତରୀୟ କ୍ରେଡିଟ୍ ଫ୍ରେମ୍‌ୱର୍କ୍ ପ୍ରସ୍ତୁତ ହୋଇଅଛି ଏବଂ ଏଥିରେ ଦକ୍ଷତା ବିକାଶ ଏବଂ ଇଣ୍ଟର୍ଣ୍ଣସିପ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଅଛି । କମ୍ୟୁନିଟି ସର୍ଭିସ୍ ଓ extra curricular activities, ଏନ.ସି.ସି. ଏନ.ଏସ.ଏସ. ଇତ୍ୟାଦି  ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ | ଏତଦ୍ୱାରା ଛାତ୍ର ଛାତ୍ରୀ ମାନେ ନିଜ ସ୍ୱେଛା ରେ ତାଙ୍କର ବିଷୟ ଗୁଡିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ  ୭ ବର୍ଷ ଭିତରେ ତାଙ୍କର ଡିଗ୍ରୀ କୋର୍ସ କୁ ପୂର୍ଣ୍ଣ କରିପାରିବେ ।

ନୂତନ ଶିକ୍ଷା ନୀତି 2020 ଅନୁସାରେ ଓଡିଶାର ଉଚ୍ଚ ଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁଣାତ୍ମକ, ସ୍ୱାୟତ୍ତ ଏବଂ ସମାବେଶୀ କରିବାକୁ ପଦକ୍ଷେପ ନିଆଯାଉଛି। ଏଥିରେ ଭିନ୍ନ ଯୋଜନାମାନଙ୍କ ମାଧ୍ୟମରେ ଅନୁସନ୍ଧାନ ଓ ନୂତନତାକୁ ବଢ଼ାଇବା, ପ୍ରାକ୍ଟିକାଲ୍ ଆଧାରିତ ଶିକ୍ଷାକୁ ଓ ଶିଳ୍ପ ସହିତ ଇଣ୍ଟର୍ନସିପ୍ ଆଦି ଦ୍ୱାରା ନିପୁଣତା ବଢ଼ାଇବା ଲକ୍ଷ୍ୟ କରାଯାଉଛି। ପାଠ୍ୟକ୍ରମକୁ ଅଧିକ ରୋଜଗାର ଭିତ୍ତିକ ଏବଂ ଶିଳ୍ପ ଆବଶ୍ୟକତା ଅନୁଯାୟୀ କରାଯିବ । ଏଥିପାଇଁ ବର୍ତମାନ ରେ  ୪୦ଟି ସ୍ନାତକ  ମୂଳ ବିଷୟ ପାଇଁ ବିସ୍ତୃତ ମଡେଲ୍ ସିଲାବସ୍ ସହିତ ୨ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ, ୧୧୨ଟି multi disciplinary ପାଠ୍ୟକ୍ରମ, ୧୪ଟି ଧନ୍ଦା ମୂଳକ ପାଠ୍ୟକ୍ରମ, ୫୬ଟି ମୂଲ୍ୟ ଯୁକ୍ତ ପାଠ୍ୟକ୍ରମ ଏବଂ ୮୪ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ ଅନୁମୋଦନ କରାଯାଇଛି। ଏହା ଦ୍ୱାରା  ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱ ବିଦ୍ୟାଳୟ ଗୁଡିକ ନୂତନ ସିଲାବସ୍ ଓ କ୍ରେଡିଟ୍ ଫ୍ରେମ୍‌ୱର୍କ୍  ଅନୁଯାୟୀ ଜାତୀୟ ଶିକ୍ଷାନୀତି ଲାଗୁ କରିପାରିବେ ।

Previous Post

ହୋମଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ

Next Post

ପୁଣି ଚାନ୍ଦବାଲିରେ ଲଜ୍ଜା, ପୋଲିସ ର ବର୍ବରତା

FNN WEB

FNN WEB

Next Post
ପୁଣି ଚାନ୍ଦବାଲିରେ ଲଜ୍ଜା, ପୋଲିସ ର ବର୍ବରତା

ପୁଣି ଚାନ୍ଦବାଲିରେ ଲଜ୍ଜା, ପୋଲିସ ର ବର୍ବରତା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.