• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଜାତୀୟ

ଆସିଲା ଏକଜିଟ୍‌ ପୋଲ୍: ଝାଡ଼ଖଣ୍ଡରେ କଡ଼ା ଟକ୍କାର, ମହାରାଷ୍ଟ୍ରରେ ବିଜେପି ମେଣ୍ଟ ପାଇଁ ଖୁସି ଖବର…

FNN WEB by FNN WEB
November 20, 2024
in ଜାତୀୟ, ମୁଖ୍ୟ ଖବର
0
ଆସିଲା ଏକଜିଟ୍‌ ପୋଲ୍: ଝାଡ଼ଖଣ୍ଡରେ କଡ଼ା ଟକ୍କାର, ମହାରାଷ୍ଟ୍ରରେ ବିଜେପି ମେଣ୍ଟ ପାଇଁ ଖୁସି ଖବର…
0
SHARES
0
VIEWS

ରାଞ୍ଚି/ ମୁମ୍ୱାଇ: ଝାଡ଼ଖଣ୍ଡ ଓ ମହାରାଷ୍ଟ୍ରର ବିଧାନସଭା ଆସନ ପାଇଁ ଭୋଟିଂ ଶେଷ ହୋଇଛି । ଏହାସହ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ କଏଦ ହୋଇଛି । ଦୁଇ ରାଜ୍ୟରେ ନିର୍ବାଚନ ରେଜଲ୍ଟ ନଭେମ୍ୱର ୨୩ରେ ଘୋଷଣା ହେବ। ଏହାରି ମଧ୍ୟରେ ଆଜି ବିଭିନ୍ନ ସଂସ୍ଥାର ଏକଜିଟ୍ ପୋଲ୍ ସାମ୍ନାକୁ ଆସିବାରେ ଲାଗିଛି । ଝାଡ଼ଖଣ୍ଡର ୮୧ ସଦସ୍ୟ ବିଶିଷ୍ଟ ବିଧାନସଭା ନିର୍ବାଚନର ମତଦାନ ଶେଷ ହୋଇଛି। ସେହିପରି ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ପାଇଁ ଭୋଟିଂ ଶେଷ ହୋଇଛି। ସାମ୍ନାକୁ ଆସିଥିବା ଏକଜିଟ୍‌ ପୋଲରେ ଝାଡ଼ଖଣ୍ଡରେ ଏନଡିଏ ଓ ଇଣ୍ଡି ମେଣ୍ଟ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଛି। ତେବେ ମହାରାଷ୍ଟ୍ରରେ ବୁଥ୍ ବାହୁଡ଼ା ମତରେ କ୍ଷମତାରେ ଥିବା ବିଜେପି ମେଣ୍ଟ ପାଇଁ ଖୁସି ଖବର ଆସୁଛି ମହାରାଷ୍ଟ୍ରରେ ମହାୟୁତି ସରକାର ଫେରୁଥିବା ଏକଜିଟ୍ ପୋଲରୁ ଜଣାପଡୁଛି ।

ଝାଡଖଣ୍ଡ
-ପିପୁଲ୍ସ ପଲ୍ସର ଏକଜିଟ୍ ପୋଲ୍ ଅନୁସାରେ ବିଜେପି ନେତୃତ୍ୱାଧୀନ ଏନଡିଏକୁ ୪୪-୫୩ ଆସନ ମିଳିପାରେ । ସେହିପରି ଇଣ୍ଡି ମେଣ୍ଟକୁ ୨୫-୩୭ ଆସନ ଏବଂ ଅନ୍ୟଙ୍କୁ ୫ରୁ ୯ ଆସନ ଯାଇପାରେ ।

-ମାଟ୍ରିଜ୍ ଏକଜିଟ୍ ପୋଲ ଅନୁସାରେ ଏନଡିଏକୁ ୪୨-୪୭ ଆସନ, ଇଣ୍ଡି ମେଣ୍ଟକୁ ୨୫-୩୦ ଏବଂ ଅନ୍ୟଙ୍କୁ ୧-୪ ଆସନ ଯାଇପାରେ ।
-ଚାଣକ୍ୟ ଷ୍ଟ୍ରାଟେଜିସର ଏକଜିଟ୍ ପୋଲରେ ଏନଡିଏକୁ ୪୫-୫୦, ଇଣ୍ଡି ମେଣ୍ଟକୁ ୩୫-୩୮ ଏବଂ ଅନ୍ୟଙ୍କୁ ୩-୫ ଆସନ ମିଳିପାରେ
-P-Marq ଏକଜିଟ୍ ପୋଲରେ ଏନଡିଏକୁ ୩୧-୪୦, ଇଣ୍ଡି ମେଣ୍ଟକୁ ୩୭-୪୭ ଏବଂ ଅନ୍ୟଙ୍କୁ ୧-୬ ଆସନ ମିଳିପାରେ

-ତେବେ ଆକ୍ସିସ୍ ମାଇ ଇଣ୍ଡିଆର ଏକଜିଟ୍ ପୋଲରେ ଇଣ୍ଡି ମେଣ୍ଟ ୫୩ ଆସନ ସହ ବହୁମତରେ ସରକାରକୁ ଫେରୁଛି । ବିଜେପି ନେତୃତ୍ୱାଧୀନ ଏନଡିଏକୁ ୨୫ ଏବଂ ଅନ୍ୟଙ୍କୁ ୩ ଆସନ ମିଳିପାରେ ବୋଲି ଆକଳନ କରିଛି।

ମହାରାଷ୍ଟ୍ର
ମାଟ୍ରିଜ୍ ଏକଜିଟ୍ ପୋଲ୍ ଅନୁସାରେ ବିଜେପି ନେତୃତ୍ୱାଧୀନ ମହାୟୁତିକୁ ୪୮ ପ୍ରତିଶତ ଏବଂ ଏମଭିଏକୁ ୪୨ ପ୍ରତିଶତ ଭୋଟ୍ ମିଳିପାରେ । ଭୋଟିଂ ସେୟାରକୁ ସଂଖ୍ୟାରେ ବଦଳାଇଲେ, ବିଜେପି ମେଣ୍ଟ ୧୫୦-୧୭୦ ଆସନ ଜିତି ସରକାର ଗଢିବାକୁ ଯାଉଛି । ଅନ୍ୟପଟେ କଂଗ୍ରେସ ମେଣ୍ଟକୁ କେବଳ ୧୧୦-୧୩୦ ମିଳିପାରେ । ୮-୧୦ରୁ ଆସନ ଅନ୍ୟଙ୍କୁ ଯାଇପାରେ ।

– ପିପୁଲ୍ସ ପଲ୍ସର ଏକଜିଟ୍ ପୋଲରେ ବିଜେପି ମେଣ୍ଟକୁ ୧୮୨, କଂଗ୍ରେସ ମେଣ୍ଟକୁ ୯୭ ଏବଂ ଅନ୍ୟଙ୍କୁ ୯ ଆସନ ମିଳିପାରେ ।

– P-Marq ଏକଜିଟ୍ ପୋଲରେ ମହାୟୁତିକୁ ୧୩୭-୧୫୭ ଆସନ, ଏମଭିଏକୁ ୧୧୦-୧୩୦ ଆସନ ଏବଂ ଅନ୍ୟଙ୍କୁ ୨-୮ ଆସନ ମିଳିପାରେ ।

– ନ୍ୟୁଜ୍ ୨୪-ଚାଣକ୍ୟର ଏକଜିଟ୍ ପୋଲ୍‌ରେ ବିଜେପି ନେତୃତ୍ୱାଧୀନ ମହାୟୁତିକୁ ୧୫୨-୧୬୦, ମହାବିକାଶ ଅଘାଡ଼ିକୁ ୧୩୦-୧୩୮ ସିଟ୍ ଏବଂ ଅନ୍ୟଙ୍କୁ ୬ରୁ ୮ ଆସନ ମିଳିପାରେ ।

– ଲୋକସାହୀ ମରାଠୀର ଏକଜିଟ୍ ଅନୁସାରେ ବିଜେପି ମେଣ୍ଟକୁ ୧୨୮-୧୪୨ ଆସନ, କଂଗ୍ରେସ ମେଣ୍ଟକୁ ୧୨୫-୧୪୦ ଏବଂ ଅନ୍ୟଙ୍କୁ ୧୮-୨୩ ଆସନ ମିଳିପାରେ ।

Previous Post

ରାଜଧାନୀରେ ୧୧୬ ବସ୍ତି ବାସିନ୍ଦାଙ୍କୁ ମିଳିଲା ଘର

Next Post

୩ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ୭ ଯାଏ ରହିବେ

FNN WEB

FNN WEB

Next Post
ରଥଯାତ୍ରା ଦେଖିବାକୁ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

୩ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ୭ ଯାଏ ରହିବେ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.