• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ, ଗଠନ ହେବ ଟାସ୍କ ଫୋର୍ସ

FNN WEB by FNN WEB
December 10, 2024
in ଓଡ଼ିଶା, ମୁଖ୍ୟ ଖବର
0
ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ସରକାରଙ୍କ ଉଦ୍ୟମ, ଗଠନ ହେବ ଟାସ୍କ ଫୋର୍ସ
0
SHARES
1
VIEWS

ଭୁବନେଶ୍ୱର : ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ। ଆଜି ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଚିନି କଳ ଏକ ପୁରାତନ ଚିନି କଳ। ଏହା ଉପରେ ଅନେକ ଚାଷୀ ନିର୍ଭର କରନ୍ତି। ତେଣୁ, ଏହାର ଉନ୍ନତିକରଣ ଓ ପୁନରୁଦ୍ଧାର କରିବା ପାଇଁ ପଦକ୍ଷେପ ନିଆଯିବା ଆବଶ୍ୟକ । ଏହି ଟାସ୍କ ଫୋର୍ସ ମହାରାଷ୍ଟ୍ର ଏବଂ ଅନ୍ୟ ରାଜ୍ୟଗୁଡିକୁ ପରିଦର୍ଶନରେ ଯାଇ ସେଠାକାର ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରି ସେମାନଙ୍କ ସୁଚିନ୍ତିତ ମତାମତ ଦେବା ପରେ ଏହାର ରିପୋର୍ଟ ଆଧାରରେ ଚିନି କଳର ପୁନରୁଦ୍ଧାର କରାଯିବ ।

ସୂଚନା ଯୋଗ୍ୟ, ଆସିକା ସମବାୟ ଚିନି କଳ ୧୯୫୬ ମସିହାରେ ସ୍ଥାପିତ ହୋଇଥିଲା। ୧୯୬୩ରେ ଏଠାରେ ଚିନି ଉତ୍ପାଦନ ଆରମ୍ଭ ହୋଇଥିଲା। ପରେ ଏହାର କ୍ଷମତା ବୃଦ୍ଧି ହୋଇ ଚିନି ସହ ଅନ୍ୟାନ୍ୟ ପଦାର୍ଥ ମଧ୍ୟ ଉତ୍ପାଦନ କରାଯାଉଛି। ତେବେ ବର୍ତ୍ତମାନ ଏହା ଲାଭଜନକ ସ୍ଥିତିରେ ନାହିଁ। ତେଣୁ ଏହାର ପୁନରୁଦ୍ଧାର ପାଇଁ ପଦକ୍ଷେପ ନେବା ପାଇଁ ନୂଆ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି।

ବୈଠକରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତ କରଣ ତଥା ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅବକାରୀ, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ, ହସ୍ତ ତନ୍ତ, ବୟନ, ହସ୍ତ ଶିଳ୍ପ ଓ ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ ଓ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ଆସିକା ବିଧାୟକ ଶ୍ରୀ ସରୋଜ କୁମାର ପାଢୀ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଅର୍ଥ, କୃଷି, ସମବାୟ ତଥା ଅବକାରୀ ବିଭାଗ ସଚିବ ଏବଂ ଗଞ୍ଜାମ ଜିଲ୍ଲାପାଳ ବୈଠକରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।

Previous Post

ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

Next Post

ଭୁବନେଶ୍ବରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ ନିର୍ମାଣ ପାଇଁ ଯୋଜନା

FNN WEB

FNN WEB

Next Post
ଭୁବନେଶ୍ବରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ ନିର୍ମାଣ ପାଇଁ ଯୋଜନା

ଭୁବନେଶ୍ବରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ ନିର୍ମାଣ ପାଇଁ ଯୋଜନା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

ଓଡ଼ିଶା ଛୁଇଁଲା ମୌସୁମୀ, ରଜରେ ତୁହାକୁ ତୁହା ବର୍ଷା

June 12, 2026
ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

June 11, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

June 12, 2026
ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ମିସନ ମୋଡରେ ଆମ ସରକାର ମୌଳିକ ସୁବିଧା ପୂରଣ କରୁଛନ୍ତି: ମୁଖ୍ୟମନ୍ତ୍ରୀ

June 12, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.