• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କରଂଜମାଳରେ ଦଳିତ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

FNN WEB by FNN WEB
November 11, 2024
in ଓଡ଼ିଶା
0
କରଂଜମାଳରେ ଦଳିତ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ
0
SHARES
1
VIEWS

ମାମଲା ରୁଜୁ ପରେବି ପୁଲିସ ନିଷ୍କ୍ରିୟ
ଭଦ୍ରକ: ଦଳିତ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ମାମଲା ରୁଜୁକୁ ସପ୍ତାହେ ବିତି ଯାଇଥିଲେ ମଧ୍ୟ ପୋଲିସ ହାତ ଖାଲି । ଏହାର ସୁଯୋଗରେ ଅଭିଯୁକ୍ତମାନେ ପୂନଶ୍ଚ ଧମକ ଚମକ ଦେଉଥିବା ଅଭିଯୋଗ ହୋଇଛି । ଏଭଳି ସଂଗୀନ ଘଟଣା ପଦାକୁ ଆସିଛି ଭଦ୍ରକ ଜିଲ୍ଲା ବାଂଶଡା ଥାନା କରଞ୍ଜମାଳ ଫାଣ୍ଡିଧିନ ସରସ୍ୱତୀ ଗାଁରୁ । ଏହି ଗାଁ ଅଭୟ ମାଝୀଙ୍କ ସ୍ତ୍ରୀ ସଞ୍ଜିତା ମାଝୀଙ୍କୁ ଅପରପକ୍ଷ ପଂଚାନନ ବେହେରା ଓ ତାଙ୍କ ସ୍ତ୍ରୀ ସୁଶାନ୍ତିଲତା ବିଶ୍ୱାଳ ମିଳିତଭାବେ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଅଭୟଙ୍କ ଘର ସମ୍ମୁଖରେ ସରକାରୀ ଜାଗାକୁ ଅପରପକ୍ଷ ବାଡ ବୁଜିଥିଲେ । ଯାହାର ପ୍ରତିବାଦ କରିବାରୁ ଅପରପକ୍ଷ ସୁଶାନ୍ତିଲତାଙ୍କୁ ଜାତିଗୋତ୍ର ଉଠାଇ ଗାଳି ଗୁଲଜ କରିବା ସହିତ ମରଣାନ୍ତକ ଆକ୍ରମଣ କରିଥିଲେ । ସୁଶାନ୍ତିଲତାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତାକ୍ତ ହୋଇଥିଲା ଏବଂ ସେମାନେ ଫାଣ୍ଡିକୁ ଯାଇଥିଲେ ଏତଲା ଦେବାକୁ । ପୋଲିସ ତୁରନ୍ତ ସେମାନଙ୍କୁ ଗାଡିଯୋଗେ ବାସୁଦେବପୁର ମେଡିକାଲକୁ ପଠାଇ ଦେଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ସୁଶାନ୍ତିଲତାଙ୍କୁ ଭଦ୍ରକ ସ୍ଥାନାନ୍ତର କରାଯାଇଥିଲା । ତେବେ ନଭେମ୍ବର ମାସ ୧ ତାରିଖରେ ଅଭୟ ବାଂଶଡା ଥାନାରେ ଏତଲା ଦେଇଥିଲେ ଏବଂ ୪ ତାରିଖରେ ପୋଲିସକୁ ଭେଟିବାରୁ ପୁରୁଣା ଏତଲା ଚଳିବ ନାହିଁ ଏବଂ ନୂଆକରି ଏତଲା ଦେବାକୁ ବାଧ୍ୟ କରାଯାଇଥିଲା । ଯାହାକୁ ନେଇ ଅଭୟ ପୂନଶ୍ଚ ଏତଲା ଦେଇଥିଲେ । ହେଲେ ଅଭିଯୁକ୍ତମାନଙ୍କ ବିରୋଧରେ ପଦକ୍ଷେପ ନେବା ଦୂରର କଥା ଏତଲା ମୂଳେ ଯେଉଁ ଦଫା ଦେବା କଥା ତାହା ନକରି ପୋଲିସ ଅଭିଯୁକ୍ତମାନଙ୍କୁ ଖସେଇ ଦେବା ଲାଗି କୋହଳ ଦଫା ଲଗେଇଥିବା ସୋମବାର ଚାନ୍ଦବାଲି ଏସଡିପିଓ କାର୍ତିକ ଚନ୍ଦ୍ର ମଲ୍ଲିକଙ୍କୁ ଭେଟି ଗୁହାରୀ କରିଛନ୍ତି । ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେଉଛି ଏବଂ ଆଇନ୍ ଅନୁଯାଇ ନିଶ୍ଚୟ ବିହିତ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ମଲ୍ଲିକ ପ୍ରତିଶୃତି ଦେଇଥିବା ଜଣାଯାଇଛି।

Previous Post

କିଟ୍‍ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟଙ୍କୁ ମିସ୍‍ ଟିନ୍‍ ୟୁନିଭର୍‍ସ ମୁକୁଟ

Next Post

କାର୍ତିକମାସ ସୋମବାର ଓ ପଂଚକବ୍ରତ ପାଇଁ ଆଖଣ୍ଡଳମଣିଙ୍କ ପୀଠରେ ଭକ୍ତଙ୍କ ଭିଡ

FNN WEB

FNN WEB

Next Post
କାର୍ତିକମାସ ସୋମବାର ଓ ପଂଚକବ୍ରତ ପାଇଁ ଆଖଣ୍ଡଳମଣିଙ୍କ ପୀଠରେ ଭକ୍ତଙ୍କ ଭିଡ

କାର୍ତିକମାସ ସୋମବାର ଓ ପଂଚକବ୍ରତ ପାଇଁ ଆଖଣ୍ଡଳମଣିଙ୍କ ପୀଠରେ ଭକ୍ତଙ୍କ ଭିଡ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.