• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଦକ୍ଷତା ଵିକାଶ ପାଇଁ ସିଙ୍ଗାପୁର ସ୍ଥିତ ଆଇଟିଇଇଏସ ସହ ନବୀନ ସରକାରଙ୍କ ସମୟରେ ଚୁକ୍ତିବଦ୍ଧ ହୋଇଥିଲା: ବିଜେଡି

FNN WEB by FNN WEB
November 19, 2024
in ଓଡ଼ିଶା, ମୁଖ୍ୟ ଖବର
0
ଦକ୍ଷତା ଵିକାଶ ପାଇଁ ସିଙ୍ଗାପୁର ସ୍ଥିତ ଆଇଟିଇଇଏସ ସହ ନବୀନ ସରକାରଙ୍କ ସମୟରେ ଚୁକ୍ତିବଦ୍ଧ ହୋଇଥିଲା: ବିଜେଡି
0
SHARES
2
VIEWS

ଦକ୍ଷତା ଵିକାଶ ପାଇଁ ନବୀନ ସରକାରଙ୍କ ଉଦ୍ୟମ ଦେଶରେ ପ୍ରଥମ ଥିଲା
ଭୁବନେଶ୍ୱର : ବିଜୁ ଜନତା ଦଳ ତରଫରୁ ଶଙ୍ଖଭଵନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ କହିଛନ୍ତି ଯେ, ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁରରେ ସ୍ଥିତ ଆଇଟିଇଇଏସ ପରିଦର୍ଶନ କରିଥିଲେ, ଯେଉଁଠି ଅନେକ ଓଡ଼ିଆ ଯୁବକ ଯୁବତୀ ପ୍ରଶିକ୍ଷଣ ନେଉଛନ୍ତି, ତାହା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୟରେ ଚୁକ୍ତିବଦ୍ଧ ହୋଇଥିଲା।

ଶ୍ରୀ ଘଡ଼ାଇ କହିଥିଲେ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ୨୦୧୭ ମସିହା ନଭେମ୍ବର ମାସରେ, ଏହି ସଂସ୍ଥା ସହ ଓଡିଶା ସରକାର ଏକ ଏମଓୟୁ କରିଥିଲେ ଓ ସେହି ଅନୁସାରେ ଯୁବକ ଯୁବତୀଙ୍କ ଦକ୍ଷତା ଵିକାଶ ପାଇଁ ପ୍ରଶିକ୍ଷଣ ଆରମ୍ଭ ହୋଇଥିଲା। ୨୦୨୩ ମସିହାରେ ଦ୍ଵିତୀୟ ପର୍ଯ୍ୟାୟ ପାଇଁ ଏମଓୟୁ କରାଯାଇଥିଲା ଯାହା ଅନୁଯାୟୀ, ନଅଟି ଇନୋଭେସନ ପ୍ରୋଗ୍ରାମରେ ପ୍ରଶିକ୍ଷଣ ପ୍ରଦାନ କରାଯିବ। ଆଉ ଥରେ ଏମଓୟୁ କରାଯାଇଥିଲା ଓ ସେହି ଅନୁସାରେ ଓଡ଼ିଶାର ଯୁବକଯୁବତୀ ମାନେ ପ୍ରଶିକ୍ଷଣ ପାଇ ଆସୁଛନ୍ତି। ଦକ୍ଷତା ବିକାଶର ଇକୋ ସିଷ୍ଟମକୁ ବିଶ୍ୱସ୍ତରୀୟ କରିବା ପାଇଁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ୱାର୍ଲଡ ସ୍କିଲ ସେଣ୍ଟର ପ୍ରତିଷ୍ଠା ହୋଇଥିଲା।

ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦାନ କରା ଯାଇଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ଶିଳ୍ପ ଓ ଦକ୍ଷତା ଵିକାଶ ମନ୍ତ୍ରୀ ସମ୍ପଦ ସ୍ୱାଇଁ ଆଜି ସିଙ୍ଗାପୁରରେ ସ୍ଥିତ ଆଇଟିଇଇଏସକୁ ପରିଦର୍ଶନରେ ଯାଇଥିଲେ ଓ ସେଠାରେ ରାଜ୍ୟ ସରକାରଙ୍କ କାର୍ଯ୍ୟକୁ ପ୍ରଶଂସା କରାଯାଇଥିଲା। ଏହି ପ୍ରଶଂସାର ପ୍ରକୃତ ହକଦାର ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀ ଘଡ଼ାଇ କହିଥିଲେ, ଉଭୟ ମୁଖ୍ୟମନ୍ତ୍ରୀ ଓ ଦକ୍ଷତା ଵିକାଶ ମନ୍ତ୍ରୀଙ୍କୁ ଆମେ ମନେ ପକାଇ ଦେବାକୁ ଚାହୁଁଛୁ ଯେ, ୨୦୧୭ ମସିହାରେ ସ୍ଵାକ୍ଷର ହୋଇଥିବା ଏମଓୟୁ ପରେ ରାଜ୍ୟରେ ଆଇଟିଇଇଏସ ଦ୍ୱାରା ପ୍ରଶିକ୍ଷଣ ପ୍ରଦାନ କରାଯାଉଛି। ବିଶ୍ୱ ଶିଳ୍ପ ବଜାରର ଆବଶ୍ୟକତା ଅନୁଯାୟୀ ଏହି ପ୍ରଶିକ୍ଷଣ ମାଧ୍ୟମରେ ରାଜ୍ୟରେ ଦକ୍ଷତା ଵିକାଶ କରିବା ପାଇଁ ଏହି ଉଦ୍ୟମ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଭାରତର ଅନ୍ୟ କୌଣସି ରାଜ୍ୟ, ଏପରିକି ଡବଲ ଇଂଜିନ ରାଜ୍ୟ ଗୁଡିକରେ ମଧ୍ୟ ଏପରି କାର୍ଯ୍ୟକ୍ରମ କରାଯାଇ ନାହିଁ। ସେହିପରି ଭାରତ ବର୍ଷରେ ପ୍ରଥମ ଥର ପାଇଁ ରାଜ୍ୟରେ ସ୍କିଲ କନଫରେନ୍ସ ଆୟୋଜନ କରାଯାଇଥିଲା। ତେଣୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ନିଆଯାଇଥିବା ଯୁଗାନ୍ତକାରୀ ପଦକ୍ଷେପକୁ ଆଜିର ସରକାର ଆଗେଇ ନେଲେ, ଦକ୍ଷତା ଵିକାଶ କ୍ଷେତ୍ରରେ ଧାର୍ଯ୍ୟ କରାଯାଇଥିବା ଲକ୍ଷ୍ୟ ହାସଲ ହୋଇ ପାରିବ ବୋଲି ଶ୍ରୀ ଘଡ଼ାଇ କହିଥିଲେ।

Previous Post

ଆରପାରିରେ ସମୀର ଦେ: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ

Next Post

କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା

FNN WEB

FNN WEB

Next Post
କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା

କିସ୍‍ ଓ କିଟରେ ବଲିଉଡ୍‍ ଅଭିନେତା ଉତ୍କର୍ଷ ଶର୍ମା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.