• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୨୦୨୫ ପାଇଁ ପ୍ରକାଶ ପାଇଲା ସରକାରୀ ଛୁଟି ତାଲିକା

FNN WEB by FNN WEB
November 12, 2024
in ଓଡ଼ିଶା, ମୁଖ୍ୟ ଖବର
0
ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ
0
SHARES
1
VIEWS

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ମଙ୍ଗଳବାର ୨୦୨୫ ମସିହା ପାଇଁ ଛୁଟି କ୍ୟାଲେଣ୍ଡର ଜାରି କରିଛନ୍ତି। ୨୦୨୫ ଇଂରାଜୀ ବର୍ଷରେ ରାଜ୍ୟ ସରକାରଙ୍କ କର୍ମଚାରୀଙ୍କୁ ୨୬ଟି ସରକାରୀ ଛୁଟିଦିନ ଓ ୮ଟି ଇଚ୍ଛାଧୀନ ଛୁଟି(ଯେକୌଣସି ଗୋଟିଏ ଦିନ) ମିଳିବ। ଅବଶ୍ୟ ଏହି ସମସ୍ତ ଛୁଟିରେ ରବିବାର, ଦ୍ୱିତୀୟ ଓ ଚତୁର୍ଥ ଶନିବାର ସାମିଲ ନାହିଁ। ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୨୫ ମସିହା ପାଇଁ ଜାରି ଛୁଟି କ୍ୟାଲେଣ୍ଡର ସମସ୍ତ ସରକାରୀ ଅଫିସ୍ ଓ ରେଭିନ୍ୟୁ ଓ ମାଜିଷ୍ଟ୍ରେଟ୍ କୋର୍ଟ ପାଇଁ ପ୍ରଯୁଜ୍ୟ। ଏହି ୨୬ଟି ସରକାରୀ ଛୁଟି ନୂଆବର୍ଷରେ ମକରସଂକ୍ରାନ୍ତିରୁ ଆରମ୍ଭ ହୋଇ ଏକ୍ସମାସ୍ ଡେ’ ପର୍ଯ୍ୟନ୍ତ ରହିଛି । ଏହି ଛୁଟି ବ୍ୟତୀତ ସରକାରୀ କର୍ମଚାରୀମାନେ ଅତିରିକ୍ତ ଭାବେ ଗୋଟିଏ ଦିନ ଛୁଟି(୮ଟି ଇଚ୍ଛାଧୀନ ଛୁଟିଦିନ ମଧ୍ୟରୁ ଯେକୌଣସି ଗୋଟିଏ) ନେଇପାରିବେ।

୨୦୨୫ କ୍ୟାଲେଣ୍ଡର ବର୍ଷରେ ଯେଉଁ ୮ଟି ଇଚ୍ଛାଧୀନ ଛୁଟି ରହିଛି ସେଗୁଡ଼ିକ ହେଲା- ଜାନୁୟାରୀ ୬ରେ ଗୁରୁଗୋବିନ୍ଦ ସିଂ ଜୟନ୍ତୀ, ମାର୍ଚ୍ଚ ୨୮ରେ ଶବ-ଇ-କାଦର, ଏପ୍ରିଲ ୧୯ରେ ଇଷ୍ଟର ଶଟରଡେ, ମେ’ ୨୨ରେ ରାଜାରାମ ମୋହନ ରାୟ ଜୟନ୍ତୀ, ଜୁଲାଇ ୫ରେ ବାହୁଡ଼ା ଯାତ୍ରା, ଅକ୍ଟୋବର ୩୧ରେ ଅଁଳା ନବମୀ, ନଭେମ୍ବର ୧୨ରେ ପ୍ରଥମାଷ୍ଟମୀ ଓ ଡିସେମ୍ବର ୨୧ରେ ଖ୍ରୀଷ୍ଟମାସ୍ ପର୍ବ । ଏହି ସମସ୍ତ ଛୁଟିଦିନ ମଧ୍ୟରୁ ଯେକୌଣସି ଗୋଟିଏ ଦିନକୁ ରାଜ୍ୟ କର୍ମଚାରୀମାନେ ନିଜର ଇଚ୍ଛାଧୀନ ଛୁଟି ଭାବେ ନେଇପାରିବେ ।

ସେହିପରି ୯ଟି ଛୁଟି ରବିବାର, ଦ୍ୱିତୀୟ ଓ ଚତୁର୍ଥ ଶନିବାର ପଡ଼ୁଛି । ଜାନୁୟାରୀ ୨୫ରେ ବ୍ରାହ୍ମସମାଜ ପ୍ରତିଷ୍ଠା ଦିବସ(ଚତୁର୍ଥ ଶନିବାର), ଜାନୁୟାରୀ ୨୬ରେ ସାଧାରଣତନ୍ତ୍ର ଦିବସ (ରବିବାର), ଫେବୃୟାରୀ ୨ରେ ବସନ୍ତ ପଂଚମୀ(ରବିବାର), ଏପ୍ରିଲ ୬ରେ ଶ୍ରୀରାମ ନବମୀ(ରବିବାର), ଜୁନ୍ ୧୪ରେ ପହଲି ରଜ(ଦ୍ୱିତୀୟ ଶନିବାର), ଜୁନ୍ ୧୫ ରଜ ସଂକ୍ରାନ୍ତି(ରବିବାର), ଜୁଲାଇ ୬ରେ ମହରମ(ରବିବାର), ଅଗଷ୍ଟ ୯ରେ ଝୁଲଣ ପୂର୍ଣ୍ଣିମା(ଦ୍ୱିତୀୟ ଶନିବାର) ଓ ସେପ୍ଟେମ୍ବର ୨୧ରେ ମହାଳୟା(ରବିବାର) ପଡ଼ୁଛି ।

ସେହିପରି ୨୦୨୫ କ୍ୟାଲେଣ୍ଡର ବର୍ଷରେ ଜାନୁୟାରୀ ୧୪ରେ ମକର ସଂକ୍ରାନ୍ତି, ୨୩ରେ ସୁବାସଚନ୍ଦ୍ର ବୋଷ/ବୀରସୁରେନ୍ଦ୍ର ସାଏ ଜୟନ୍ତୀ, ଫେବୃୟାରୀ ୨୬ରେ ମହାଶିବରାତ୍ରି, ମାର୍ଚ୍ଚ ୫ରେ ପଂଚାୟତିରାଜ ଦିବସ, ୧୪ରେ ଦୋଳପୂର୍ଣ୍ଣିମା, ୧୫ରେ ହୋଲି, ୩୧ରେ ଇଦ-ଉଲ-ଫିତର, ଏପ୍ରିଲ ୧ରେ ଉତ୍କଳ ଦିବସ, ୧୪ରେ ମହାବିଷୁବ ସଂକ୍ରାନ୍ତି/ବିଆର ଆମ୍ବେଦକର ଜୟନ୍ତୀ, ୧୮ରେ ଗୁଡଫ୍ରାଇଡେ, ମେ’ ୧୨ରେ ବୁଦ୍ଧପୂର୍ଣ୍ଣିମା/ପଣ୍ଡିତ ରଘୁନାଥ ମୁର୍ମୁ ଜୟନ୍ତୀ, ୨୭ରେ ସାବିତ୍ରୀ ଅମାବାସ୍ୟା, ଜୁନ୍ ୭ରେ ଇଦ-ଉଲ-ଜୁହା, ୨୭ରେ ରଥଯାତ୍ରା, ଅଗଷ୍ଟ ୧୫ରେ ସ୍ୱାଧୀନତା ଦିବସ/ଜନ୍ମାଷ୍ଟମୀ, ୨୭ରେ ଗଣେଶ ପୂଜା, ୨୮ରେ ନୂଆଖାଇ, ସେପ୍ଟେମ୍ବର ୫ରେ ପ୍ରଫେଟ୍ ମହମ୍ମଦ ଜୟନ୍ତୀ, ୨୯ରେ ମହାସପ୍ତମୀ, ୩୦ରେ ମହାଅଷ୍ଟମୀ, ଅକ୍ଟୋବର ୧ରେ ମହାନବମୀ, ୨ରେ ବିଜୟା ଦଶମୀ/ଗାନ୍ଧି ଜୟନ୍ତୀ, ୭ରେ କୁମାର ପୂର୍ଣ୍ଣିମା, ୨୧ରେ ଦୀପାବଳି, ନଭେମ୍ବର ୫ରେ ରାସପୂର୍ଣ୍ଣିମା ଓ ଡିସେମ୍ବର ୨୫ରେ ଏକ୍ସମାସ ଡେ ପାଇଁ ସରକାରୀ ଛୁଟି ରହିବ।

Previous Post

କିମ୍‍ସରେ ଉପଲବ୍‍ଧ ହେଲା ୩ଡି ଡିଜିଟାଲ୍‍ ମାମୋଗ୍ରାଫି ଯନ୍ତ୍ର

Next Post

ଶ୍ରୀମନ୍ଦିରକୁ ପଶିଲେ ଅଣହିନ୍ଦୁ ମହିଳା: ଚୀନ୍‌ର ନାଗରିକ ହୋଇଥିବା ସନ୍ଦେହ

FNN WEB

FNN WEB

Next Post
୧୮ ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ: ଦିନ ଗୋଟାଏରୁ ସର୍ବସାଧାରଣ ଦର୍ଶନ ବନ୍ଦ

ଶ୍ରୀମନ୍ଦିରକୁ ପଶିଲେ ଅଣହିନ୍ଦୁ ମହିଳା: ଚୀନ୍‌ର ନାଗରିକ ହୋଇଥିବା ସନ୍ଦେହ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.