• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଓଡ଼ିଶା

ସାଇବର ସଚେତନତା ପୁସ୍ତକ ଉନ୍ମୋଚିତ

FNN WEB by FNN WEB
December 17, 2024
in ଓଡ଼ିଶା, ମୁଖ୍ୟ ଖବର
0
ସାଇବର ସଚେତନତା ପୁସ୍ତକ ଉନ୍ମୋଚିତ
0
SHARES
0
VIEWS

ଭୁବନେଶ୍ବର : ସମ୍ପ୍ରତି ସାଇବର ଅପରାଧ ଚିନ୍ତାଜନକ ପାଲଟିଥିବା ବେଳେ ସାମ୍ବାଦିକ ଶୁଭକାନ୍ତ ପଢ଼ିହାରୀଙ୍କ ଦ୍ବାରା ରଚିତ ସଚେତନତା ପୁସ୍ତକ ‘ସାଇବର ଅପରାଧ’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଛନ୍ତି। ବିଧାନସଭାର ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ଏହି ପୁସ୍ତକକୁ ଗତ ୧୧ ତାରିଖରେ ଉନ୍ମୋଚନ କରାଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ସମେତ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର, ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ସରକାରୀ ଉପମୁଖ୍ୟ ସଚେତକ ତଥା ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ, ବିଜେପୁର ବିଧାୟକ ସନତ କୁମାର ଗଡ଼ତିଆ, ପୂର୍ବତନ ବିଧାୟିକ କୁସୁମ ଟେଟେ, ‘ସାଇବର ଅପରାଧ’ ପୁସ୍ତକ ଲେଖକ ତଥା ‘ସମ୍ବାଦ’ ଜଗତସିଂହପୁର ଜିଲ୍ଲା ପ୍ରତିନିଧି ଭାବେ କାର୍ଯ୍ୟରତ ଶୁଭକାନ୍ତ ପଢ଼ିହାରୀ, ଇଂରାଜୀ ଅନୁବାଦ କରିଥିବା ଶିକ୍ଷକ ରାକେଶ ରୋସନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ସାଇବର ଅପରାଧ କ’ଣ, କେମିତି ସାଇବର ଅପରାଧୀମାନେ ଟଙ୍କା ଠକେଇ କରନ୍ତି, ଅନଲାଇନ୍ ଠକେଇ, କ୍ୟୁଆର କୋଡ୍ ସ୍କାନ୍ ଠକେଇ, ପାର୍ସଲ ନାଁରେ ଠକେଇ(ଡିଜିଟାଲ୍ ଆରେଷ୍ଟ), କୌନ ବନେଗା କରୋଡପତି ଭଳି ଅପରାଧୀଙ୍କ ଜାଲ୍ ଲଟେରି ସ୍କାମ୍ ଜରିଆରେ ଠକେଇ, ମୋବାଇଲ ଓ ଇଣ୍ଟରନେଟ୍ ରିଚାର୍ଜ ନାଁରେ ଠକେଇ, ଵାର୍କ ଫ୍ରମ ହୋମ୍ ନାଁରେ ପ୍ରମୁଖ ଠକେଇ, ଠକାମିର ଶିକାର ହେଲା ପରେ କେଉଁ ପଦକ୍ଷେପ ଗ୍ରହଣ କରିବେ, ଠକେଇରୁ ରକ୍ଷା ପାଇବା ପାଇଁ କେଉଁ ଉପାୟ ଓ କୌଶଳ ଅବଲମ୍ବନ କରିବେ ସେ ନେଇ ଏହି ପୁସ୍ତିକାରେ ବିସ୍ତୃତ ଭାବେ ବର୍ଣ୍ଣନା କରାଯାଇଥିବା ଲେଖକ ଶୁଭକାନ୍ତ ପଢ଼ିହାରୀ ସୂଚନା ଦେଇଛନ୍ତି।

ବିଶେଷ କରି ହାଇସ୍କୁଲ, କଲେଜ ଛାତ୍ରଛାତ୍ରୀ, ଯୁବପିଢ଼ି, ମହିଳା ଓ ସ୍ମାର୍ଟ ଫୋନ୍ ଚଳାଉଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କ ପାଇଁ ଏହି ପୁସ୍ତିକା ବେଶ୍ ଉପାଦେୟ ହୋଇପାରିବ ବୋଲି ସେ କହିଛନ୍ତି। ଓଡ଼ିଆରେ ବିସ୍ତୃତ ଭାବେ ସାଇବର ଅପରାଧ ସଚେତନତା ସମ୍ପର୍କିତ ପୁସ୍ତକ ପ୍ରକାଶ ପାଇବା ପ୍ରଥମ ବୋଲି ସେ ସୂଚନା ଦେଇଛନ୍ତି। ଶାନ୍ତିସେନା ପବ୍ଲିକେସନ୍ ପକ୍ଷରୁ ଏହି ପୁସ୍ତକ ପ୍ରକାଶ ପାଇଛି।

Previous Post

ବୃହତ ନିର୍ମାଣ ପ୍ରକଳ୍ପର ଅଗ୍ରଗତି ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା

Next Post

ତିନି ଦିନିଆ କୋରାପୁଟ, ମାଲକାନଗିରି ଗସ୍ତରେ ଯିବେ ପ୍ରଭାତୀ ପରିଡ଼ା

FNN WEB

FNN WEB

Next Post
ତିନି ଦିନିଆ କୋରାପୁଟ, ମାଲକାନଗିରି ଗସ୍ତରେ ଯିବେ ପ୍ରଭାତୀ ପରିଡ଼ା

ତିନି ଦିନିଆ କୋରାପୁଟ, ମାଲକାନଗିରି ଗସ୍ତରେ ଯିବେ ପ୍ରଭାତୀ ପରିଡ଼ା

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ

June 4, 2026
ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

June 4, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

ଅପରାଧମୁକ୍ତ ସମାଜ ଗଠନ କେବଳ ସରକାରଙ୍କର ନୁହେଁ, ଆମ ସମସ୍ତଙ୍କର ମିଳିତ ସଂକଳ୍ପ : ମୁଖ୍ୟମନ୍ତ୍ରୀ

June 4, 2026
ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

ଓଡ଼ିଶା ପୁଲିସ ପକ୍ଷରୁ “ରାଜ୍ୟସ୍ତରୀୟ ଉପକୂଳ ସୁରକ୍ଷା ସମ୍ମିଳନୀ-୨୦୨୬” ଅନୁଷ୍ଠିତ

June 4, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.