• About
  • Advertise
  • Privacy & Policy
  • Contact
Fast News Network
Advertisement
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି
No Result
View All Result
Fast News Network
No Result
View All Result
Home ଅପରାଧ

ଗୌରାଙ୍ଗପୁର ନିକଟ ବୈତରଣୀ ନଦୀରେ ଅଚିହ୍ନା ଯୁବକର ମୃତ ଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା

FNN WEB by FNN WEB
December 17, 2024
in ଅପରାଧ, ଓଡ଼ିଶା
0
ଗୌରାଙ୍ଗପୁର ନିକଟ ବୈତରଣୀ ନଦୀରେ ଅଚିହ୍ନା ଯୁବକର ମୃତ ଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା
0
SHARES
0
VIEWS

ଭଦ୍ରକ: ଏହି ଜିଲାର ଧାମନଗର ଥାନା ଅନ୍ତର୍ଗତ ସୋହଡ଼ା ପଂଚାୟତ ଗୌରାଙ୍ଗପୁର ନିକଟ ବୈତରଣୀ ନଦୀ ର ବାଲି ଉପରେ ଆଜି ସକାଳେ ଏକ ଅଚିହ୍ନା ଯୁବକର ମୃତ ଦେହ ଦେଖିବାକୁ ମିଳିଛି। ଦେହରେ କଳାରଙ୍ଗର ଫୁଲ ପ୍ୟାଂଟ , ନାଲି ବ୍ୟାନିୟନ( ସୁଇଟର) ସହିତ ହାତରେ ଜୋତା ଧରି ନଦୀ ବାଲି ଉପରେ ମୁଁହ ମାଡି ପଡିଥିବା ମୃତ ଦେହକୁ ଦେଖିବାକୁ ମିଳି ଥିଲା। ଆଜି ସକାଳୁ ସ୍ଥାନୀୟ ଲୋକେ ନଦୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ମୃତ ଦେହଟି ପଡିରହିଥିବା ଦେଖିବାକୁ ପାଇଥିଲେ।ଖବର ପାଇ ପ୍ରଥମେ ଜୟନ୍ତରା ସରପଂଚ କୁ ଜଣାଇ ଥିଲେ ସେ ଦଶରଥପୁର ପୋଲିସ କୁ ଖବର ଦେଇଥିଲେ । ମାତ୍ର ଘଟଣା ଟି ଧାମନଗର ଥାନା ଅଂଚଳରେ ହୋଇ ଥିବାରୁ ଧାମନଗର ପୋଲିସ କୁ ଖବର ଦେଇଥିଲେ ।ଖବର ପାଇ ଧାମନଗର ଥାନା ଅଧିକାରି ଫନି ଭୂଷଣ ନାୟକ, ଏସ ଆଇ ପ୍ରଦୀପ ନାୟକ, ଏଏସ ଆଇ ନେପାଲ ଶାହା ପ୍ରମୁଖ ଘଟଣା ସ୍ଥଳ ରେ ପହଂଚି ଶବ ଜବତ କରିଥିଲେ। ଧାମନଗର ତହସିଲଦାର ଦୀପକ ଦାସ ଘଟଣା ସ୍ଥଳ ରେ ମଧ୍ୟ ପହଂଚି ଥିଲେ।ପରେ ଶବ ବ୍ୟବଚ୍ଛେଦ ପାଇଁ ଭଦ୍ରକ ପଠାଇଥିବା ବେଳେ ଏକ ଅପମୃତ ମାମଲା ୩୫/୨୪ ରୁଜୁ କରା ଯାଇ ପୋଲିସ ତଦନ୍ତ ଆରମ୍ଭ କରିଛନ୍ତି। ତେବେ ମୃତ ଯୁବକର ବୟସ ଆନୁମାନିକ ୪୦ ରୁ ୪୫ ବର୍ଷ ହେବ । ତାଙ୍କର ପରିଚୟ ମିଳିପାରିନାହିଁ। ମୃତ୍ୟୁର କାରଣ ଜଣା ପଡି ନାହିଁ। କେହି ଦୁର୍ବୃତ ହତ୍ୟା କରି ତାକୁ ଟାଣି ଟାଣି ଆଣି ସେଠାରେ ପକାଇ ଦେଇ ଥିବାର ଅନୁମାନ କରାଯାଉଛି।କାରଣ ବାଲିରେ ତାକୁ ଟାଣି ନେବାର ଚିହ୍ନ ରହିଛି । ତେବେ ଏହା ହତ୍ୟା କି ଆତ୍ମ ହତ୍ୟା ମୃତକ ର ପରିଚୟ ମିଳିଲେ ଓ ପରିବାର ଲୋକ ଅଭିଯୋଗ କଲେ ତଦନ୍ତ ରେ ସୁବିଧା ହେବ ବୋଲି ଥାନା ଅଧିକାରୀ ଶ୍ରୀ ନାୟକ କହିଛନ୍ତି ।ତେବେ ଭଦ୍ରକ ରେ ୪୮ ଘଂଟା ଶବ କୁ ରଖାଯିବ ଯଦି କିଏ ପରିବାର ଲୋକ ଦାବିଦାର ହେଲେ ତେବେ ଶବ ର ପରିଚୟ ମିଳି ପାରିବ ବୋଲି ତହସିଲଦାର କହିଛନ୍ତି। ତେବେ ଉକ୍ତ ମୃତୁ ଘଟଣା କୁ ନେଇ ସ୍ଥାନୀୟ ଅଂଚଳରେ ବେଶ ଚର୍ଚ୍ଚା ଲାଗିରହିଛି ସଂଧ୍ୟା ସୁଦ୍ଧା ଶବ ର ପରିଚୟ ମିଳି ନଥିଲା ।

Previous Post

ଗୁରୁତ୍ୱପୂର୍ଣ୍ଣ ବାଇପାସ୍ ରାସ୍ତାକୁ ଅଣଦେଖା

Next Post

ୱାଲଟିୟର ଲଢେଇ ଜୋରଦାର କଲା ବିଜେଡି:ରେଳମନ୍ତ୍ରୀଙ୍କୁ ଭେଟିଲେ ବିଜେଡିର ୭ଜଣ ସାଂସଦ

FNN WEB

FNN WEB

Next Post
ୱାଲଟିୟର ଲଢେଇ ଜୋରଦାର କଲା ବିଜେଡି:ରେଳମନ୍ତ୍ରୀଙ୍କୁ ଭେଟିଲେ ବିଜେଡିର ୭ଜଣ ସାଂସଦ

ୱାଲଟିୟର ଲଢେଇ ଜୋରଦାର କଲା ବିଜେଡି:ରେଳମନ୍ତ୍ରୀଙ୍କୁ ଭେଟିଲେ ବିଜେଡିର ୭ଜଣ ସାଂସଦ

Leave a Reply Cancel reply

Your email address will not be published. Required fields are marked *

  • Trending
  • Comments
  • Latest
ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

ଓଡ଼ିଶା ତବଲିଗି ଇଜତେମାକୁ ଶେଷ ମୁହୂର୍ତ୍ତରେ ବାତିଲ କଲେ ସରକାର

February 14, 2026
ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ସରକାରୀ ମଦ୍ରାସାରେ ଶିକ୍ଷାର ଗୁଣବତ୍ତା ଉପରେ ଶିଶୁ ଅଧିକାର ଆୟୋଗର ପ୍ରଶ୍ନ , ମୁସଲମାନମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

October 19, 2024
ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରଶ୍ନ କରିବାରୁ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ

March 6, 2025
ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

ୱାକଫ୍ ବିଲ୍ ପ୍ରତ୍ୟାହାର କରିବାକୁ ସରକାରଙ୍କ ନିକଟରେ ଦାବି

October 1, 2024
ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

ସ୍ତ୍ରୀଙ୍କୁ ୨୦୦ ଖଣ୍ଡ କରି ହାଣିଲେ ସ୍ବାମୀ

0
ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

ପାକିସ୍ତାନରେ ଡାକ୍ତରଙ୍କ ଘୋର ଅଭାବ

0
ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

ଆଇପିଏଲ୍‌: ଖାତା ଖୋଲିଲା ମୁମ୍ବାଇ

0
ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

ଆଇପିଏଲ୍‌ର: ଗିଲ୍‌ଙ୍କୁ ହରାଇଲେ ରାହୁଲ

0
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ସଂତୃପ୍ତ ଓ ଦତ୍ତେଶ୍ବର

March 5, 2026
ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ-ସୁଜିତ, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

March 5, 2026

Recent News

Managing Editor- Shaikh Riaj Mohammed

Office.: At-VR 3/1, Unit-3, Kharavel Nagar, Bhubaneswar-751001,
Dist- Khordha

Tel.: (0674) 2492509,
Mob.: 9437142171,
E-mail: odishafnn@gmail.com

Liaison Office.: Plot N0-668/671, Shanti Nagar, Laxmisagar, Jharpada, Bhubaneswar, Odisha, 751006

Follow Us

Browse by Category

  • Uncategorized
  • ଅନ୍ତର୍ଜାତୀୟ
  • ଅପରାଧ
  • ଓଡ଼ିଶା
  • ଖେଳକୁଦ
  • ଜାତୀୟ
  • ଫଟୋରେ ଖବର
  • ବାଣିଜ୍ୟ ଓ ଅର୍ଥନୀତି
  • ବିଶେଷ
  • ମନୋରଞ୍ଜନ
  • ମୁଖ୍ୟ ଖବର
  • ରାଜନୀତି
  • ରାଶିଫଳ

Recent News

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

March 5, 2026
ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

ଓଡ଼ିଶାର ଗୌରବମୟ ଅତୀତ ଓ ସମୃଦ୍ଧ ଭବିଷ୍ୟତ ମଧ୍ୟରେ ବିଜୁ ବାବୁ ଥିଲେ ସୁବର୍ଣ୍ଣ ସେତୁ : ନବୀନ ପଟ୍ଟନାୟକ

March 5, 2026
  • About
  • Advertise
  • Privacy & Policy
  • Contact

© 2025 fast news network.

No Result
View All Result
  • ହୋମ
  • ଓଡ଼ିଶା
  • ଜାତୀୟ
  • ଅନ୍ତର୍ଜାତୀୟ
  • ଖେଳକୁଦ
  • ବାଣିଜ୍ୟ ଓ ଅର୍ଥନୀତି
  • ମନୋରଞ୍ଜନ
  • ବିଶେଷ
  • ରାଜନୀତି

© 2025 fast news network.