• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଅଚ୍ୟୁତ ସାମନ୍ତଙ୍କୁ ଏଫ୍‍ଆଇଭିବି ଗ୍ରାଣ୍ଡ କ୍ରସ୍‍ ସମ୍ମାନ

FNN WEB by FNN WEB
November 17, 2024
in ଓଡ଼ିଶା, ମୁଖ୍ୟ ଖବର
0
ଅଚ୍ୟୁତ ସାମନ୍ତଙ୍କୁ ଏଫ୍‍ଆଇଭିବି ଗ୍ରାଣ୍ଡ କ୍ରସ୍‍ ସମ୍ମାନ
0
SHARES
4
VIEWS

ଭୁବନେଶ୍ୱର: କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ୍‍ ଫେଡେରେସନ୍‍ (ଏଫ୍‍ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ କ୍ରସ୍‍ ସମ୍ମାନ’ ପ୍ରଦାନ କରାଯାଇଛି । ନଭେମ୍ବର ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ତିନିଦିନ ବ୍ୟାପୀ ପର୍ତ୍ତୁଗାଲର ପର୍ତ୍ତୋଠାରେ ଚାଲିଥିବା ୩୯ତମ ଏଫ୍‍ଆଇଭିବି ବିଶ୍ୱ କଂଗ୍ରେସ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । କ୍ରୀଡ଼ା ବିଶେଷ କରି ଭଲିବଲ୍‍ର ବିକାଶ ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ଏଫ୍‍ଆଇଭିବି ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ସମ୍ମାନ ପ୍ରଦାନ ସମାରୋହରେ ୨୨୨ଟି ଦେଶରୁ ଆସିଥିବା ଭଲିବଲ୍‍ ସଂଘର ସଭାପତି ତଥା ଅନ୍ୟାନ୍ୟ ପ୍ରତିନିଧିଙ୍କ ଉପସ୍ଥିତିରେ ଏଫ୍‍ଆଇଭିବି ସଭାପତି ଡ. ଆରି ଗ୍ରାସା ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ । ନିକଟରେ ଗ୍ରାସା କିଟ୍‍ ଓ କିସ୍‍ ପରିଦର୍ଶନରେ ଆସିଥିବା ବେଳେ ଏଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଶ୍ରୀ ସାମନ୍ତଙ୍କୁ ଏଫ୍‍ଆଇଭିବି ଗ୍ରାଣ୍ଡ କ୍ରସ ସମ୍ମାନ ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ । ପରେ ୩୯ତମ ଏଫ୍‍ଆଇଭିବି ବିଶ୍ୱ କଂଗ୍ରେସ ଚାଲିଥିବା ବେଳେ ଶ୍ରୀ ସାମନ୍ତଙ୍କୁ ଏଫ୍‍ଆଇଭିବି ପକ୍ଷରୁ ସ୍ୱତନ୍ତ୍ର ନିମନ୍ତ୍ରଣ କରାଯାଇ ସମ୍ମାନୀତ କରାଯାଇଥିଲା ।

ସୂଚନାଯୋଗ୍ୟ ଗ୍ରାଣ୍ଡ କ୍ରସ୍‍ ସମ୍ମାନ ହେଉଛି ଏଫ୍‍ଆଇଭିବିର ସର୍ବୋଚ୍ଚ ସମ୍ମାନ । ଭଲିବଲ୍‍ ତଥା କ୍ରୀଡ଼ାର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ଶ୍ରୀ ସାମନ୍ତଙ୍କୁ୍‍ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହି ଅବସରରେ ଉପସ୍ଥିତ ୨୨୨ଟି ଦେଶର ଭଲିବଲ୍‍ ସଂଘର ମୁଖ୍ୟମାନେ ଶ୍ରୀ ସାମନ୍ତଙ୍କ କାର୍ଯ୍ୟର ଭୂୟସୀ ପ୍ରଶଂସା କରିଥିଲେ ।

ନିଜ ପ୍ରତିକ୍ରିୟାରେ ଶ୍ରୀ ସାମନ୍ତ କହିଛନ୍ତି, ୨୨୨ଟି ଦେଶର ପ୍ରତିନିଧିଙ୍କ ମଧ୍ୟରୁ ମୋତେ ଚିହ୍ନଟ କରି ଏଫ୍‍ଆଇଭିବିର ଅନୁମୋଦନ ପରେ ଏହାର ସର୍ବୋଚ୍ଚ ସମ୍ମାନ ମୋତେ ଅତି ସ୍ନେହରେ ପ୍ରଦାନ କରାଯାଇଥିବାରୁ ଏହି ସମ୍ମାନ ପାଇଁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ଋଣୀ । ଏହାର ଶ୍ରେୟ ସେ ଭଗବାନଙ୍କୁ ଦେଇଛନ୍ତି । ଏହା ସହିତ ଏହି ସମ୍ମାନକୁ ସେ ଭାରତର ସମସ୍ତ କ୍ରୀଡ଼ା ଓ କ୍ରୀଡ଼ାବିତ୍‍ ଓ ବିଶେଷ କରି ଓଡ଼ିଶାର କ୍ରୀଡ଼ା ଓ କ୍ରୀଡ଼ାବିତ୍‍ ତଥା କିଟ୍‍ ଓ କିସ୍‍କୁ ଉତ୍ସର୍ଗ କରିଛନ୍ତି ।

Previous Post

ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା ବୈଠକ

Next Post

ଆରପାରିରେ ସମୀର ଦେ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ

FNN WEB

FNN WEB

Next Post
ଆରପାରିରେ ସମୀର ଦେ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ

ଆରପାରିରେ ସମୀର ଦେ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.