• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଧାନ ପରବର୍ତ୍ତୀ ପଡ଼ିଆ ଜମିର ପରିଚାଳନା ନେଇ କୃଷି ବିଭାଗର ୫ଟି ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ଵାକ୍ଷରିତ

FNN WEB by FNN WEB
December 10, 2024
in ଓଡ଼ିଶା, ମୁଖ୍ୟ ଖବର
0
ଧାନ ପରବର୍ତ୍ତୀ ପଡ଼ିଆ ଜମିର ପରିଚାଳନା ନେଇ କୃଷି ବିଭାଗର ୫ଟି ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ଵାକ୍ଷରିତ
0
SHARES
0
VIEWS

ଭୁବନେଶ୍ୱର: ଆଜି କୃଷି ଭବନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଆଇଆରଆରଆଇ(IRRI), ଆଇସିଆରଆଇଏସଏଟି (ICRISAT), ଆଇସିଏଆରଡ଼ିଏ (ICARDA), ଏମଏସଏସଆରଏଫ (MSSRF) ଓ ଏଏଫସି (AFC) ଇଣ୍ଡିଆ ଲିମିଟେଡ଼ ମଧ୍ୟରେ ଧାନ ପରବର୍ତ୍ତୀ ପଡ଼ିଆ ଜମିର ପରିଚାଳନା ନେଇ ୫ ଟି ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ଵାକ୍ଷରିତ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ହୋଇଥିଲା l ରାଜ୍ୟରେ ପ୍ରାୟ ଅବ୍ୟବହୃତ ପ୍ରାୟ ୧୬ ଲକ୍ଷ ହେକ୍ଟର ଧାନ ପରବର୍ତ୍ତୀ ପଡ଼ିଆ ଜମି ଥିବାବେଳେ ଏହାର ସଦ୍ ବ୍ୟବହାର ଏବଂ ମାଟିର ଉର୍ବରତା ହ୍ରାସକୁ ଦୃଷ୍ଟିରେ ରଖି କୃଷି ବିଭାଗ ୨୦୨୨-୨୩ ବର୍ଷରେ ୭୦ ହଜାର ହେକ୍ଟର ଜମିରେ ଧାନ ପରବର୍ତ୍ତୀ ପଡ଼ିଆ ଜମି ମ୍ୟାନେଜମେଣ୍ଟ (Rice Fallow Management) ଆରମ୍ଭ କରିଥିଲେ l

ଧାନ ଫସଲ ପରେ ମାଟିରେ ଥିବା ଆର୍ଦ୍ରତାକୁ ବ୍ୟବହାର କରି ଏଥିରେ ସ୍ୱଳ୍ପ ଅବଧିରେ ଫଳୁଥିବା ଡାଲି ଜାତୀୟ ଶସ୍ୟ ଯଥା ମଶୁର ଡାଲି, ମଟର ଇତ୍ୟାଦି ଏବଂ ତୈଳଜାତୀୟ ଶସ୍ୟ ଯଥା ସୋରିଷ ଇତ୍ୟାଦିର ଉତ୍ପାଦନ କରି ମାଟିର ଉର୍ବରତା ବଜାୟ ରଖାଯାଇ ପାରିବ l ପ୍ରଥମ ବର୍ଷର ସଫଳତାକୁ ଆଧାର କରି ୨୦୨୩-୨୪ ବର୍ଷରେ ୩.୯ଲକ୍ଷ ହେକ୍ଟର ଜମିରେ ଏହାକୁ କରାଯାଇଥିଲା l ଚଳିତ ବର୍ଷ ୪.୫୫ ଲକ୍ଷ ହେକ୍ଟର ଜମିରେ ଏହାକୁ କାର୍ଯ୍ୟକାରୀ କରାଯିବା ନେଇ ଲକ୍ଷ୍ୟ ରହିଛି l ଏଥିରେ ପ୍ରାୟ ୫ ଲକ୍ଷ୍ୟ ଚାଷୀ ଉପକୃତ ହେବେ l ଏଥିନିମନ୍ତେ, ୩.୪୫ଲକ୍ଷ ହେକ୍ଟର ଜମି ରାଜ୍ୟ ତରଫରୁ ସିଆରଏଫଏମ ଯୋଜନା ଅଧୀନରେ ଓ ୧.୧୦ ଲକ୍ଷ ହେକ୍ଟର ଜମି କେନ୍ଦ୍ର ସରକାରଙ୍କ ତରଫରୁ ଟିଆରଏଫଏ (TRFA) – ତୈଳବୀଜ ଯୋଜନା ମିଳୁଥିବା ଅନୁଦାନ ଅନ୍ତର୍ଭୁକ୍ତ ଅଟେ l
ଏହି ପ୍ରକଳ୍ପକୁ ସଫଳ କରିବା ପାଇଁ କୃଷି ବିଭାଗ ଆଇଆରଆରଆଇ(IRRI), ଆଇସିଆରଆଇଏସଏଟି (ICRISAT), ଆଇସିଏଆରଡ଼ିଏ (ICARDA), ଏମଏସଏସଆରଏଫ (MSSRF) ଓ ଏଏଫସି (AFC) ଇଣ୍ଡିଆ ଲିମିଟେଡ଼ ଭଳି ପ୍ରସିଦ୍ଧ ଅନ୍ତର୍ଜାତୀୟ ତଥା ଜାତୀୟ ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ୱାକ୍ଷରିତ କରିଛି l ରାଜ୍ୟ ସରକାରଙ୍କ ତରଫରୁ ପ୍ରାୟ ୨ଲକ୍ଷ ହେକ୍ଟର ଅମ୍ଳୀୟ ଅଞ୍ଚଳରେ ମାଟିର ସ୍ୱାସ୍ଥ୍ୟ ଏବଂ ଉତ୍ପାଦନ କ୍ଷମତା ବୃଦ୍ଧି କରିବା ପାଇଁ ଡୋଲୋମିଟିକ୍ ଚୂନ ପଥର ଯୋଗାଇ ଦିଆଯାଉଛି l ପ୍ରକଳ୍ପର ଅବସ୍ଥିତି ଓ ଅଗ୍ରଗତି ପରୀକ୍ଷଣ ନିମନ୍ତେ ରିଅଲ ଟାଇମ ମନିଟରିଂ ସିଷ୍ଟମର ବ୍ୟବହାର କରାଯିବ l

Previous Post

ଜାନୁଆରୀରେ ଆରମ୍ଭ ହେବ ପକ୍ଷୀ ଗଣନା: ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ

Next Post

ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

FNN WEB

FNN WEB

Next Post
ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.