• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୨୦୨୬ ସୁଦ୍ଧା ନକ୍ସଲ ମୂଳପୋଛ

FNN WEB by FNN WEB
November 30, 2024
in ଓଡ଼ିଶା, ମୁଖ୍ୟ ଖବର
0
୨୦୨୬ ସୁଦ୍ଧା ନକ୍ସଲ ମୂଳପୋଛ
0
SHARES
5
VIEWS

ଭୁବନେଶ୍ୱର: ୨୦୨୬ ସୁଦ୍ଧା ଓଡ଼ିଶାରୁ ନକ୍ସଲବାଦର ବିଲୋପ ପାଇଁ ବିଏସଏଫ ସଂକଳ୍ପବଦ୍ଧ । କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଆହ୍ୱାନକ୍ରମେ ବିଏସଏଫ୍‍ ଏ ଦିଗରେ କାର୍ଯ୍ୟ ଜାରି ରଖିଥିବା କହିଛନ୍ତି ମହାନିରୀକ୍ଷକ ସିଡି ଅଗ୍ରୱାଲ । ଶ୍ରୀ ଅଗ୍ରୱାଲ କହିଛନ୍ତି ଓଡ଼ିଶାର ନକ୍ସଲ ପ୍ରବଣ ଅଞ୍ଚଳରେ ସୀମା ସୁରକ୍ଷା ବଳ (ବିଏସଏଫ) ଧନଜୀବନ ସୁରକ୍ଷା ପାଇଁ ସମର୍ପିତ ହୋଇ କାର୍ଯ୍ୟ କରୁଛି । ବିଏସଏଫର ସଫଳତାକୁ ନେଇ ଆଜି ଏକ ସମ୍ବାଦିକ ସମ୍ମିଳନୀରେ ସେ ଏହି ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ବିଏସଏଫ ଚଳିତ ବର୍ଷ ୩ଜଣ କୁଖ୍ୟାତ ନକ୍ସଲଙ୍କୁ ନିପାତ କରିଛି। ସେହିପରି ୨୪ ଜଣ ହାର୍ଡକୋର ନକ୍ସଲଙ୍କୁ ଆତ୍ମସମର୍ପଣ କରିବା ପାଇଁ ବାଧ୍ୟ କରିଛି । ବିଏସଏଫର ସର୍ଚ୍ଚ ଅପରେସନରେ ୩୪ଟି ଆଇଡିଡି, ୧୧୭ଟି ଗ୍ରେନେଡ୍‌ ଏବଂ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରାଯାଇଛି । ବିଏସଏଫର ସହଯୋଗରେ ମାଲକାନଗିରି ଜିଲ୍ଲାର ବିଚ୍ଛିନ୍ନାଞ୍ଚଳ ଏବେ ରାଜ୍ୟର ମୁଖ୍ୟଧାରା ସହ ଯୋଡ଼ି ହୋଇଛି । ଗୁରୁପ୍ରିୟା ସେତୁ ଦ୍ୱାରା ୧୫୧ଟି ଗାଁର ୩୧ ହଜାର ବାସିନ୍ଦା ଉପକୃତ ହୋଇଛନ୍ତି । କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଆହ୍ୱାନକ୍ରମେ ୨୦୨୬ ସୁଦ୍ଧା ଓଡ଼ିଶାରୁ ନକ୍ସଲବାଦର ବିଲୋପ ପାଇଁ ବିଏସଏଫ ସଂକଳ୍ପବଦ୍ଧ ବୋଲି ଆଇଜି ଶ୍ରୀ ଅଗ୍ରୱାଲ କହିଛନ୍ତି ।

Previous Post

ପକ୍ଷାଘାତର ଶିକାର ହୋଇଛି କଂଗ୍ରେସ : ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

Next Post

ସାଂଗଠନିକ ନିର୍ବାଚନ ପୂର୍ବରୁ ବିଜେପିର ପ୍ରଶିକ୍ଷଣ କର୍ମଶାଳା

FNN WEB

FNN WEB

Next Post
ସାଂଗଠନିକ ନିର୍ବାଚନ ପୂର୍ବରୁ ବିଜେପିର ପ୍ରଶିକ୍ଷଣ କର୍ମଶାଳା

ସାଂଗଠନିକ ନିର୍ବାଚନ ପୂର୍ବରୁ ବିଜେପିର ପ୍ରଶିକ୍ଷଣ କର୍ମଶାଳା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

Jindal Foundation Marks Seva Diwas with Acts of Compassion and Care

Jio Platforms IPO Creates History: First IPO to Cross 1 Crore Applications and Counting, Bidding Open Till 7 PM Today

October 23, 2026
Jindal Foundation Marks Seva Diwas with Acts of Compassion and Care

Jindal Foundation Marks Seva Diwas with Acts of Compassion and Care

October 23, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.