• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଗନ୍ଧମାର୍ଦ୍ଦନ ପାହାଡ଼କୁ ନେଇ ଗୃହରେ ଉଦବେଗ ପ୍ରକାଶ କଲେ ପ୍ରସନ୍ନ ଆଚାର୍ଯ୍ୟ

FNN WEB by FNN WEB
November 27, 2024
in ଓଡ଼ିଶା, ମୁଖ୍ୟ ଖବର
0
ଗନ୍ଧମାର୍ଦ୍ଦନ ପାହାଡ଼କୁ ନେଇ ଗୃହରେ ଉଦବେଗ ପ୍ରକାଶ କଲେ ପ୍ରସନ୍ନ ଆଚାର୍ଯ୍ୟ
0
SHARES
0
VIEWS

ଭୁବେନଶ୍ବର : ଗନ୍ଧମାର୍ଦ୍ଦନ ପାହାଡ଼କୁ ନେଇ ଗୃହରେ ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ଯେତେବେଳେ ପୂର୍ବେ ବକ୍ସାଇଟ ଖନନ ପାଇଁ ଅନୁମତି ଦିଆଯାଇଥିଲା ସେତେବେଳେ ଜନ ଆନ୍ଦୋଳନ ହୋଇଥିଲା।ଯାହା ପାଇଁ ବିଜୁ ପଟ୍ଟନାୟକଙ୍କ ସରକାର ସେ ନିର୍ଦ୍ଦେଶକୁ ବାତିଲ କରିଥିଲେ। ପୁଣି ଏ ସରକାର ଜଣେ ଆଦାନୀ କମ୍ପାନୀକୁ ଟେକି ଦେବାକୁ ଯାଉଛନ୍ତି। ଯିଏ କି ଭାରତ ବର୍ଷାକୁ ବିଶ୍ୱରେ ନିନ୍ଦିତ କରୁଥିବା ବ୍ୟକ୍ତିଙ୍କୁ ଟେକି ଦେବାକୁ ଯାଉଛନ୍ତି।ଯେଉଁଠି ଜଙ୍ଗଲ ସୃଷ୍ଟି କରିବା କଥା ନ କରି ଯେଉଁଠି ଜଙ୍ଗଲମୟ ପରିବେଶ ଅଛି ତାହାକୁ ନଷ୍ଟ୍ କରିବାକୁ ଯାଉଛନ୍ତି।ଯାହା ପାଇଁ ଜନ ଆନ୍ଦୋଳନ ହେଲାଣି ଗାଁ ଗାଁ ରେ। ସରକାରଙ୍କ ଠାରୁ ଅନୁମତି ଦିଆ ଯାଇଛି କି ? ଏସବୁର ସ୍ପଷ୍ଟୀକରଣ ଦାବ ହୋଇଛି। ସେପଟେ ଉତ୍ତର ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ। ଗନ୍ଧମାର୍ଦ୍ଦନ ପାହାଡ଼କୁ କୌଣସି ମତେ ମୋହନ ସରକାର କାହା ହାତକୁ ଟେକି ଦେବେନାହିଁ। ଯଦି କିଛି ହୁଏ ମୁଁ ମଧ୍ୟ ଆପଣମାନଙ୍କ ସହ ଆନ୍ଦୋଳନରେ ସାମିଲ ହେବି l ଗନ୍ଧମାର୍ଦ୍ଦନ ପାହାଡ଼ରେ କିଛି କରିବାକୁ ଆଦାନୀ ହେଉ କି ଆଉ କୌଣସି କମ୍ପାନୀକୁ ଆମ ସରକାର ଦେବେ ନାହିଁ । ଏ ଗୃହକୁ ଓ ମୁଁ ରାଜ୍ୟବାସୀଙ୍କୁ ଅବଗତ କରୁଛି। ଗନ୍ଧମାର୍ଦ୍ଦନକୁ ନଷ୍ଟ କରିବାକୁ କାହାକୁ ଦିଆ ଯିବନାହିଁ। ଯଦି କିଛି ହୁଏ ତେବେ ଆମେ ବି ସେହି ଆନ୍ଦୋଳନରେ ଯୋଡ଼ି ହେବୁ ।

Previous Post

ଜାନୁଆରୀ ୫ରୁ ଆଦିବାସୀ ମେଳା

Next Post

ରାଜ୍ୟ ସ୍ତରୀୟ ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହ: 826 ଜଣ ଆଗ୍ନିକ ଓ 115 ଜଣ ଆଗ୍ନିକ ଗାଡିଚାଳକଙ୍କୁ ନିଯୁକ୍ତିପତ୍ର ପ୍ରଦାନ

FNN WEB

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.