• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର, ଶୁଭେଚ୍ଛା ଜଣାଇଲେ ପ୍ରଯୋଜକ

FNN WEB by FNN WEB
November 28, 2024
in ଓଡ଼ିଶା, ମୁଖ୍ୟ ଖବର
0
‘ସାବରମତୀ ରିପୋର୍ଟ’କୁ କରମୁକ୍ତ କଲେ ରାଜ୍ୟ ସରକାର, ଶୁଭେଚ୍ଛା ଜଣାଇଲେ ପ୍ରଯୋଜକ
0
SHARES
3
VIEWS

ଭୁବନେଶ୍ବର: ବଲିଉଡ୍‌ ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳଚ୍ଚିତ୍ର ‘ସାବରମତୀ ରିପୋର୍ଟ’ ସତ୍ୟ ଘଟଣା ଉପରେ ଆଧାରିତ ହୋଇଛି। କିଛି ସ୍ଵାର୍ଥବାଦୀ ବ୍ୟକ୍ତିଙ୍କ ନିଜସ୍ୱ ସ୍ଵାର୍ଥ ପୂରଣ ଏବଂ ଅସ୍ଥିରତା ସୃଷ୍ଟି ପାଇଁ ଗୋଧ୍ରା ଅଗ୍ନିକାଣ୍ଡରେ କିଭଳି ଭାବରେ କାରସେବକଙ୍କୁ ଜୀବନ୍ତ ଦଗ୍ଧ କରାଯାଇଥିଲା ତାହା ଏହି ଚଳଚ୍ଚିତ୍ର ମାଧ୍ୟମରେ ଦର୍ଶାଯାଇଛି। ଏହି ଚଳଚ୍ଚିତ୍ର ଅତୀତର ଏଭଳି ଏକ ଲୋମହର୍ଷଣକାରୀ, ହୃଦୟ ବିଦାରକ ସତ୍ୟ ଘଟଣାକୁ ଲୋକଙ୍କ ନିକଟରେ ପହଞ୍ଚାଇବ ଏବଂ ସାଧାରଣ ଜନତା ଅଧିକ ସଚେତନ ହେବେ। ରାଜ୍ୟ ସରକାର ’ସାବରମତୀ ରିପୋର୍ଟ’କୁ ଓଡ଼ିଶାରେ କରମୁକ୍ତ କରିବା ପରେ ଚଳଚ୍ଚିତ୍ର ପ୍ରଯୋଜିକା ତଥା ବାଲାଜୀ ଟେଲିଫିଲ୍ମର କ୍ରିଏଟିଭ୍‌ ନିର୍ଦ୍ଦେଶକ ଏକତା ଆର କପୁର ଧନ୍ୟବାଦ ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆର ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ସୂଚନାଯୋଗ୍ୟ, ଗୁଜରାଟର ଗୋଧ୍ରା ରେଳ ଷ୍ଟେସନ ନିକଟରେ ୨୦୦୨ ଫେବ୍ରୁଆରି ୨୭ ତାରିଖରେ ଏକ ଅଗ୍ନିକାଣ୍ଡ ଘଟିଥିଲା। ଅଯୋଧ୍ୟାରୁ ଆସିଥିବା ସାବରମତୀ ଏକ୍ସପ୍ରେସ୍ ଟ୍ରେନ୍‌ରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାୟ ୬୦ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା। ସେହି ସମୟରେ ଏହି ଘଟଣାକୁ ନେଇ ଉତ୍ତେଜନା ଦେଖାଯାଇଥିଲା। ଏବେ ଏହି ଘଟଣାକୁ ନେଇ ‘ସାବରମତୀ ରିପୋର୍ଟ’ ଫିଲ୍ମଟି ନିର୍ମାଣ ହୋଇଛି। ଏକତା କପୁର, ଶୋଭା କପୁର ଓ ଅମୂଲ ଭି ମୋହନଙ୍କ ଦ୍ବାରା ପ୍ରଯୋଜିତ ତଥା ଧୀରଜ ସରଣଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ର ଗତ ୧୫ ତାରିଖ ଦିନ ସିନେମା ହଲ୍କୁ ଆସିଛି। ଏହି ଫିଲ୍ମରେ ବିକ୍ରାନ୍ତ ମେସି, ରସ୍ସି ଖନ୍ନା ଓ ରିଦ୍ଧି ଡୋଗ୍ରା ମୁଖ୍ୟ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି।

Previous Post

ପୁଣି ଆଳୁ ଗାଡ଼ିକୁ ଅଟକାଇଲେ ମମତା ସରକାର

Next Post

ଆବାସ ଯୋଜନାର ନୂଆ ଗାଇଡ୍‌ଲାଇନ୍: ବାଇକ୍‌-ଫ୍ରିଜ୍‌ ଥିଲେ ବି ଘର ମିଳିବ

FNN WEB

FNN WEB

Next Post
ଆବାସ ଯୋଜନାର ନୂଆ ଗାଇଡ୍‌ଲାଇନ୍: ବାଇକ୍‌-ଫ୍ରିଜ୍‌ ଥିଲେ ବି ଘର ମିଳିବ

ଆବାସ ଯୋଜନାର ନୂଆ ଗାଇଡ୍‌ଲାଇନ୍: ବାଇକ୍‌-ଫ୍ରିଜ୍‌ ଥିଲେ ବି ଘର ମିଳିବ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

ସ୍ବଚ୍ଛ ବିଦ୍ୟାଳୟ ସର୍ବେକ୍ଷଣରେ ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ପୁରସ୍କାର

June 22, 2026
ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

June 22, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ପାଠ୍ୟପୁସ୍ତକ ତ୍ରୁଟି ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ

ତାମିଲନାଡ଼ୁ ଅଘଟଣ: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 22, 2026
ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

ବିଜେଡିକୁ ଝଟ୍‌କା: ବିଧାୟକଙ୍କ ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି

June 22, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.