• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍

FNN WEB by FNN WEB
November 26, 2024
in ଓଡ଼ିଶା, ମୁଖ୍ୟ ଖବର
0
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍
0
SHARES
5
VIEWS

ବାତ୍ୟା ‘ଦାନା’ କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ବରରେ ଏକ ଅତ୍ୟାଧୁନିକ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
ଭୁବନେଶ୍ୱର : ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟର ଯୁଗ୍ମ ସଚିବ ଶ୍ରୀ ପିକେ ରାଏଙ୍କ ନେତୃତ୍ବରେ ଏକ ସାତ ଜଣିଆ ଟିମ୍ ୨୪ ତାରିଖରେ ଆସି ସବୁଠୁ ଅଧିକ କ୍ଷତିଗ୍ରସ୍ତ ଭଦ୍ରକ, କେନ୍ଦ୍ରାପଡା ଓ ବାଲେଶ୍ବର ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିଛନ୍ତି।

ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କ୍ଷୟକ୍ଷତିର ଭରଣା ପାଇଁ ସହାୟତା ସହିତ ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ବାରୋପ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ପ୍ରତି ବର୍ଷ ବାତ୍ୟା, ବନ୍ୟା ପରି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିଆସୁଛି। ଲୋକଙ୍କ ଜୀବନ ବଞ୍ଚାଇବାରେ ସରକାର ସଫଳ ହେଉଥିବା ବେଳେ ବିଭିନ୍ନ ଭିତ୍ତିଭୂମିର ବ୍ୟାପକ କ୍ଷୟକ୍ଷତି ହେଉଛି ଏବଂ ଏହାର ପୁନଃ ନିର୍ମାଣ ପାଇଁ ବ୍ୟାପକ ଅର୍ଥ ବିନିଯୋଗ କରିବାକୁ ପଡୁଛି। ତେଣୁ, ବିପର୍ଯ୍ୟୟ ପ୍ରତିରୋଧୀ ସ୍ଥାୟୀ ଭିତ୍ତିଭୂମିର ବିକାଶ କରାଯିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ଉପକୂଳବର୍ତ୍ତୀ ଜିଲ୍ଲାରେ ଭୂତଳ ବିଦ୍ୟୁତ କେବୁଲ ସ୍ଥାପନ, ଉପକୂଳରେ ବନ୍ଧ ନିର୍ମାଣ, ବ୍ୟାପକ ହେନ୍ତାଳ ବନ ସୃଷ୍ଟି ଆଦି ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ। ଏହା ସହିତ ଭୁବନେଶ୍ବରରେ ଏକ ଅତ୍ୟାଧୁନିକ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ସ୍ଥାପନ ପାଇଁ ମୁଖ୍ୟମନ୍ତ୍ରୀ ମତ ରଖିଥିଲେ । ଏ ଦିଗରେ କେନ୍ଦ୍ର ସରକାର ଆବଶ୍ୟକ ସହଯୋଗ ଯୋଗାଇ ଦେବା ପାଇଁ ସେ ପ୍ରସ୍ତାବ ରଖିଥିଲେ।

ଆଲୋଚନାରେ ଅଂଶଗ୍ରହଣ କରି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ କହିଥିଲେ ସ୍ଥାୟୀ ଭିତ୍ତିଭୂମି ସୃଷ୍ଟି କରାଯାଇ ପାରିଲେ ଓଡିଶାର ଅର୍ଥନୈତିକ ବିକାଶ ତ୍ବରାନ୍ବିତ ହୋଇପାରିବ। କେନ୍ଦ୍ରୀୟ ଟିମ୍‌ର ମୁଖ୍ୟ ଶ୍ରୀ ରାଏ ବାତ୍ୟା ‘ଦାନା’ର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚ ପ୍ରଶଂସା କରିଥିଲେ। ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂହ ଉପସ୍ଥିତ ଥିଲେ।

Previous Post

ୟୁପିଇଏସ୍‍ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍

Next Post

ରାଜ୍ୟ ସ୍ତରୀୟ ସମ୍ବିଧାନ ଦିବସ ପାଳିତ

FNN WEB

FNN WEB

Next Post
ରାଜ୍ୟ ସ୍ତରୀୟ ସମ୍ବିଧାନ ଦିବସ ପାଳିତ

ରାଜ୍ୟ ସ୍ତରୀୟ ସମ୍ବିଧାନ ଦିବସ ପାଳିତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

ରାଜ୍ୟପାଳଙ୍କ ପରାମର୍ଶ: କୃଷି ପାଇଁ ସୌରଚାଳିତ ପମ୍ପର ବ୍ୟାପକ ବ୍ୟବହାର କରନ୍ତୁ

June 17, 2026
ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

ପୁରୀ-କୋଣାର୍କ ଓ ହୀରାକୁଦ ହେବ ବିଶ୍ବସ୍ତରୀୟ ପର୍ଯ୍ୟଟନସ୍ଥଳୀ

June 17, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

June 17, 2026
ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

ଓଡ଼ିଶା-ସିଙ୍ଗାପୁର ସମ୍ପର୍କ ସୁଦୃଢ଼ ହେବ

June 17, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.