• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ନୂଆଦିଲ୍ଲୀରେ ଶକ୍ତି ମନ୍ତ୍ରୀଙ୍କ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ. ଭି. ସିଂହଦେଓଙ୍କ ଯୋଗଦାନ

FNN WEB by FNN WEB
November 12, 2024
in ଓଡ଼ିଶା, ମୁଖ୍ୟ ଖବର
0
ନୂଆଦିଲ୍ଲୀରେ ଶକ୍ତି ମନ୍ତ୍ରୀଙ୍କ ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ. ଭି. ସିଂହଦେଓଙ୍କ ଯୋଗଦାନ
0
SHARES
1
VIEWS

ଶକ୍ତି କ୍ଷେତ୍ରର ଯୋଜନା ଓ ଓଡ଼ିଶାର ଲକ୍ଷ୍ୟ ନେଇ ଦିଲ୍ଲୀରେ ଉପସ୍ଥାପନ

ଭୁବନେଶ୍ୱର: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ଏବଂ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ନୂଆଦିଲ୍ଲୀର ଯଶୋଭୂମି ଠାରେ ଶକ୍ତିମନ୍ତ୍ରୀଙ୍କ ସମ୍ମିଳନୀରେ ଯୋଗ ଦେଇଛନ୍ତି । ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ ମଧ୍ୟ ସମ୍ମିଳନୀରେ ଉପସ୍ଥିତ ଥିଲେ । ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ନୂଆଦିଲ୍ଲୀରେ ଶକ୍ତିମନ୍ତ୍ରୀଙ୍କ ସମ୍ମିଳନୀରେ ଓଡ଼ିଶାର ଶକ୍ତି କ୍ଷେତ୍ରକୁ ସୁଦୃଢ କରିବାକୁ ଥିବା ଯୋଜନା ବିଷୟରେ ଉପସ୍ଥାପନ କରିଥିଲେ । ଶକ୍ତି କ୍ଷେତ୍ରରେ ସଂସ୍କାର ଆଣିବାରେ ଓଡ଼ିଶାର ନେତୃତ୍ୱ ତଥା ଭାରତର ସବୁଜ ଶକ୍ତି ଲକ୍ଷ୍ୟକୁ ନେଇ ଅଗ୍ରଗତି କରୁଥିବାବେଳେ ଏହାର ଶକ୍ତି ଭିତ୍ତିଭୂମି ଆଧୁନିକୀକରଣ ପାଇଁ ପ୍ରତିବଦ୍ଧତା ଉପରେ ଶ୍ରୀ ସିଂହ ଦେଓ ଆଲୋକପାତ କରିଛନ୍ତି । ବିଦ୍ୟୁତ ବିତରଣରେ ପବ୍ଲିକ – ପ୍ରାଇଭେଟ ପାର୍ଟନରସିପ୍‌ (ପିପିପି) ମଡେଲଗୁଡିକର ସଫଳ ରୂପାୟନ ରାଜ୍ୟର ଚାରୋଟି ବିଦ୍ୟୁତ ବିତରଣ କମ୍ପାନୀଙ୍କ କାର୍ଯ୍ୟ ଦକ୍ଷତା ଓ ଆର୍ଥିକ କ୍ଷମତାକୁ ସୁଦୃଢ କରିଛି । ଶକ୍ତି ମନ୍ତ୍ରାଳୟର ମୂଲ୍ୟାୟନ ଅନୁଯାୟୀ ଶ୍ରେଷ୍ଠ ୧୦ ପ୍ରଦର୍ଶନକାରୀଙ୍କ ମଧ୍ୟରେ ଟିପିସିଓଡ଼ିଏଲ, ଟିପୀଡବ୍ଲìଓଡ଼ିଏଲ, ଟିପିଏନଓଡିଏଲ ସ୍ଥାନ ପାଇଛନ୍ତି । ଶକ୍ତି କ୍ଷେତ୍ର ସଂସ୍କାରରେ ଏହି ସଫଳତା ଓଡ଼ିଶାକୁ ଅଗ୍ରଣୀ ମାନ୍ୟତା ପ୍ରଦାନ କରିଛି । ପୁନରୁଦ୍ଧାର ବିତରଣ କ୍ଷେତ୍ର ଯୋଜନା (ଆରଡିଏସଏସ) ଅନ୍ତର୍ଗତ ୩୦୬୯ କୋଟି ଟଙ୍କାର ପ୍ରାକୃତିକ ବିପର୍ଯ୍ୟୟ ନିରୋଧୀ ବିଦ୍ୟୁତ ଭିତ୍ତିଭୂମି ପ୍ରସ୍ତାବ କେନ୍ଦ୍ର ସରକାରଙ୍କ ଦ୍ୱାରା ସମୀକ୍ଷା କରାଯାଉଛି ବୋଲି ଶ୍ରୀ ସିଂହଦେଓ କହିଛନ୍ତି । ରାଜ୍ୟର ବିଦ୍ୟୁତ ଉପଭୋକ୍ତା ଅଧିକାର ନିୟମ ୨୦୨୦ କୁ ଓଡ଼ିଶା ସକ୍ରିୟ ଭାବେ କାର୍ଯ୍ୟକାରୀ କରୁଛି ଏବଂ ପିଏମ୍‌-ସୂର୍ଯ୍ୟଘର ଯୋଜନାକୁ ଅଧିକ ସୁଲଭ କରିବା ନିମନ୍ତେ ଓଡ଼ିଶା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଚିନ୍ତା କରୁଛି ।

ଓଡ଼ିଶା ୮୮୫୬ ମେଗାାଟ ବିଦ୍ୟୁତ ଉତ୍ପାଦନ କରି ନାଗରିକଙ୍କ ଶକ୍ତି ନିରାପତ୍ତାକୁ ସୁନିଶ୍ଚିତ କରିଛି ଏବଂ ୨୦୩୦ ସୁଦ୍ଧା ୧୫୬୦୩ ମେଗାାଟ ଶକ୍ତି ଯୋଡ଼ିବାକୁ ଲକ୍ଷ୍ୟ ରଖିଛି । ସେଥି ମଧ୍ୟରୁ ଅଧାରୁ ଅଧିକ ଅକ୍ଷୟ ଶକ୍ତିର ଉତ୍ସରୁ ପ୍ରସ୍ତୁତ ହେବ । ୨୦୩୦ ସୁଦ୍ଧା ରାଜ୍ୟର ଅକ୍ଷୟ ଶକ୍ତି କ୍ଷମତା ୧୦,୦୦୦ ମେଗାୱାଟ କରିବା ପାଇଁ ଯୋଜନା ପ୍ରସ୍ତୁତ ହେଉଛି ବୋଲି ମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି । ଶକ୍ତି ସରଂକ୍ଷଣକୁ ପ୍ରାଥମିକତା ଦେଇ ଓଡ଼ିଶା ୧୦,୦୦୦ ମେଗାାଟ କ୍ଷମତା ବିଶିଷ୍ଟ ପିଏସପି ପ୍ଳାଣ୍ଟ ପାଇଁ ଯୋଜନା କରୁଛି । ଏହି ପ୍ରକଳ୍ପଗୁଡିକୁ ଆର୍ଥିକ ଦୃଷ୍ଟିରୁ କାର୍ଯ୍ୟକ୍ଷମ କରିବା ପାଇଁ ବ୍ୟାଟେରୀ ଏନର୍ଜି ଷ୍ଟୋରେଜ ସିଷ୍ଟମ (ବିଏସଏସ) ଏବଂ ପିଏସପି ପ୍ରକଳ୍ପ ପାଇଁ କେନ୍ଦ୍ରୀୟ ସହାୟତା ବୃଦ୍ଧି କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି ।

ରିନେବୁଲ ଏନର୍ଜି ପ୍ରକଳ୍ପଗୁଡ଼ିକୁ ଜାତୀୟ ଗ୍ରୀଡ୍‌ ସହିତ ସଂଯୋଗ କରିବା ପାଇଁ ଗ୍ରୀନ ଏନର୍ଜି କରିଡରର ତୃତୀୟ ସୋପାନରେ କେନ୍ଦ୍ରୀୟ ସହାୟତା ପାଇଁ ଅନୁରୋଧ କରିଛନ୍ତି । ସାରା ରାଜ୍ୟରେ ନିର୍ଭରଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ ନିମନ୍ତେ ଆବଶ୍ୟକ ପ୍ରମୁଖ ପ୍ରକଳ୍ପଗୁଡିକର ତ୍ୱରିତ ପରିବେଶ ମଞ୍ଜୁରୀ ବିଷୟରେ ମଧ୍ୟ ସମ୍ମିଳନୀରେ ଶ୍ରୀ ସିଂହଦେଓ ଆଲୋକପାତ କରିଥିଲେ । ଦକ୍ଷ ତଥା ସ୍ଥାୟୀ ଶକ୍ତି ପରିଚାଳନା ପାଇଁ ଓଡ଼ିଶା ଉଦାହରଣ ସାଜିଛି । ଲୋ କାର୍ବନ ଭବିଷ୍ୟତକୁ ଦୃଷ୍ଟିରେ ରଖି ବିଦ୍ୟୁତ ଉତ୍ପାଦନ ପାଇଁ ଜୀବାଶ୍ମ ଇନ୍ଧନ ଉପରେ ନିର୍ଭରଶୀଳତା ହ ୍ରାସ ଏବଂ ଅକ୍ଷୟ ଶକ୍ତିର ବ୍ୟବହାର ବୃଦ୍ଧି କରିବାକୁ ଓଡ଼ିଶା ପ୍ରତିଶ୍ରୁତିବଦ୍ଧ । ଶକ୍ତି କ୍ଷେତ୍ରରେ ସଂସ୍କାର, ସୁଦୃଢ ଭିତ୍ତିଭୂମି, ପ୍ରଗତିଶୀଳ ରଣନୀତି, ରିନେବୁଲ ଏନର୍ଜିରେ ପୁଞ୍ଜି ବିନିଯୋଗ ମାଧ୍ୟମରେ ଓଡ଼ିଶା ସମଗ୍ର ଭାରତର ଶକ୍ତି କ୍ଷେତ୍ରର ପରିବର୍ତ୍ତନରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବାକୁ ଯାଉଛି ।

Previous Post

ଶ୍ରୀମନ୍ଦିରକୁ ପଶିଲେ ଅଣହିନ୍ଦୁ ମହିଳା: ଚୀନ୍‌ର ନାଗରିକ ହୋଇଥିବା ସନ୍ଦେହ

Next Post

ଭୁବନେଶ୍ବରରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ

FNN WEB

FNN WEB

Next Post
ଭୁବନେଶ୍ବରରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ବରରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.