• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କୃଷି ଓ କୃଷକର ଉନ୍ନତି ବିନା ଦେଶର ଉନ୍ନତି ସମ୍ଭବ ନୁହେଁ: ରାଷ୍ଟ୍ରପତି

FNN WEB by FNN WEB
December 5, 2024
in ଓଡ଼ିଶା, ମୁଖ୍ୟ ଖବର
0
କୃଷି ଓ କୃଷକର ଉନ୍ନତି ବିନା ଦେଶର ଉନ୍ନତି ସମ୍ଭବ ନୁହେଁ: ରାଷ୍ଟ୍ରପତି
0
SHARES
2
VIEWS

ମାଣ୍ଡିଆ ରାଣୀ ରାଇମତିଙ୍କୁ ଡକ୍ଟରେଟ୍‌

ଭୁବନେଶ୍ୱର: ଓୟୁଏଟିର ୪୦ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କାର୍ଯ୍ୟକ୍ରମରେ ସାମିଲ ହୋଇ ଅଭିଭାଷଣ ରଖିଥିଲେ ରାଷ୍ଟ୍ରପତି । ଚାଷ କାମରେ ବୈଷୟିକ ଜ୍ଞାନକୌଶଳର ଉପଯୋଗ କରିବାକୁ ଆହ୍ଵାନ ଦେଇଛନ୍ତି ରାଷ୍ଟ୍ରପତି। ଆହୁରି ମଧ୍ୟ କହିଛନ୍ତି, ଆମ ସଂସ୍କୃତି, ପରମ୍ପରା ଚାଷ ଉପରେ ଆଧାରିତ। ଚାଷୀ ଓ ଚାଷ ବିନା ଦେଶର ଉନ୍ନତି ସମ୍ଭବ ନୁହେଁ। ଚାଷରେ ବିକାଶର ବହୁତ ସୁଯୋଗ ଅଛି। ତେବେ ବର୍ତ୍ତମାନ ଜଳବାୟୁ ସାରା ବିଶ୍ଵ ପାଇଁ ଏକ ବଡ଼ ଚ୍ଯାଲେଞ୍ଜ ସୃଷ୍ଟି କରିଛି। ଏହାର ସମାଧାନ କରାଯିବ ଜରୁରୀ। କୃଷି ଉତ୍ପାଦନରେ ଓୟୁଏଟି ପରି ଅନୁଷ୍ଠାନର ବଡ଼ ଅବଦାନ ଥିବା କହିଛନ୍ତି ରାଷ୍ଟ୍ରପତି। କୃଷି ଉତ୍ପାଦନ ବଜାୟ ରଖିବାକୁ ବୈଷୟିକ ଜ୍ଞାନ କୌଶଳର ବ୍ୟବହାର ହେବା ଜରୁରୀ। ଏଥିପାଇଁ ଏଆଇ, ରିମୋଟ ସେନସିଂର ବ୍ୟବହାର କରିବାକୁ ରାଷ୍ଟ୍ରପତି ଆହ୍ଵାନ ଦେଇଛନ୍ତି।

ଜୈବିକ ପଦ୍ଧତିରେ ମାଣ୍ଡିଆ, ଧାନ ଚାଷ କରି ଜିଲା, ରାଜ୍ୟ ଏବଂ ସର୍ବଭାରତୀୟସ୍ତରରେ ଚର୍ଚ୍ଚାରେ ରହିଥିବା କୋରାପୁଟ ଜିଲା କୁନ୍ଦୁରା ବ୍ଲକ୍‌ ଲିମା ପଞ୍ଚାୟତ ନୂଆଗୁଡାର ମାଣ୍ଡିଆ ରାଣୀ ରାଇମତି ଘିଉରିଆଙ୍କୁ ଗୁରୁବାର ଭୁବନେଶ୍ୱର କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଇଟି)ର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଡକ୍ଟରେଟ୍‌ ଉପାଧି ପ୍ରଦାନ କରିଛନ୍ତି। କୁନ୍ଦୁରା ବ୍ଲକ୍‌ ଲିମା ପଞ୍ଚାୟତର ନୂଆଗୁଡାରେ ପ୍ରାୟ ଶହେରୁ ଅଧିକ ଦେଶୀ ଧାନ ସଂଗ୍ରହ କରି ରଖିବା ସହ ଜୈବିକ ପଦ୍ଧତିରେ ସେ ଚାଷ କରୁଛନ୍ତି। ଏମ୍‌ଏସ୍‌ ସ୍ବାମୀନାଥନ ସଂସ୍ଥା ଦ୍ୱାରା ନୂଆଗୁଡାରେ ଏକ ଗ୍ରାମ୍ୟ ସାଧନ କେନ୍ଦ୍ର ଥିବା ବେଳେ ସେଠାରେ ସମସ୍ତ ପ୍ରକାରର ଦେଶୀ ଧାନ ଏବଂ ମାଣ୍ଡିଆ ବିହନ ଗଚ୍ଛିତ କରି ରଖିଛନ୍ତି।

ଆର୍ଥିକ ସ୍ବଚ୍ଛଳ ନ ଥିଲେ ମଧ୍ୟ ରାଇମତି ସ୍ବାମୀଙ୍କ ସହ ମିଶି ଘର ଖାଇବା ପାଇଁ ଧାନ ଚାଷ କରିବା ସହ ଲୋକଙ୍କୁ ବିହନ ଯୋଗାଇବା ଏବଂ ବିରଳ ଦେଶୀ ଚାଉଳ ବଜାରକୁ ଯୋଗାଉଛନ୍ତି। ଦିଲ୍ଲୀରେ ଅନୁଷ୍ଠିତ ଜି ୨୦ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରି ୨୦ ଦେଶର ନେତାଙ୍କ ନିକଟରେ ନିଜର ପ୍ରତିଭା ପ୍ରଦର୍ଶନ କରିଛନ୍ତି। ଚଳିତବର୍ଷ ବ୍ଲକ୍‌ସ୍ତରୀୟ ପରବ ଉତ୍ସବରେ କୋଟପାଡ଼ ବିଧାୟକ ରୂପୁ ଭତ୍ରାଙ୍କ ଦ୍ୱାରା ପରବ ପ୍ରତିଭା ସମ୍ମାନରେ ସମ୍ମାନିତ ହୋଇଛନ୍ତି। ରାଇମତିଙ୍କୁ ଏହି ଉପାଧି ମିଳିବା ନେଇ ବିଧାୟକ ଭତ୍ରା, ଜିଲା ପରିଷଦ ଉପାଧ୍ୟକ୍ଷ ରାଧା ବିନୋଦ ସାମନ୍ତରାୟ, ଦିଗାପୁର ମଣ୍ଡଳ ସଭାପତି ବଦ୍ରି ନାରାୟଣ ଆଚାର୍ଯ୍ୟ,ଆଦିବାସୀ ସଂସ୍କୃତି ଗବେଷକ ଡକ୍ଟର ରାଜେନ୍ଦ୍ର ପ୍ରସାଦ ପାଢ଼ୀ, ସମାଜିକ କର୍ମୀ ସଞ୍ଜୟ ସାହୁ, ଏମ୍‌ପିଙ୍କ ପ୍ରତିନିଧି ଅମ୍ବୁ ପାତ୍ର ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।

Previous Post

ପୋଲାଭରମ ପ୍ରକଳ୍ପ ପ୍ରସଙ୍ଗରେ କେନ୍ଦ୍ର ନିକଟରେ ବିଜେଡିର ଦାବି ଉପସ୍ଥାପନ

Next Post

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବୀସ

FNN WEB

FNN WEB

Next Post
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବୀସ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବୀସ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.