• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ମନୋରଞ୍ଜନ

ରିଲିଜ୍ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା-୨’ର ଟିଜର,

FNN WEB by FNN WEB
April 8, 2024
in ମନୋରଞ୍ଜନ, ମୁଖ୍ୟ ଖବର
0
ରିଲିଜ୍ ହେଲା ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା-୨’ର ଟିଜର,
0
SHARES
2
VIEWS

ନୂଆଦିଲ୍ଲୀ: ତେଲୁଗୁ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ନିଜ ଜନ୍ମଦିନରେ ତାଙ୍କ ପ୍ରଶଂସକଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଅଭିନେତାଙ୍କ ଆଗାମୀ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା-୨’ର ଟିଜର ରିଲିଜ୍ କରିଛନ୍ତି ନିର୍ମାତା, ଯାହା ଏବେ ଭାଇରାଲ ହେବାରେ ଲାଗିଛି। ମୈତ୍ରି ମୁଭି ମେକର୍ସର ୟୁଟ୍ୟୁବ ଚ୍ୟାନେଲରେ ଟିଜର ରିଲିଜ୍ କରାଯାଇଛି। କିଛି ମାସ ତଳେ ଫିଲ୍ମର ପୋଷ୍ଟର ରିଲିଜ୍ କରିଥିଲେ ନିର୍ମାତା। ଏଥିରେ ଅଲ୍ଲୁଙ୍କ ଲୁକ୍ ସାମ୍ନାକୁ ଆସିଥିଲା। ଏବେ ଭିଡିଓରେ ତାଙ୍କୁ ସେହି ଲୁକରେ ଆକ୍ସନ କରୁଥିବାରୁ ଦେଖି ଦର୍ଶକଙ୍କ ଉତ୍ସାହ ବଢ଼ିଛି।

‘ପୁଷ୍ପା: ଦି ରାଇଜ’ର କାହାଣୀ ଓ ଡାଏଲଗ୍ ଉଭୟ ବ୍ଲକବଷ୍ଟର ଥିବା ବେଳେ ‘ପୁଷ୍ପା: ଦି ରୁଲ୍’ ତା’ଠାରୁ ଅଧିକ ଲୋକପ୍ରିୟ ହେବ ବୋଲି ଟିଜର ପ୍ରମାଣ କରିଛି। ଟିଜରରେ ଦେଖାଯାଇଛି ଯେ, ଅଲ୍ଲୁ ଅର୍ଜୁନ ଶାଢ଼ି ପିନ୍ଧିବା ସହ ପାଦରେ ଘୁଙ୍ଗୁର ପିନ୍ଧିଛନ୍ତି। ଏହା ସହ ବେକରେ ଫୁଲ ମାଳ ପକାଇ ସେ ଗୁଣ୍ଡାମାନଙ୍କୁ ମାଡ଼ ମାରୁଥିବା ଦେଖାଯାଇଛି। ଟିଜରେ ଅଲ୍ଲୁ ମା’ କାଳିଙ୍କ ଅବତାରରେ ନଜର ଆସୁଛନ୍ତି, ଯାହା ଦର୍ଶକଙ୍କ ଲୋମଟାଙ୍କୁରି ଦେଇଛି।

‘ପୁଷ୍ପା ୨’ ଅଗଷ୍ଟ ୧୫ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଥିବା ବେଳେ ଏହାର ପ୍ରଥମ ଟିଜର ଦର୍ଶକଙ୍କ ମନରେ ଚଳଚ୍ଚିତ୍ରକୁ ନେଇ ଉତ୍ସାହ ବଢ଼ାଇ ଦେଇଛି। ସୁକୁମାରଙ୍କ ନିର୍ଦ୍ଦେଶିତ ‘ପୁଷ୍ପା-୨: ଦିରୁଲ’ରେ ଅଲ୍ଲୁ ଅର୍ଜୁନ, ରଶ୍ମିକା ମନ୍ଦାନା, ଫହାଦ ଫସିଲ ପ୍ରମୁଖ ଅଭିନୟ କରିଛନ୍ତି। ଏହି ଫିଲ୍ମର ପ୍ରଯୋଜନା କରିଛନ୍ତି ମୈତ୍ରି ମୁଭି ମେକର୍ସ।

Previous Post

ହୋଇନାହିଁ ବ୍ରେକ୍‌-ଅପ୍‌

Next Post

ଦ୍ବିତୀୟ ପର୍ଯ୍ୟାୟରେ ୨୧ ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେପି

FNN WEB

FNN WEB

Next Post
ଦ୍ବିତୀୟ ପର୍ଯ୍ୟାୟରେ ୨୧ ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେପି

ଦ୍ବିତୀୟ ପର୍ଯ୍ୟାୟରେ ୨୧ ବିଧାନସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେପି

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.