• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ ନେଇ କେନ୍ଦ୍ରୀୟ ଦଳଙ୍କ କ୍ଷେତ୍ର ପରିଦର୍ଶନ

FNN WEB by FNN WEB
November 25, 2024
in ଓଡ଼ିଶା, ମୁଖ୍ୟ ଖବର
0
ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ ନେଇ କେନ୍ଦ୍ରୀୟ ଦଳଙ୍କ କ୍ଷେତ୍ର ପରିଦର୍ଶନ
0
SHARES
2
VIEWS

ଭଦ୍ରକ: ଗତ ଅକ୍ଟୋବର ମାସରେ ଘଟିଯାଇଥିବା ବାତ୍ୟା ‘ଦାନା’ ଯୋଗୁଁ ପ୍ରଭାବିତ ଭଦ୍ରକ ଜିଲ୍ଲାର କ୍ଷୟକ୍ଷତି ଆକଳନ ସକାଶେ ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ତରଫରୁ ପ୍ରେରିତ କେନ୍ଦ୍ରୀୟ ଦଳ ଭଦ୍ରକରେ ପହଂଚିଛନ୍ତି। ନୂଆ ସର୍କିଟ ହାଉସ୍‌ରେ ପହଂଚିଲା ପରେ ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାଏ ସେମାନଙ୍କୁ ପ୍ରଭାବିତ ଅଂଚଳ ବିଷୟରେ ସଂକ୍ଷିପ୍ତ ସୂଚନା ପ୍ରଦାନ କରିଥିଲେ। ଏହି କେନ୍ଦ୍ରୀୟ ଦଳରେ ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ନିର୍ଦ୍ଦେଶକ ଡ. ମାନ ସିଂହ ଏବଂ ଜଳ ଶକ୍ତି ମନ୍ତ୍ରାଳୟର ନିର୍ଦ୍ଦେଶକ ସୁଶାନ୍ତ କୁମାର ସାମଲ ଭଦ୍ରକ ଆସିଛନ୍ତି। ପରେ ପରେ ସେମାନେ ଚାନ୍ଦବାଲି ବ୍ଲକ୍‌ର ଧାମରା ଅଂଚଳକୁ ଗସ୍ତ କରିଥିଲେ। ସେଠାରେ ଦୋସିଙ୍ଗା ଗ୍ରାମପଂଚାୟତର ଚାନ୍ଦିନୀପାଳ ବହୁମୁଖୀ ବାତ୍ୟାଶ୍ରୟର କମ୍ୟୁନିଟି ସଦସ୍ୟ ମାନଙ୍କ ସହ ବାର୍ତାଳାପ କରିଥିଲେ। ବାଂଶଡ଼ା ଗ୍ରାମପଂଚାୟତର ଚେଡ଼କ ଗାଁରେ ବାତ୍ୟା ‘ଦାନା’ ଯୋଗୁଁ ଘର ଭଙ୍ଗା ଜନିତ କ୍ଷୟକ୍ଷତିର ଆକଳନ କରିଥିଲେ। ସେହିପରି ଜାଗୁଳା ଗ୍ରାମପଂଚାୟତର ବାଲିସାହି ଗ୍ରାମର ବାତ୍ୟା ‘ଦାନା’ ଯୋଗୁଁ ଫସଲର କ୍ଷୟକ୍ଷତି ଆକଳନ କରିଥିଲେ। ଏ ସମସ୍ତ କ୍ଷେତ୍ର ପରିଦର୍ଶନ ସମୟରେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ ଶାନ୍ତନୁ କୁମାର ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ସରୋଜ କୁମାର ଦତ, ଉପଜିଲ୍ଲାପାଳ ସୌରଭ ଚକ୍ରବର୍ତୀ ପ୍ରମୁଖ କେନ୍ଦ୍ରୀୟ ଦଳଙ୍କ ସହିତ ଉପସ୍ଥିତ ଥିଲେ।

Previous Post

ପୁରୁଣାବଜାର ଥାନା ଅଂଚଳ ପାଲଟିଛି ନକଲି ଜର୍ଦ୍ଦାର ଭୂସ୍ୱର୍ଗ

Next Post

ୟୁପିଇଏସ୍‍ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍

FNN WEB

FNN WEB

Next Post
ୟୁପିଇଏସ୍‍ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍

ୟୁପିଇଏସ୍‍ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.