• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

କିଟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଉଦ୍‍ଘାଟିତ

FNN WEB by FNN WEB
December 13, 2024
in ଓଡ଼ିଶା, ମୁଖ୍ୟ ଖବର
0
କିଟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଉଦ୍‍ଘାଟିତ
0
SHARES
2
VIEWS

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟରେ ୫ମ କଳିଙ୍ଗ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି । ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବର ଉଦ୍‍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ କହିଲେ ଏହି ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଓଡ଼ିଶାର ସିନେ ଜଗତ ଓ କଳାକାର ଜଗତକୁ ପ୍ରେରଣା ଯୋଗାଇବ । ଆମ ସମାଜ ଉପରେ ସିନେମାର ବିଶେଷ ପ୍ରଭାବ ରହିଛି । ଏହି ମହୋତ୍ସବ ଓଡ଼ିଶା ସିନେ ଜଗତକୁ ଏକ ସମ୍ଭାବନା ଆଣି ଦେବାର ଆଶା ଓ ବିଶ୍ୱାସ ଅଛି ବୋଲି ମନ୍ତ୍ରୀ ଶ୍ରୀ ସୂରଜ କହିଥିଲେ । ବିଶିଷ୍ଟ ପ୍ରଯୋଜକ ବିପୁଲ ଅମୃତଲାଲ୍‍ ଶାହ ଅତିଥି ଭାବେ ଯୋଗଦେଇ କହିଲେ, ଆମ ଦେଶରେ ବହୁ ପ୍ରତିଭା ଲୁକ୍‍କାୟିତ ହୋଇ ରହିଛନ୍ତି । ବିଶେଷ କରି ଓଡ଼ିଶାରେ ବହୁ ପ୍ରତିଭା ରହିଥିବା ମୁଁ ଏଠାରେ ଦେଖିବାକୁ ପାଇଲି । ସେମାନେ ମୁଖ୍ୟସ୍ରୋତକୁ ଆସି ପାରିନାହାନ୍ତି । ଏହି ଲୁକକାୟିତ କଳାକାରମାନଙ୍କୁ ସିନେ ଜଗତର ମୁଖ୍ୟସ୍ରୋତକୁ ଆଣିବା ପାଇଁ ପ୍ରୟାସ କରିବେ ବୋଲି ସେ କହିଥିଲେ । ବିଶିଷ୍ଟ ନିର୍ଦ୍ଦେଶକ ଯଦୁମଣି ଦତ୍ତା କହିଲେ, ଭଳ ଚଳଚ୍ଚିତ୍ର ଭଲ ଭାବନା ତିଆରି କରିଥାଏ । ଭଲ ସିନେମା ତିଆରି କରିବା ଏବଂ ଏ ସମ୍ପର୍କିତ ଜ୍ଞାନ ଆହରଣ କ୍ଷେତ୍ରରେ ଏଭଳି ଚଳଚ୍ଚିତ୍ର ମହୋତ୍ସବ ଏକ ଉତ୍ତମ ମଞ୍ଚ ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପ୍ରଦାନ କରି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ଦୀର୍ଘ ୫ ବର୍ଷ ଧରି କିଟ୍‍ ପକ୍ଷରୁ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଅନୁଷ୍ଠିତ ହୋଇଆସୁଛି । ଏହି ଚଳଚ୍ଚିତ୍ର ମହୋତ୍ସବରେ ବିଭିନ୍ନ ଭାଷାଭାଷୀ ଚଳଚ୍ଚିତ୍ର ସମ୍ପର୍କରେ ସମସ୍ତେ ଜାଣିବାର ସୁଯୋଗ ମିଳିଥାଏ । ଆସନ୍ତା ବର୍ଷ ଏହି ଚଳଚ୍ଚିତ୍ର ମହୋତ୍ସବକୁ ଆହୁରି ବଡ଼ ଧରଣର କରାଯିବ ବୋଲି ସେ ଘୋଷଣା କରିଥିଲେ।

ଏହି ମହୋତ୍ସବରେ ମୋଟ ୪୫ଟି ଅତି ଉତ୍ତମ ମାନର ଚଳଚ୍ଚିତ୍ର ପ୍ରଦର୍ଶିତ ହେବ । ସେଥିମଧ୍ୟରେ ରହିଛି ୧୨ଟି ଫିଚର ଫିଲ୍ମ, ୧୦ଟି କ୍ଷୁଦ୍ର ଚଳଚ୍ଚିତ୍ର, ୫ଟି ପ୍ରାମାଣିକ ଚଳଚ୍ଚିତ୍ର ଓ ୧୦ଟି ଷ୍ଟୁଡେଣ୍ଟ ଫିଲ୍ମ । ଆଜି ପ୍ରଥମ ଦିନରେ ଗୁଗୁଲ୍‍ ମାଟ୍ରିମନି, ମୋ ବୋଉ ମୋ ଗାଁ, ବାହି ଟ୍ରେସିଂ ମାଇଁ ଆନସେଷ୍ଟରସ, ଅଣ୍ଡର ଦି ବେଡ୍‍, ରଚାମ୍ମା, ଶ୍ରୀକାନ୍ତ, ବାଲାଡ୍‍ ଅଫ୍‍ ଦି ମାଉଣ୍ଟେନ୍‍, ମଇଁ ନିଦ, ରୋଟି କୁଁ ବନାସୀ, ଅମର ଆଜ ମରେଗା, ଅସ୍ତୋରାଗ, ମୋନିହାରା, ଆତାତୁର, କାଇଟ୍‍ ଆଣ୍ଡ ଆଇ ଏବଂ ସାମ ବାହାଦୂର ଆଦି ୧୭ଟି ବିଭିନ୍ନ ଭାଷା ଓ ପ୍ରାମାଣିକ ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା।

୩ ଦିନ ବ୍ୟାପୀ ଅନୁଷ୍ଠିତ ହେଉଥିବା ଏହି ମହୋତ୍ସବରେ ବିଶିଷ୍ଟ ପ୍ରଯୋଜକ ଅଭିଷେକ ଅଗ୍ରୱାଲ, ମାୟଙ୍କ ସିଙ୍ଘାଣିଆ, ଅଭିଷେକ ତାରାଚାନ୍ଦ ଜୈନ, ନବଜ୍ୟୋତି ବାନ୍ଦିୱାଦେକର, ଚଳଚ୍ଚିତ୍ର ନିର୍ଦ୍ଦେଶକ ତୁଷାର ହୀରାନନ୍ଦିନୀ ଓ ସାଗର ସୁନୀଲ ପୁରଣିକ, ଅଭିନେତ୍ରୀ ରୁପାଲି ସୁଦ୍‍, ବନ୍ୟପ୍ରାଣୀ ଚଳଚ୍ଚିତ୍ର ନିର୍ମାତା ସୁବିହା ନାଲାମୁଥୁ ଓ ଲେଖକ ରାଜ ସାଣ୍ଡିଲ୍ୟଙ୍କ ଭଳି ବହୁ ନାମୀଦାମୀ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ଯୋଗ ଦେଇଛନ୍ତି । ୧୪ ଓ ୧୫ ତାରିଖରେ କିଟ୍‍ କ୍ୟାମ୍ପସ-୬ ଓ ୧୭ ପ୍ରେକ୍ଷାଳୟ, ତଥା ସେମିନାର ହଲ୍‍ରେ ଚଳଚ୍ଚିତ୍ର ସବୁ ପ୍ରଦର୍ଶନ ହେବ ।

କିଟ୍‍ ଫିଲ୍ମ, ଫେସନ ଓ ମିଡ଼ିଆ ଷ୍ଟଡିଜ୍‍ ସ୍କୁଲର ମହାନିର୍ଦ୍ଦେଶକ ହିମାଂଶୁ ଶେଖର ଖଟୁଆଙ୍କ ତତ୍ତ୍ୱାବଧାନରେ ଏହି ଚଳଚ୍ଚିତ୍ର ମହୋତ୍ସବ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ, କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ଓ ଓଡ଼ିଶା ସିନେ ଜଗତର ବହୁ ବିଶିଷ୍ଟ ବ୍ୟକ୍ତିତ୍ୱ ଉପସ୍ଥିତ ଥିଲେ ।

Previous Post

‘ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା’ରେ ଯୋଗଦେବେ ସିଙ୍ଗାପୁର ରାଷ୍ଟ୍ରପତି

Next Post

୮୫ ଜଣ ହୋମିଓପାଥିକ ଚିକିତ୍ସକ, ୨୩୯ ଜଣ ରେଡିଓଗ୍ରାଫର ଓ ୫୨ ଜଣ ଅଧ୍ୟାପକ ନିଯୁକ୍ତ

FNN WEB

FNN WEB

Next Post
୮୫ ଜଣ ହୋମିଓପାଥିକ ଚିକିତ୍ସକ, ୨୩୯ ଜଣ ରେଡିଓଗ୍ରାଫର ଓ ୫୨ ଜଣ ଅଧ୍ୟାପକ ନିଯୁକ୍ତ

୮୫ ଜଣ ହୋମିଓପାଥିକ ଚିକିତ୍ସକ, ୨୩୯ ଜଣ ରେଡିଓଗ୍ରାଫର ଓ ୫୨ ଜଣ ଅଧ୍ୟାପକ ନିଯୁକ୍ତ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.