• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଭାରତ ମସଲା ଷ୍ଟଲ୍ ରେ ବିଧାୟିକା ସୋଫିଆ ଫିର୍ଦ୍ଦୋଶ

FNN WEB by FNN WEB
November 23, 2024
in ଓଡ଼ିଶା, ମୁଖ୍ୟ ଖବର
0
ଭାରତ ମସଲା ଷ୍ଟଲ୍ ରେ ବିଧାୟିକା ସୋଫିଆ ଫିର୍ଦ୍ଦୋଶ
0
SHARES
6
VIEWS

କଟକ:ଭାରତ ମସଲା କେବଳ ବ୍ୟବସାୟ କରିବା ପାଇଁ ବାଲିଯାତ୍ରାରେ ତାର ଷ୍ଟଲ୍ ଖୋଲି ନାହିଁ ବରଂ ଲାଭ କ୍ଷତି ର ଉପରକୁ ଯାଇ ଗ୍ରାହକ ମାନଙ୍କୁ ଯେଉଁ ମନୋରଞ୍ଜନର ଖୋରାକ ଯୋଗାଇଛି ତାହା ବାସ୍ତବିକ ପୂର୍ବ ଭାରତର ଏହି ମେଳାର ଗୁରୁତ୍ଵ ବଢ଼ାଇଦେଉଛୁ ବୋଲି ବାରବାଟୀ କଟକର ବିଧାୟିକା ଶୋଫିଆ ଫିର୍ଦ୍ଦୋଷ ଷ୍ଟଲ୍ ବୁଲି ଦେଖିବା ଅବସରରେ କହିଛନ୍ତି।ବାଲିଯାତ୍ରାର ଶେଷ ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଧାୟିକା ଉପରୋକ୍ତ ମତ ରଖିବା ସହ ଲକି ବିଜେତା ମାନଙ୍କୁ ପୁରସ୍କୃତ କରିଛନ୍ତି। ଏଥିରେ ଅନ୍ୟତମ ଅତିଥି ଭାବେ ଭାରତ ମସଲାର ପରିଚାଳନା ନିର୍ଦ୍ଦେଶକ ସୁଶାନ୍ତ କୁମାର ପଣ୍ଡା ଯୋଗଦେଇ ଭାରତ ମସଲା ତାର ମାନର ଗୁଣବତ୍ତା,ପରିମାଣ ଓ ସ୍ୱାସ୍ଥ୍ୟକର ଖାଦ୍ୟ ଯୋଗାଇ ଦେବାସହ ଦୀର୍ଘ ୨୫ ବର୍ଷ ଧରି ଆମେ ବାଲିଯାତ୍ରା ପଡିଆକୁ ସମ୍ପର୍କ ଯୋଡ଼ିବାକୁ ଆସିଥାଉ ଯାହା ଭାରତ ମସଲାକୁ ଆଜି ସୁଦୂର ମଫସଲରୁ ଦେଶ ବିଦେଶରେ ପହଞ୍ଚାଇ ପାରିଛି ବୋଲି କହିଥିଲେ।

ଏହି ଅବସରରେ ଅଧ୍ୟକ୍ଷ ସୁରେନ୍ଦ୍ର ନାଥ ପଣ୍ଡାଙ୍କ ପୌରୋହିତ୍ୟରେ ଆଜି ଶେଷ ଦିବସର ଲକି ବିଜେତା ମାନଙ୍କ ନାମ ଘୋଷଣା କରାଯାଇଥିଲା ।ଭାଗ୍ୟଶାଳୀ ପ୍ରଥମ ବିଜେତା ଭାବେ କଟକ ଶାସ୍ତ୍ରୀନଗରର ଶୁଭଶ୍ରୀ ମହାପାତ୍ର ଯିଏକି ପୁରସ୍କାର ସ୍ୱରୂପ ମାଇକ୍ରୋ ଓଭାନ, ଦ୍ଵିତୀୟ ହେଲେ ଭଦ୍ରକ ବାସୁଦେବ ପୁରର ପ୍ରୀୟମ ଜ୍ୟୋତି ଜେନା ଯିଏକି ରେସିଂ ବାଇ ସାଇକେଲ, ତୃତୀୟ ବିଜେତା ହେଲେ ଢେଙ୍କାନାଳ କଡକପ୍ରସାଦ ର ସୌମ୍ୟ ରଞ୍ଜନ ମହାନ୍ତି ଯିଏକି ବାଉଲ୍ ସେଟ୍ , ଚତୁର୍ଥ ବିଜେତା ଭାବେ ଭୁବନେଶ୍ଵରର ପିଙ୍କି ଜେନା ଯିଏକି ଫ୍ରାୟିଂ ପାନ୍ ପାଇ ନିଜ ନିଜର ଖୁସି ବ୍ୟକ୍ତ କରିଛନ୍ତି। ଆଜିର ଏହି ଲକି ଡ୍ର ବିଜେତା ମାନଙ୍କୁ ମୁଖ୍ୟ ଅତିଥି ଭାବେ ବିଧାୟିକା ସୋଫିୟା ଲକି ବିଜେତା ପୁରସ୍କାର ବିତରଣ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ନିର୍ଦ୍ଦେଶକ ଶ୍ରୀମନ୍ତ କୁମାର ପଣ୍ଡା ,ଦିଗନ୍ତ କୁମାର ପଣ୍ଡା,ଆଶୁତୋଷ ପଣ୍ଡା, ଜିଏମ୍ ଅପରେସନ ଅରୁଣ କୁମାର ନାୟକ, ଜୀଏମ୍ ପ୍ରଡକ୍ସନ ନବକୃଷ୍ଣ ପ୍ରଧାନ, ପିଆରଓ ଏସଏନ ମିଲେନିୟମ ଙ୍କ ସମେତ ଭାରତ ମସଲା କମ୍ପାନୀର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

Previous Post

ଆଦିବାସୀଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇ ବିଜେପି ସରକାରକୁ ଘେରିଲେ ବିରୋଧୀ

Next Post

ମହାରାଷ୍ଟ୍ରରେ ​​ଏନଡିଏ ସୁନାମି, ଝାଡଖଣ୍ଡରେ ଜେଏମ୍ଏମ୍ ଝଡ଼

FNN WEB

FNN WEB

Next Post
ମହାରାଷ୍ଟ୍ରରେ ​​ଏନଡିଏ ସୁନାମି, ଝାଡଖଣ୍ଡରେ ଜେଏମ୍ଏମ୍ ଝଡ଼

ମହାରାଷ୍ଟ୍ରରେ ​​ଏନଡିଏ ସୁନାମି, ଝାଡଖଣ୍ଡରେ ଜେଏମ୍ଏମ୍ ଝଡ଼

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.