• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

FNN WEB by FNN WEB
December 10, 2024
in ଓଡ଼ିଶା, ମୁଖ୍ୟ ଖବର
0
ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
0
SHARES
0
VIEWS

ଭୁବନେଶ୍ବର: ଚଳିତ ମାସ ୧୭ ତାରିଖ ଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ। ଏହି ମରାମତି କାମ ସରିବା ପର୍ଯ୍ୟନ୍ତ ଦ୍ବିତୀୟ ଭୋଗ ମଣ୍ଡପ ପରଠାରୁ ଅର୍ଥାତ ଅପରାହ୍‌ଣ ୧ଟା ପରେ ସନ୍ଧ୍ୟା ୫/୬ଟା ଯାଏଁ ଜାରି ରହିବ। ମହାପ୍ରଭୁଙ୍କ ରତ୍ନଭଣ୍ଡାର ମରାମତି ନେଇ ମଙ୍ଗଳବାର ସନ୍ଧ୍ୟାରେ ଛତିଶାନିଯୋଗ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଗଣମାଧ୍ୟମର ପ୍ରତିନିଧିଙ୍କୁ ଏହି ସୂଚନା ପ୍ରଦାନ କରିଛନ୍ତି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି, ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି କାମ ହେବ। ଦିନ ଗୋଟିଏରୁ ସନ୍ଧ୍ୟା ୫/୬ଟା ପର୍ଯ୍ୟନ୍ତ ଏହି କାମ ଜାରି ରହିବ। ଶନିବାର, ରବିବାର ସମେତ ସ୍ବତନ୍ତ୍ର ଦିନଗୁଡ଼ି‌କରେ ମରାମତି କାମ ବନ୍ଦ ରହିବ। ସେହିପରି ମରାମତି କାମ ସରିବା ପର୍ଯ୍ୟନ୍ତ ଶ୍ରଦ୍ଧାଳୁମାନେ ବାହାର କାଠ ନିକଟରୁ ମହାପ୍ରଭୁଙ୍କ ଦର୍ଶନ କରିବେ। ରାତି ୧୧ଟା ୩୦ରେ ପହୁଡ଼ ପଡ଼ିବ ଏବଂ ‌ରାତି ୨ଟା ପରେ ଦ୍ବାରଫିଟା ନୀତି କରାଯିବ। ଏଥି ସହିତ ଆଗାମୀ ୩ ମାସ ସୁଦ୍ଧା ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଶେଷ କରାଯିବା ପାଇଁ ଏଏସ୍‌ଆଇ ପକ୍ଷରୁ କୁହାଯାଇଛି। ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ ମରାମତି କାମ କରାଯିବ। ମରାମତି କାମ ଶେଷ ହେଲା ପରେ ଅସ୍ଥାୟୀ ରତ୍ନଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତରିତ ହୋଇ ଗଣତିମଣତି କରାଯିବ।

ଦ୍ବିତୀୟ ଭୋଗ ମଣ୍ଡପ ପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇ ସନ୍ଧ୍ୟା ୫/୬ଟା ପର୍ଯ୍ୟନ୍ତ ଜାରି ରହିବ। ସେହିପରି ଶନିବାର, ରବିବାର ସମେତ ଅନ୍ୟ ସ୍ବତନ୍ତ୍ର ଦିନଗୁଡ଼ି‌କରେ ମରାମତି କାମ ବନ୍ଦ ରହିବ। ମରାମତି କାମ ସରିବା ପର୍ଯ୍ୟନ୍ତ ଶ୍ରଦ୍ଧାଳୁମାନେ ବାହାର କାଠ ନିକଟରୁ ମହାପ୍ରଭୁଙ୍କ ଦର୍ଶନ କରିବେ।

ସୂଚନାଯୋଗ୍ୟ ଯେ ଜୁଲାଇ ୧୪ ଓ ୧୮ ତାରିଖରେ ରତ୍ନଭଣ୍ଡାରରୁ ରତ୍ନ ଅଳଙ୍କାର ସ୍ଥାନାନ୍ତରିତ ହୋଇଥିଲା। ଅଗଷ୍ଟ ୨୩ରେ ଖାଲି ସିନ୍ଦୁକକୁ ଭଣ୍ଡାରରୁ ନୀଳାଦ୍ରି ମ୍ୟୁଜିୟମକୁ ସ୍ଥାନାନ୍ତର କରାଯାଇଥିଲା। ସେପ୍ଟେମ୍ବର ୨୧ ଓ ୨୨ରେ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିଥିଲା ଏଏସଆଇର ବୈଷୟିକ ଟିମ୍‌। କିଛିଦିନ ତଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ କୁହାଯାଇଥିଲା।

Previous Post

ଧାନ ପରବର୍ତ୍ତୀ ପଡ଼ିଆ ଜମିର ପରିଚାଳନା ନେଇ କୃଷି ବିଭାଗର ୫ଟି ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ଵାକ୍ଷରିତ

Next Post

ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ, ଗଠନ ହେବ ଟାସ୍କ ଫୋର୍ସ

FNN WEB

FNN WEB

Next Post
ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ, ଗଠନ ହେବ ଟାସ୍କ ଫୋର୍ସ

ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ, ଗଠନ ହେବ ଟାସ୍କ ଫୋର୍ସ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

ନେପାଳରେ ମୃତ୍ୟୁର ମହାତାଣ୍ଡବ, ୫ଶହ ଟପିଲା ମୃତ୍ୟୁସଂଖ୍ୟା

August 28, 2026
ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

ଆମେରିକା ଠାରୁ ଜାଭେଲିନ୍ ଆଣ୍ଟି-ଟ୍ୟାଙ୍କ ମିସାଇଲ୍ କିଣିବ ଭାରତ: ୟୁଏସ କହିଲା ଭାରତୀୟ ସେନାକୁ ଆମେ ସମର୍ଥନ କରୁ

August 28, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ପାଣିପାଗ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

୧୪ରେ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲା ପ୍ରତିଷ୍ଠା ଦିବସ

September 11, 2026
ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

ଇଂରାଜୀ ଦୈନିକ ‘ନ୍ୟାସନାଲ ବିକନ୍’ ଲୋକାର୍ପିତ

September 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.