• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୪୩ତମ ବିଶ୍ୱ କବି ସମ୍ମିଳନୀ: ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

FNN WEB by FNN WEB
November 21, 2024
in ଓଡ଼ିଶା, ମୁଖ୍ୟ ଖବର
0
୪୩ତମ ବିଶ୍ୱ କବି ସମ୍ମିଳନୀ: ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ
0
SHARES
2
VIEWS

ଭୁବନେଶ୍ୱର: ୪୩ତମ ବିଶ୍ୱ କବି ସମ୍ମିଳନୀ ଅବସରରେ ଶିକ୍ଷାବିତ୍‍ ଓ ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ଓ ରବୀନ୍ଦ୍ର ନାଥ ଟାଗୋର ସମ୍ମାନ ପ୍ରଦାନ କରାଯାଇଛି। ଶିକ୍ଷା, ସମାଜସେବ. କଳା, ସଂସ୍କୃତି ଓ ସାହିତ୍ୟ କ୍ଷେତ୍ରରେ ବିକାଶ ଆଣିବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଆସୁଥିବା ଶ୍ରୀ ସାମନ୍ତଙ୍କୁ ୱାର୍ଲ୍‍ଡ ଆକାଡେମୀ ଅଫ୍‍ ଆର୍ଟ ଆଣ୍ଡ କଲଚର (ଡବ୍ଲୁଏଏସି) ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଆଜି ମଦୁରାଇଠାରେ ଅନୁଷ୍ଠିତ ୱାର୍ଲଡ୍‍ ପୋଏଟ କଂଗ୍ରେସର ୪୩ତମ ସଂସ୍କରଣ ଉଦ୍‍ଘାଟନୀ ଉତ୍ସରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ୩୦ଟି ଦେଶର ବହୁ ବିଶିଷ୍ଟ କବିଙ୍କ ଉପସ୍ଥିତିରେ ବିଶିଷ୍ଟ ଧର୍ମଗୁରୁ ଥାଭାଥିରୁ କୁନ୍ଦ୍ରାକୁଡ଼ି ପୋନାମବାଲା ଆଡ଼ିଗଲାର ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ । ଏହା ସହିତ କଳା, ସାହିତ୍ୟ ଓ ସଂସ୍କୃତିର ବିକାଶ କ୍ଷେତ୍ରରେ ବ୍ୟାପକ କାର୍ଯ୍ୟ କରୁଥିବା ଶ୍ରୀ ସାମନ୍ତଙ୍କୁ ରବୀନ୍ଦ୍ର ନାଥ ଟାଗୋର ସମ୍ମାନ ପ୍ରଦାନ କରାଯାଇଛି । ସେତୁ ଭାସ୍କର ଗ୍ରୁପ୍‍ର ଅଧ୍ୟକ୍ଷ ଡ. ସେତୁ କୁମାନନ ଶ୍ରୀ ସାମନ୍ତଙ୍କୁ ସମ୍ମାନ ପ୍ରଦାନ କରିଥିଲେ ।
କଳା, ସଂସ୍କୃତି ଓ ସାହିତ୍ୟର ବିକାଶ ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ ସକାଶେ ଅଚ୍ୟୁତ ସାମନ୍ତଙ୍କୁ ୱାର୍ଲଡ୍‍ ପୋଏଟ କଂଗ୍ରେସର କାର୍ଯ୍ୟକାରିଣୀ ବୋର୍ଡ ସଦସ୍ୟ ଭାବେ ମନୋନୀତ କରାଯାଇଛି । ୱାର୍ଲଡ୍‍ ପୋଏଟ କଂଗ୍ରେସର ଅନୁମୋଦନ କ୍ରମେ ଶ୍ରୀ ସାମନ୍ତଙ୍କୁ ଏହାର ସଦସ୍ୟ କରାଯାଇଛି ।
ୱାର୍ଲଡ୍‍ ପୋଏଟ କଂଗ୍ରେସକୁ ନିଜର କୃତଜ୍ଞତା ଜଣାଇ ଶ୍ରୀ ସାମନ୍ତ କହିଛନ୍ତି, ଦୀର୍ଘ ୩ ଦଶନ୍ଧୀ ଧରି କଳା, ସାହିତ୍ୟ ଓ ସଂସ୍କୃତିର ବିକାଶ ଦିଗରେ କାର୍ଯ୍ୟ କରିବା ସହ ସମାଜରେ ଏକତା ବୃଦ୍ଧି କରିବା ଦିଗରେ ମୋର ପ୍ରତିବଦ୍ଧତାକୁ ଏହି ସମ୍ମାନ ଆହୁରି ସୁଦୃଢ଼ କରିଛି । ଏହା ଫଳରେ ଏ ଦିଗରେ ଆହୁରି ଅଧିକ କାର୍ଯ୍ୟ କରିବାକୁ ମୋତେ ପ୍ରେରଣା ମିଳିଛି ବୋଲି ଶ୍ରୀ ସାମନ୍ତ କହିଛନ୍ତି।

Previous Post

ଡିସେମ୍ବର ସୁଦ୍ଧା ୧ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଉପମୁଖ୍ୟମନ୍ତ୍ରୀ

Next Post

ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ପାଳିତ

FNN WEB

FNN WEB

Next Post
ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ପାଳିତ

ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.