• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ପୁଣି ଆଳୁ ଗାଡ଼ିକୁ ଅଟକାଇଲେ ମମତା ସରକାର

FNN WEB by FNN WEB
November 28, 2024
in ଓଡ଼ିଶା, ମୁଖ୍ୟ ଖବର
0
ପୁଣି ଆଳୁ ଗାଡ଼ିକୁ ଅଟକାଇଲେ ମମତା ସରକାର

Screenshot

0
SHARES
3
VIEWS

ଜଳେଶ୍ୱର: ପୁଣିଥରେ ଓଡ଼ିଶା ପଶ୍ଚିମବଙ୍ଗ ସୀମାରେ ଆଳୁଗାଡ଼ିକୁ ଅଟକା ଯାଇଛି । ଯାଞ୍ଚ କରିବା ବାହାନାରେ ପଶ୍ଚିମବଙ୍ଗ ଅଧିକାରୀ ଆଳୁଗାଡ଼ିଗୁଡ଼ିକୁ ଅଟକାଇଛନ୍ତି । ଲକ୍ଷ୍ମଣନାଥ ଟୋଲ୍ ଗେଟ୍‌ଠାରୁ ପ୍ରାୟ ୨୫ କିଲୋମିଟର ଦୂର ବେଲଦାରେ ଓଡ଼ିଶାକୁ ଆସୁଥିବା ଆଳୁଗାଡ଼ିକୁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଅଟକାଇଛନ୍ତି। ଏକ ମୌଖିକ ନିର୍ଦ୍ଦେଶ ପରେ ଏଭଳି କରାଯାଇଥିବା ବ୍ୟବସାୟୀ ସଂଘ ପକ୍ଷରୁ କୁହାଯାଇଛି। ଏନେଇ ପଶ୍ଚିମବଙ୍ଗ ଅଧିକାରୀଙ୍କଠାରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ । ପଶ୍ଚିମବଙ୍ଗ ସରକାରଙ୍କ ଅନୁମତି ପରେ ହିଁ ଆଳୁ ଟ୍ରକ୍ ଓଡ଼ିଶାରେ ପ୍ରବେଶ କରିବ ବୋଲି ଟ୍ରକ୍ ଡ୍ରାଇଭର କହିଛନ୍ତି । ଗତ ରାତି ଅଧରୁ ଆଳୁ ଟ୍ରକ୍ ଅଟକାଯିବା କାରଣ ସ୍ପଷ୍ଟ ହୋଇନାହିଁ । ଆଳୁଗାଡ଼ିଗୁଡିକୁ ପଶ୍ଚିମବଙ୍ଗ ପୁଲିସ ଜଗି ରହିଥିବା କୁହାଯାଉଛି।

ଓଡ଼ିଶାକୁ ଆଳୁ ନେଇ ଆସିବା ବେଳେ ପଶ୍ଚିମବଙ୍ଗ ପ୍ରଶାସନର ନିର୍ଦ୍ଦେଶ ଅନୁସାରେ ୬୦ନମ୍ବର ଜାତୀୟ ରାଜପଥ ବେଲଦା ନିକଟରେ ଏସବୁକୁ ଅଟକାଯାଇଛି । ପଶ୍ଚିମବଙ୍ଗରେ ଆଳୁ ଦର ହ୍ରାସ ନ ପାଇବା ପର୍ଯ୍ୟନ୍ତ ବାହାର ରାଜ୍ୟକୁ ଆଳୁ ଯୋଗାଣ ହେବ ନାହିଁ ବୋଲି ସୂଚନା ମିଳିଛି । ଫଳରେ ଅନୁମତି ନ ପାଇ ବେଲଦା ନିକଟରେ ଶହଶହ ଆଳୁ ଟ୍ରକ ଅଟକି ରହିଛି। ପଶ୍ଚିମବଙ୍ଗ ଅଳୁ ଗାଡ଼ି ନ ଛାଡିଲେ ଓଡ଼ିଶାରେ ଆଳୁ ଦର ବଢିବାର ଆଶଙ୍କା ଉପୁଜୁଛି । ଏହା ସହିତ ରାଜ୍ୟରେଆଳୁ ସଙ୍କଟ ମଧ୍ୟ ଦେଖାଯିବାର ଆଶଙ୍କା କରାଯାଉଛି। ପଡୋଶୀ ରାଜ୍ୟକୁ ଆଳୁ ରପ୍ତାନୀ ବନ୍ଦ କଲା ପଶ୍ଚିମବଙ୍ଗ। ସୀମାନ୍ତ ପୋଲିସକୁ ସଜାଗ କରାଇଲେ ମମତା ସରକାର । ଅନୁମତି ନପାଇ ବେଲଦା ନିକଟରେ ଅଟକିଛି ଶହ ଶହ ଆଳୁ ଟ୍ରକ। ଓଡ଼ିଶାକୁ ଆଳୁ ନେଇ ଆସିବା ବେଳେ ୬୦ନମ୍ବର ଜାତୀୟ ରାଜପଥ ବେଲଦା ନିକଟରେ ଅଟକାଇଛି ପଶ୍ଚିମବଙ୍ଗ ପ୍ରଶାସନ । ପଶ୍ଚିମବଙ୍ଗ ରେ ଆଳୁ ଦର ହ୍ରାସ ନ ପାଇବା ପର୍ଯ୍ୟନ୍ତ ରପ୍ତାନୀ ବନ୍ଦ ରହିବା ନେଇ ସୂଚନା ମିଳିଛି ।

ବୁଧବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନବାନ୍ନାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ । ଆଳୁ ଏବଂ ପିଆଜର ମୂଲ୍ୟ ବୃଦ୍ଧି ନେଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେତାବନୀ ଦେବା ପରେ ଏଭଳି ପଦକ୍ଷେପ ନିଆଯାଇଛି। ବୁଧବାର ରାତିରୁ ପଶ୍ଚିମ ମେଦିନୀପୁର ଜିଲ୍ଲାର ସମସ୍ତ ଟୋଲ୍ ଗେଟରେ ଯାଞ୍ଚ୍ କରାଯାଇଛି। ଫଳରେ ଆନ୍ତଃରାଜ୍ୟ ସୀମା ଦେଇ ଆଳୁ ଅନ୍ୟ ରାଜ୍ୟକୁ ବନ୍ଦ କରାଯାଇଛି ।

ପଶ୍ଚିମବଙ୍ଗ ସୀମାରେ ଆଳୁ ଗାଡ଼ି ଅଟକିବା ପ୍ରସଙ୍ଗରେ ବ୍ୟବସାୟୀ ମହାସଙ୍ଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡା କହିଛନ୍ତି,କାଲି ପଶ୍ଚିମବଙ୍ଗ ସରକାର ମୌଖିକ ନିର୍ଦ୍ଦେଶ ଜାରି କରିଥ‌ିଲେ। ସବୁ ସୀମାରେ ଆଳୁ ଗାଡ଼ି ଅଟକା ଯାଇଛି, ଛଡ଼ା ଯାଉନାହିଁ। ଓଡ଼ିଶା ସରକାର ଏନେଇ ତୁରନ୍ତ ନିଷ୍ପତ୍ତି ଗ୍ରହଣ କରି ଏହାର ସମାଧାନର ବାଟ ନିଶ୍ଚିତ କରନ୍ତୁ ଯାହାଦ୍ବାରା ସୀମାରେ ଅଟକି ରହିଥିବା ଆଳୁଗାଡ଼ି ଓଡ଼ିଶା ଭିତରକୁ ଆସି ପାରିବ ବୋଲି ସେ କହିଛନ୍ତି।

Previous Post

ନିର୍ଦ୍ଦେଶ ନିୟନ୍ତ୍ରଣ ଓ ଅଭିଜ୍ଞତା କେନ୍ଦ୍ର ଲୋକାର୍ପିତ

Next Post

‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର, ଶୁଭେଚ୍ଛା ଜଣାଇଲେ ପ୍ରଯୋଜକ

FNN WEB

FNN WEB

Next Post
‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର, ଶୁଭେଚ୍ଛା ଜଣାଇଲେ ପ୍ରଯୋଜକ

'ସାବରମତୀ ରିପୋର୍ଟ'କୁ କରମୁକ୍ତ କଲେ ରାଜ୍ୟ ସରକାର, ଶୁଭେଚ୍ଛା ଜଣାଇଲେ ପ୍ରଯୋଜକ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.