• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

୨୫ରେ ମିଳିବନି ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା

FNN WEB by FNN WEB
December 16, 2024
in ଓଡ଼ିଶା, ମୁଖ୍ୟ ଖବର
0
କାଲି ଆସିବେ ପ୍ରଧାନମନ୍ତ୍ରୀ, ଜନ୍ମ ଦିନରେ ଜନତା ମଇଦାନରେ ଦେବେ ସୁଭଦ୍ରା ଭେଟି
0
SHARES
0
VIEWS


ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ୪ର୍ଥ ପର୍ଯ୍ୟାୟ ସ୍ଥଗିତ

ଭୁବନେଶ୍ବର : ଡିସେମ୍ବର ୨୫ରେ ମିଳିବନି ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା । ବର୍ତ୍ତମାନ ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ୪ର୍ଥ ପର୍ଯ୍ୟାୟକୁ ସ୍ଥଗିତ ରଖାଯାଇଛି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଡିସେମ୍ବର ୨୫ରେ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବାର ଥିଲା। କିନ୍ତୁ ଏହା ପୂର୍ବରୁ କିଛି ହିତାଧିକାରୀଙ୍କର E-KYC ହୋଇନଥିଲା। ଏଥି ସହିତ କିଛି ହିତାଧିକାରୀଙ୍କର ମଧ୍ୟ ଫିଲ୍ଡ ଭେରିଫିକେସନ୍ ହେବାର ଥିଲା। ବର୍ତ୍ତମାନ ଗାଁରେ ଫିଲ୍ଡ ଭେରିଫିକେସନ୍ ଚାଲିଛି। ଯାଞ୍ଚ ପ୍ରକ୍ରିୟା ଚାଲିଥିବାରୁ ଚତୁର୍ଥ ପର୍ଯ୍ୟାୟକୁ ସ୍ଥଗିତ ରଖାଯାଇଛି। ଡିସେମ୍ବର ୩୦ ତାରିଖ ସୁଦ୍ଧା ସବୁ ପ୍ରକାର ଯାଞ୍ଚ ସରିବା ଆଶା ରହିଛି। ସବୁ ପ୍ରକାର ଯାଞ୍ଚ ସରିଲେ, ଚତୁର୍ଥ ପର୍ଯ୍ୟାୟ ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ଏଥି ସହିତ ଉପମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯଦି କେଉଁ ହିତାଧିକାରୀ ସୁଭଦ୍ରା ଯୋଜନାରୁ ବଞ୍ଚିତ ଅଛନ୍ତି, ତେବେ ସୁଭଦ୍ରା ପୋର୍ଟାଲରେ ଅଭିଯୋଗ କରନ୍ତୁ। ଯଦି ବାୟୋମେଟ୍ରିକରେ E-KYC ଶେଷ ଦେଖାଉଛି, ଅଚିନ୍ତା ରୁହନ୍ତୁ। OTP ଜରିଆରେ E-KYC କରିଥିଲେ ବି ବାୟୋମେଟ୍ରିକ କରନ୍ତୁ। ଗାଁରେ ଏବେ ଫିଲ୍ଡ ଭେରିଫିକେସନ୍ ଚାଲିଛି, ସମସ୍ତେ ସହଯୋଗ କରନ୍ତୁ। କିଛି ଅଭିଯୋଗଥିଲେ ବ୍ଲକ ଅଫିସ, ସରପଞ୍ଚ ଓ ଅଙ୍ଗନବାଡି କର୍ମୀଙ୍କୁ ଅଭିଯୋଗ ଜଣାନ୍ତୁ।

ଅନ୍ୟପଟେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ୫ ଲକ୍ଷରୁ ଅଧିକ ଆବେଦନ ବର୍ତ୍ତମାନ ସୁଦ୍ଧା ପେଣ୍ଡିଂ ପଡ଼ିଛି। ୫ ଏକର ଜମି ନେଇ ଏବେ ଫିଲ୍ଡ ସର୍ଭେ ଚାଲିଛି। ଯଦି କୌଣସି ହିତାଧିକାରୀ ମଣ୍ଡିରେ ୫ ଏକର ଜମି ଥିବା ଦର୍ଶାଇଥିବେ ତେବେ ତାଙ୍କର ସୁଭଦ୍ରା ରିଜେକ୍ଟ ଲିଷ୍ଟରେ ନାଁ ଆସିବ। ଯଦି ଏହା ଭୁଲବଶତଃ ଉଲ୍ଲେଖ କରିଥିବେ ତେବେ ପୋର୍ଟାଲ ଜରିଆରେ ଅଭିଯୋଗ କରନ୍ତୁ। ୩୧ ହଜାର ହିତାଧିକାରୀ ସୁଭଦ୍ରା ଯୋଜନାରେ ଅପ୍‌ଟ ଆଉଟ ହୋଇଛନ୍ତି। ଅପ୍‌ଟ ଆଉଟ ହିତାଧିକାରୀଙ୍କ ପାଇଁ ବିଚାର କରାଯାଉଛି। ଯଦି କୌଣସି ହିତାଧିକାରୀ ନିଜକୁ ଯୋଗ୍ୟ ଭାବୁଛନ୍ତି, ତେବେ ବ୍ଲକରେ ଯାଇ ଜଣାନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ ସୁଭଦ୍ରା ଯୋଜନା ଅଧୀନରେ ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ୍‌ ୮୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏ ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରାଯାଇ ସାରିଥିବାବେଳେ ଚତୁର୍ଥ ପର୍ଯ୍ୟାୟରେ ପ୍ରାୟ ୨୦ ଲକ୍ଷ ହିତାଧିକାରୀଙ୍କୁ ଟଙ୍କା ମିଳିବ। ଯାହା ପରେ ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ଛୁଇଁବ।

Previous Post

୧୮ତମ ଟାଟା ଷ୍ଟିଲ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ସମାରୋହ

Next Post

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ସେନ୍‍ ଗ୍ଲୋବ୍‍ର ୧୦ମ ପ୍ରତିଷ୍ଠା ଦିବସ

FNN WEB

FNN WEB

Next Post
କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ସେନ୍‍ ଗ୍ଲୋବ୍‍ର ୧୦ମ ପ୍ରତିଷ୍ଠା ଦିବସ

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ସେନ୍‍ ଗ୍ଲୋବ୍‍ର ୧୦ମ ପ୍ରତିଷ୍ଠା ଦିବସ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
ଆସନ୍ତା ୮ରୁ ହରିରାଜପୁର ମେଳନ

ଆସନ୍ତା ୮ରୁ ହରିରାଜପୁର ମେଳନ

March 6, 2026
ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

ପାରାଦୀପରେ ସଲଫ୍ୟୁରିକ ଏସିଡ୍ ପ୍ଲାଣ୍ଟ ଲୋକାର୍ପଣ କଲେ ଅମିତ୍ ଶାହ

March 6, 2026
Fast News Network

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

March 6, 2026
ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

ଶିଳ୍ପ ସୁରକ୍ଷାରେ ଶୀର୍ଷରେ ପହଞ୍ଚିଛି ସିଆଇଏସଏଫ୍‍

March 6, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.